ରାଜ୍ୟ |

ରାଜାରାଣୀ ସଙ୍ଗୀତ ଉତ୍ସବ ଉଦ୍‌ଯାପିତ : ଯନ୍ତ୍ର ସହ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଦର୍ଶକଙ୍କୁ କଲା ମନ୍ତ୍ର ମୁଗ୍ଧ

ରାଜାରାଣୀ ସଙ୍ଗୀତ ଉତ୍ସବ ଉଦ୍‌ଯାପିତ  : ଯନ୍ତ୍ର ସହ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଦର୍ଶକଙ୍କୁ କଲା ମନ୍ତ୍ର ମୁଗ୍ଧ

ପୁରୁଣା ଭୁବନେଶ୍ୱର, ୨।୧(ଡି.ଏନ.ଏ.)-  ରାଜାରାଣୀ ସଙ୍ଗୀତ ଉତ୍ସବର ରବିବାର ଥିଲା ଅନ୍ତିମ ସନ୍ଧ୍ୟା। ଭାରତୀୟ ଶାସ୍ତ୍ରୀୟ ସଙ୍ଗୀତର ବିଭିନ୍ନ ରାଗ ରାଗିଣୀର ହୃଦୟସ୍ପର୍ଶୀ ପରିବେଷଣ ବେଶ ମନ ମୁଗ୍ଧକର ଥିଲା। ରାଜ୍ୟ ପର୍ଯ୍ୟଟନ ବିଭାଗର ଏହି ପ୍ରଶଂସନୀୟ ପ୍ରୟାସ ବାସ୍ତବିକ ଶାସ୍ତ୍ରୀୟ ସଙ୍ଗୀତ ପ୍ରେମୀମାନଙ୍କୁ ଖୁବ୍‌ ଆନନ୍ଦ ଦେଇ ପାରିଥିଲା। 

 ଅନ୍ତିମ ସନ୍ଧ୍ୟାର ପ୍ରଥମ କାର୍ଯ୍ୟକ୍ରମ ଥିଲା ଯନ୍ତ୍ର ସଙ୍ଗୀତର ଫ୍ୟୁଜନ, ଯାହାକୁ ପ୍ରସ୍ତୁତ କରିଥିଲେ ଶିବାଗ୍ନିର କଳାକାର ବୃନ୍ଦ। ତାଙ୍କ ପ୍ରସ୍ତୁତିରେ ଥିଲା ଶିବାଗ୍ନି ସଙ୍ଗୀତ ଯାହା ରାଗ ଚାରୁକେଶୀ, ଆରବିୟାନ ନାଇଟ। ଏହା ରାଗ ଭୈରବୀ, ପାରମ୍ପରିକ ଓଡ଼ିଶୀ ସଙ୍ଗୀତ ରାଗ କୀରବାଣୀ ଓ ଫ୍ୟୁଜନ ରାଗ ବକୁଳାଭରଣମ। ଶିବାଗ୍ନିର କଳାକାରମାନେ ହେଲେ ବେହେଲାରେ ଅଗ୍ନିମିତ୍ର ବେହେରା, ବଂଶୀରେ ଶ୍ରୀନିବାସ ଶତପଥୀ, କଣ୍ଠରେ କ୍ଷୀତି ପ୍ରକାଶ ମହାପାତ୍ର, ତବଲାରେ ବିଶ୍ୱରଞ୍ଜନ ନନ୍ଦ, ମର୍ଦଳରେ ବୈଭବ କୁମାର ଦାସ, କି ବୋର୍ଡରେ ରମେଶ ଚନ୍ଦ୍ର ବେହେରା, ଡ୍ରର୍ମରେ ଆଲୋକ ପୃଷ୍ଟି। ଶିବାଗ୍ନିର ସମସ୍ତ ପ୍ରସ୍ତୁତି ବେଶ ଉଚ୍ଚକୋଟୀର ହୋଇଥିଲା, ଯାହାକୁ ଦର୍ଶକ ବେଶ ଉପଭୋଗ କରିଥିଲେ। ଦ୍ୱିତୀୟ ଅର୍ଘ ଥିଲା ଅନ୍ତର୍ଜାତୀୟ ଖ୍ୟାତି ସମ୍ପନ୍ନ ହିନ୍ଦୁସ୍ତାନୀ ଶାସ୍ତ୍ରୀୟ ସଙ୍ଗୀତ ଗାୟିକା ଶୁଭା ମୁଦଗଲ। ସେ ପ୍ରଥମେ ରାଗ ଶ୍ୟାମ କଲ୍ୟାଣ ଓ ତିଲକ କା ମୋଦ ପରେ ଚନ୍ଦ୍ରମା ଭାରେ ବିରାଜେ ସହ ସୁନ୍ଦର ଓ ନିଖୁଣ ରାଗ ବିସ୍ତାର, ଆଳଙ୍କାରିକ ସର୍ଜନା ସାବଲୀଳ ଏବଂ ଭାବୋଦ୍ଦୀପକ ଥିଲା। ଉଦ୍‌ଯାପନୀ ସନ୍ଧ୍ୟାରେ ଓଡ଼ିଶା ରାଜସ୍ବ ପରିଷଦର ସଦସ୍ୟ ଜି.ଭି.ଭି. ଶର୍ମା, ପ୍ରଧାନ ମହାଲେଖାକାର ମଧୁସ୍ମିତା ବସୁ, ପର୍ଯ୍ୟଟନ ବିଭାଗର ଶାସନ ସଚିବ ବିଶାଲ କୁମାର ଦେବ, ପର୍ଯ୍ୟଟନ ନିର୍ଦ୍ଦେଶକ ଆର. ପି. ସିଂହ ଅତିଥି ଭାବେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମକୁ ଡ. ସଙ୍ଗୀତା ଗୋସାଇଁ  ଏବଂ ଡ. ଭେଦୁଲା ରାମଲକ୍ଷ୍ମୀ ପରିଚାଳନା କରିଥିଲେ। 

All Right Reserved By

ରାଜ୍ୟ |

ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ହେଲେ ଗଦାଧର ମଲ୍ଲିକ

ଭୁବନେଶ୍ୱର,୨୦।୪(ବ୍ୟୁରୋ): ବିଜୁ ଜନତା ଦଳ ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଶନିବାର ବିଜେଡି ଶ୍ରମିକ ସେଲ୍‌ର ରାଜ୍ୟ ସମ୍ପାଦକ ଭାବେ ଗଦାଧର ମଲ୍ଲିକଙ୍କୁ ନିଯୁକ୍ତି ଦେଇଛନ୍ତି। 

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ଡାକ୍ତରଖାନାରୁ ବିଚାରାଧୀନ କଏଦୀ ଚମ୍ପଟ୍‌, ଛାତିରେ ଯନ୍ତ୍ରଣା ହେଉଥିବା ଦର୍ଶାଇଥିଲେ

ମାଲକାନଗିରି,୨୦।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମାରେ ଥିବା ସବ୍‌ଜେଲ୍‌ରୁ ଶନିବାର ଜଣେ ବିଚାରାଧୀନ କଏଦୀ ଡାକ୍ତରଖାନାରୁ ଚମ୍ପଟ୍‌ ମାରିଛନ୍ତି। ସେ ହେଲେ ରାଜୁ ବାରୋଇ(୩୫)। 

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ରାଜ୍ୟ ସାଂଗଠନିକ ସମ୍ପାଦକ ହେଲେ କମଳାକାନ୍ତ ମହାପାତ୍ର

ଭୁବନେଶ୍ୱର, ୨୦।୪(ବ୍ୟୁରୋ): ବିଜେଡି ରାଜ୍ୟ ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ ସାଂଗଠନିକ ସମ୍ପାଦକ ଭାବେ କମଳାକାନ୍ତ ମହାପାତ୍ରଙ୍କୁ ଶନିବାର ନିଯୁକ୍ତି ଦେଇଛନ୍ତି। 

‘ବୁଥ ନାହିଁ ତ ଭୋଟ ନାହିଁ’ : ରସାଲି ଗ୍ରାମବାସୀଙ୍କ ଭୋଟ ବର୍ଜନ

‘ବୁଥ ନାହିଁ ତ ଭୋଟ ନାହିଁ’ : ରସାଲି ଗ୍ରାମବାସୀଙ୍କ ଭୋଟ ବର୍ଜନ

ଭଟଲି,୨୦ା୪(ଡି.ଏନ୍‌.ଏ.): ବୁଥ ନାହିଁ ତ ଭୋଟ ନାହିଁ । ଭୋଟ ଦେବା ଜଣେ ଭାରତୀୟ ନାଗରିକର ମୌଳିକ ଅଧିକାର ହୋଇଥିଲେ ହେଁ ‘ଗାଁରେ ବୁଥ ନ ହେଲେ ଆମେ ଭୋଟ ଦେବୁ ନାହିଁ’ ବୋଲି ଅଡ଼ି ବସିଛନ୍ତି ଭଟଲି ବ୍ଲକ୍‌ ଖରମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ରସାଳି ଗ୍ରାମବାସୀ ।

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ  ବଦ୍ରି ପାତ୍ର

ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଫେରାଦହେଲେ ବଦ୍ରି ପାତ୍ର

ଆନନ୍ଦପୁର,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘସିପୁରା ନିର୍ବାଚନମଣ୍ଡଳୀରେ ରାଜନୈତିକ ଅସ୍ଥିରତା ସୃଷ୍ଟି କରୁଥିବା କିଛି ବିରୋଧୀଙ୍କ ଭିତ୍ତିହୀନ ମନ୍ତବ୍ୟ ଏବଂ ନିର୍ବାଚନୀ ହିଂସାକୁ ଉସୁକାଇବା ଘଟଣାକୁ ନେଇ ବିଧାୟକ ପ୍ରାର୍ଥୀ ବଦ୍ରି ନାରାୟଣ ପାତ୍ର ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ଗୁହାରି କରିଛନ୍ତି।

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ମିଥ୍ୟା ଅଭିଯୋଗକୁ ଆଧାର କରି ଥାନା ଘେରିଲେ ବିଜେଡି କର୍ମୀ

ଆନନ୍ଦପୁର,୨୦।୪(ସ୍ବ.ପ୍ର.): ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି, ନିର୍ବାଚନୀ ହିଂସା କ୍ରମେ ବୃଦ୍ଧି ପାଇବାରେ ଲାଗିଛି। ଏହି ଆଧାରରେ ବିଭିନ୍ନ ରାଜନୈତିକ ଦଳର ନେତୃବୃନ୍ଦମାନେ ଆକ୍ଷେପ ପ୍ରତିଆକ୍ଷେପ ମୂଳକ ଭାବେ ନିଜ ନିଜ ପ୍ରତିଦ୍ୱନ୍ଦ୍ୱୀ ଦଳ ବିରୋଧରେ ଅଭିଯୋଗ କରୁଛନ୍ତି।

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେରରେ ନବୀନଙ୍କ ନିର୍ବାଚନୀ ପ୍ରଚାର ସଭା: ବିଧାୟକ ପ୍ରାର୍ଥୀ କ୍ଷୀରୋଦ ସାହୁ ହାତ ଛାଡ଼ି ଧରିଲେ ଶଙ୍ଖ

ତାଳଚେର,୨୦।୪(ନି.ପ୍ର.): ଅନୁଗୋଳ ଜିଲା ତାଳଚେର ନିର୍ବାଚନମଣ୍ଡଳୀ ଘଣ୍ଟପଡା ହାଇସ୍କୁଲ ପଡିଆଠାରେ ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିିର୍ବାଚନୀ ପ୍ରଚାର କରିଛନ୍ତି।

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବ୍ୟବସାୟୀଙ୍କୁ ଭୁଜାଲିମାଡ଼ ଅଭିଯୋଗ: ରାଜନୈତିକ ଶତ୍ରୁତା ନେଇ ସନ୍ଦେହ

ବାଲେଶ୍ୱର ଅଫିସ, ୨୦।୪(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ଉପର ଆଡ଼ିଆ ଗ୍ରାମରେ ଶୁକ୍ରବାର ରାତିରେ ଜଣେ ବ୍ୟବସାୟୀଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇଥିଲା।

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ରାଜ୍ୟ ସରକାରଙ୍କ ବିରୋଧରେ ପ୍ରଚାର କରିବା ଯୁବକଙ୍କୁ ମହଙ୍ଗା ପଡ଼ିଲା: ରାତିରେ ଗଛରେ ବାନ୍ଧି ଡରାଇଲେ, ଅଚେତ ଅବସ୍ଥାରେ ଉଦ୍ଧାର

ନୟାଗଡ଼ ଅଫିସ,୨୦ା୪- ନିର୍ବାଜନରେ ରାଜ୍ୟ  ସରକାରଙ୍କ ବିରୋଧରେ ପ୍ରଚାର କରିବା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି।  ରାତିିସାରା ଗଛରେ ବାନ୍ଧି ଏଥିରୁ ନିବୃତ୍ତ ରହିବା ସହିତ ଏଭଳି କଲେ ଜୀବନରୁ ମାରିଦେବା ପାଇଁ ଧମକ ଦିଆଯାଇଛି। ଉକ୍ତ ଘଟଣା ଘଟିଛି ନୟାଗଡ଼ ଜିଲା ଶରଣକୁଳ ଥାନା କରଡ଼ା ଗ୍ରାମର ରୁଷିଆ ପ୍ରଧାନଙ୍କ କ୍ଷେତ୍ରରେ।

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର ସମାବେଶରେ ବର୍ଷିଲେ ଧର୍ମେନ୍ଦ୍ର: ଦୁଇ ପଟ୍ଟନାୟକ ଖଣି ଲୁଟୁଛନ୍ତି; ପର ତିଅଣରେ ଅତିଥି ସତ୍କାର କରୁଛନ୍ତି ନବୀନ

କେନ୍ଦୁଝର/ରାଇସୁଆଁ,୨୦।୪(ସ୍ବ.ପ୍ର./ଡି.ଏନ୍‌.ଏ.): ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନକୁ ଆଉ ତିନି ଦିନ ବାକି। ଏହି ପରିପ୍ରେକ୍ଷୀରେ ଭାଜପା ପକ୍ଷରୁ ନିର୍ବାଚନ ପ୍ରଚାରକୁ ଜୋରଦାର କରାଯାଉଛି। ଶନିବାର କେନ୍ଦୁଝର ଜିଲାକୁ ତୋଫାନି ଗସ୍ତରେ ଆସି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆୟୋଜିତ ବିଜୟ ସଂକଳ୍ପ ସଭାରେ ଯୋଗ ଦେଇ ଉଦ୍‌ବୋଧନ ଦେଇଛନ୍ତି। 

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ  ଜିତାଇବା ଲାଗି ଆହ୍ବାନ

ପାଟଣାରେ ଧର୍ମେନ୍ଦ୍ରଙ୍କ ଭୋଟଭିକ୍ଷା: ଭବାନୀ ଶଙ୍କର, ଅନନ୍ତ ନାଏକଙ୍କୁ ଜିତାଇବା ଲାଗି ଆହ୍ବାନ

ପାଟଣା,୨୦।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ତୁରୁମୁଙ୍ଗାସ୍ଥିତ ନିନୁହାଁ ଫୁଟବଲ ପଡ଼ିଆରେ ଭାଜପାର ବିଜୟ ସଂକଳ୍ପ ସଭା ଶନିବାର ପୂର୍ବାହ୍ନରେ ଅନୁଷ୍ଠିତ ହୋଇଯାଇଛି। 

ବିଜେଡି ରୋଡ଼୍‌ ଶୋ’ ସମୟରେ ଗୋଷ୍ଠୀକନ୍ଦଳ

ବାରିପଦା ଅଫିସ,୨୦।୪:  ରାଇରଙ୍ଗପୁର ନିର୍ବାଚନମଣ୍ଡଳୀ ଅଧୀନ ବହଳଦା କଲେଜ ନିକଟରେ ଶୁକ୍ରବାର ବିଜେଡି ରୋଡ଼୍‌ ଶୋ’ କରୁଥିବା ବେଳେ ଗଣ୍ଡଗୋଳ ଘଟିଥିଲା। 


Model This Week

କ୍ରିଷ୍ଣା
Why Dharitri