ଜାତୀୟ |

୧୦ ଦିନରେ ୪ ଭାଜପା ନେତାଙ୍କୁ ହତ୍ୟା: କର୍ମୀଙ୍କ ବିକ୍ଷୋଭ ଆରମ୍ଭ

୧୦ ଦିନରେ ୪ ଭାଜପା ନେତାଙ୍କୁ ହତ୍ୟା: କର୍ମୀଙ୍କ ବିକ୍ଷୋଭ ଆରମ୍ଭ

ଭୋପାଳ,୨୧।୧: ମଧ୍ୟପ୍ରଦେଶରେ ଶାସନ ଡୋର ବଦଳିବା ପରେ ମାତ୍ର ୧୦ ଦିନରେ ୪ ଜଣ ଭାଜପା ନେତାଙ୍କୁ ହତ୍ୟା କରାଗଲାଣି। ଏନେଇ ଭାଜପା କର୍ମୀ ଆରମ୍ଭ କରିଛନ୍ତି ସରକାର ବିରୋଧରେ ବିକ୍ଷୋଭ ପ୍ରଦର୍ଶନ। ରବିବାର ଭାଜପା ନେତା ମନୋଜ ଠାକ୍‌ରେଙ୍କୁ ହତ୍ୟା କରାଯାଇଛି। ସେ ମର୍ନିଂଓ୍ବାର୍କରେ ବାହାରିଥିବାବେଳେ ଏଭଳି କାଣ୍ଡ ଘଟିଛି। ତାଙ୍କ ଶରୀରରେ ଗଭୀର କ୍ଷତ ଚିହ୍ନ ରହିଛି। ସେହିପରି ରବିବାର ସନ୍ଧ୍ୟାରେ ପରମାଲ କୁଶବାହ ନାମକ ଜଣେ ଯୁବ ଭାଜପା କର୍ମୀଙ୍କୁଗୁଳି କରି ହତ୍ୟା କରାଯାଇଛି। ସେହିପରି ଗତ ଗୁରୁବାର ସନ୍ଧ୍ୟାରେ ଭାଜପା ନେତା ପ୍ରହଲାଦ ବନ୍ଧଓ୍ବାରଙ୍କୁ ବଜାରରେ ଗୁଳି କରି ହତ୍ୟା କରାଯାଇଥିଲା। ସେହିପରି ଗତ ବୁଧବାର ସନ୍ଧ୍ୟାରେ ବଜାର ମଧ୍ୟରେ ଭାଜପା ନେତା ସନ୍ଦୀପ୍‌ ଅଗ୍ରଓ୍ବାଲଙ୍କୁ ଗୁଳି କରି ହତ୍ୟା କରାଯାଇଥିଲା। ଏସବୁ ମାମଲାର ତଦନ୍ତ ଜାରି ରହିଥିଲେ ମଧ୍ୟ ଭାଜପା କର୍ମୀ ଏଥିପାଇଁ କଂଗ୍ରେସ ସରକାରଙ୍କୁ ଦାୟୀ କରିଛନ୍ତି।

All Right Reserved By

ଜାତୀୟ |

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

କଂଗ୍ରେସ ଏମ୍‌ପିଙ୍କ ପାଇଁ ଭୋଟ ମାଗିଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୮।୪: ଦେଶର ସବୁଠୁ ଧନୀ ଉଦ୍ୟୋଗପତି ମୁକେଶ ଅମ୍ବାନୀ କଂଗ୍ରେସ ଟିକେଟରେ ଦକ୍ଷିଣ ମୁମ୍ବାଇରୁ ପ୍ରାର୍ଥୀ ହୋଇଥିବା ମିଲିନ୍ଦ ଦେଓରାଙ୍କୁ ଭୋଟ ଦେବାକୁ ଅପିଲ କରିଛନ୍ତି। 

ସ୍ତ୍ରୀଙ୍କ ପାଇଁ ପ୍ରଚାର କଲେ ଶତ୍ରୁଘ୍ନ ସିହ୍ନା: କଂଗ୍ରେସ କହିଲା, ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ

ସ୍ତ୍ରୀଙ୍କ ପାଇଁ ପ୍ରଚାର କଲେ ଶତ୍ରୁଘ୍ନ ସିହ୍ନା: କଂଗ୍ରେସ କହିଲା, ପ୍ରଥମେ ଦଳୀୟ ଧର୍ମ ନିଭାନ୍ତୁ

ଲକ୍ଷ୍ନୌ, ୧୮।୪: ଭାଜପା ଛାଡି କଂଗ୍ରେସରେ ଯୋଗଦେବାର ମାସେ ନ ପୂରୁଣ ଶତ୍ରୁଘ୍ନ ସିହ୍ନାଙ୍କ ନାଁରେ ଦଳରେ ବିରୋଧାଭାସ ଉଠିଛି। 

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଇରଫାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ: ବଢ଼ିଲା ସୁରକ୍ଷା

ଉଦୟପୁର, ୧୮।୪: ବଲିଉଡ ଅଭିନେତା ଇରଫାନ ଖାନ୍‌ଙ୍କୁ ଦେଖିବା ପାଇଁ ଫ୍ୟାନଙ୍କ ଭିଡ ଜମିଛି। 

ରାହୁଲଙ୍କ ବିରୋଧରେ ମାନହାନି ମାମଲା

ରାହୁଲଙ୍କ ବିରୋଧରେ ମାନହାନି ମାମଲା

ପାଟନା, ୧୮।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଁରେ ଗୁରୁବାର ମାନହାନି ମାମଲା ଦାଏର କରିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି। 

 କାହିଁକି ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପ୍‌ଡେଟ୍‌ ଦେଉଛି ପାକିସ୍ତାନ ଗଣମାଧ୍ୟମ

କାହିଁକି ଭାରତ ଲୋକ ସଭା ନିର୍ବାଚନର ଲାଇଭ୍‌ ଅପ୍‌ଡେଟ୍‌ ଦେଉଛି ପାକିସ୍ତାନ ଗଣମାଧ୍ୟମ

ନୂଆଦିଲ୍ଲୀ,୧୮।୪: ଭାରତରେ ହେଉଥିବା ଲୋକ ସଭା ନିର୍ବାଚନକୁ ନେଇ ବିଶ୍ୱର ଅନ୍ୟ ଦେଶ ତୁଳନାରେ ପାକିସ୍ତାନର ଆଗ୍ରହ ଖୁବ୍‌ ଅଧିକ ଥିବା ପରିଲକ୍ଷିତ ହୋଇଛି। 

ମାଓବାଦୀଙ୍କ ଦ୍ୱାରା ଆଇଇଡି ବ୍ଲାଷ୍ଟ: ଯବାନ ଆହତ

ମାଓବାଦୀଙ୍କ ଦ୍ୱାରା ଆଇଇଡି ବ୍ଲାଷ୍ଟ: ଯବାନ ଆହତ

ରାଜନନ୍ଦଗାଁଓ,୧୮।୪: ଛତିଶଗଡ଼ର ରାଜନନ୍ଦଗାଁଓ ନିକଟରେ ମାଓବାଦୀଙ୍କ ଦ୍ୱାରା ଗୁରୁବାର କରାଯାଇଥିବା ଆଇଇଡି ବିସ୍ଫୋରଣରେ ଆଇଟିବିପିର ଜଣେ ଯବାନ ଆହତ ହୋଇଥିବା ସୂଚନା ମିଳିଛି। 

ବିବାହ ସାରି ଶାଶୁଘର ଯାଉଥିଲେ କନ୍ୟା: ଅପହରଣ କରିନେଲେ ଦୁର୍ବୃତ୍ତ

ବିବାହ ସାରି ଶାଶୁଘର ଯାଉଥିଲେ କନ୍ୟା: ଅପହରଣ କରିନେଲେ ଦୁର୍ବୃତ୍ତ

ଜୟପୁର, ୧୮।୪: ରାଜସ୍ଥାନ ଜୟପୁରର ନାଗଓ୍ବା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। 

ଭାଜପା ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼

ଭାଜପା ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼

ନୂଆଦିଲ୍ଲୀ,୧୮।୪: ଭାଜପାର ବରିଷ୍ଠ ନେତା ଜିବିଏଲ୍‌ ନରସିଂହ ରାଓଙ୍କ ଉପରକୁ ଜୋତା ମାଡ଼ ହୋଇଛି।

ନକ୍ସଲଗଡରେ ଯୁବତୀ ଖୋଲିଲେ ମେଡିକାଲ ଷ୍ଟୋର

ନକ୍ସଲଗଡରେ ଯୁବତୀ ଖୋଲିଲେ ମେଡିକାଲ ଷ୍ଟୋର

ରାୟପୁର, ୧୮।୪: ଛତିଶଗତର ଅବୁଝମାଡ ଅଞ୍ଚଳକୁ ନକ୍ସଲଙ୍କ ଗଡ ବୋଲି କୁହାଯାଏ।

ଭାଜପା ଏମ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍‌କୁ ଯିବା ଉପରେ ଲାଗିଲା କଟକଣା

ଭାଜପା ଏମ୍‌ପିଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ: ବୁଥ୍‌କୁ ଯିବା ଉପରେ ଲାଗିଲା କଟକଣା

ବୁଲନ୍ଦସହର,୧୮।୪: ଉତ୍ତରପ୍ରଦେଶରେ ୮ଟି ଆସନ ପାଇଁ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହୋଇଛି। ଏହି ନିର୍ବାଚନ ସମୟରେ କେତେକ ସ୍ଥାନରେ ନିର୍ବାଚନୀ ହିଂସା ଦେଖାଦେଇଥିବା ବେଳେ ବହୁ ବିବାଦ ମଧ୍ୟ ଲାଗି ରହିଛି। 

ପ୍ରାର୍ଥିପତ୍ର ଦାଖଲ କଲେ ପୁନମ

ପ୍ରାର୍ଥିପତ୍ର ଦାଖଲ କଲେ ପୁନମ

ଲକ୍ଷ୍ନୌ,୧୮।୪: ବଲିଉଡ୍‌ ଅଭିନେତା ଶତ୍ରୁଘ୍ନ ସିହ୍ନାଙ୍କ ପତ୍ନୀ ପୁନମ ସିହ୍ନା ଲକ୍ଷ୍ନୌ ସଂସଦୀୟ ନିର୍ବାଚନମଣ୍ଡଳୀରୁ ଗୁରୁବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। 

ବୁର୍ଖା ପିନ୍ଧି ପୁରୁଷମାନେ ଭୋଟ ଦେଉଥିବା ଅଭିଯୋଗ ଆଣିଲେ ଭାଜପା ନେତା

ବୁର୍ଖା ପିନ୍ଧି ପୁରୁଷମାନେ ଭୋଟ ଦେଉଥିବା ଅଭିଯୋଗ ଆଣିଲେ ଭାଜପା ନେତା

ଲକ୍ଷ୍ନୌ,୧୮।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଗୁରୁବାର ସକାଳୁ ଆରମ୍ଭ ହୋଇଛି। ଉତ୍ତର ପ୍ରଦେଶର ଅମରୋହାରୁ ଭାଜପା ଏମ୍‌ପି ପ୍ରାର୍ଥୀ ଥିବା କନଓ୍ବର ସିଂ ତନଓ୍ବର ଏକ ଅଭିଯୋଗ ଆଣିଛନ୍ତି। 


Model This Week

କ୍ରିଷ୍ଣା
Why Dharitri