ଫୁରସତ |

ଏମିତି ମନ୍ଦିର ଯେଉଁଠି ମୁସଲମାନ ମହିଳା ଶିବରାତ୍ରୀରେ କରନ୍ତି ମହାଦେବଙ୍କୁ ଜଳଲାଗି...

ଏମିତି ମନ୍ଦିର ଯେଉଁଠି ମୁସଲମାନ ମହିଳା ଶିବରାତ୍ରୀରେ କରନ୍ତି ମହାଦେବଙ୍କୁ ଜଳଲାଗି...

ଦେଶରେ ଭିନ୍ନ ଭିନ୍ନ ସମ୍ପ୍ରଦାୟ ମଧ୍ୟରେ ବିବାଦ ଜାରି ରହିଥିବାବେଳେ ଉତ୍ତରପ୍ରଦେଶ କନୌଜରେ ଥିବା ମହାଦେବଙ୍କ ମନ୍ଦିର ପାଲଟିଛି ସର୍ବଧର୍ମସମନ୍ବୟର ପବିତ୍ର କ୍ଷେତ୍ର। ଏଠାରେ ଶିବରାତ୍ରୀରେ ମୁସଲମାନ୍‌ ମହିଳା ମହାଦେବଙ୍କଠାରେ ଜଳଲାଗି କରିଥାନ୍ତି। ସ୍ଥାନୀୟ ଛିବରାମଉଠାରେ ଥିବା ମନ୍ଦିରରେ ଏହି ପରମ୍ପରା ୬ ଶହରୁ ଅଧିକ ବର୍ଷ ଧରି ପ୍ରଚଳିତ। ଏଠାରେ ଥିବା ଚମନ ଋଷିଙ୍କ ଆଶ୍ରମରେ ଶିବରାତ୍ରୀରେ ସମସ୍ତ ଧର୍ମର ମହିଳା ଜଳଲାଗି କରିଥାନ୍ତି। ମହାଦେବଙ୍କଠାରେ ଜଳଲାଗି କଲେ ମାନସିକ ପୂରଣ ହୋଇଥାଏ ବୋଲି ଶ୍ରଦ୍ଧାଳୁ କହିଥାନ୍ତି। 

All Right Reserved By

ଫୁରସତ |

ଆଙ୍କଲେଟ୍‌ ଫ୍ୟାଶନ୍‌

ଆଙ୍କଲେଟ୍‌ ଫ୍ୟାଶନ୍‌

କେବଳ ଫୁଟ୍‌ ଉୟର ନୁହେଁ ଷ୍ଟାଇଲିସ୍‌ ଆଙ୍କ୍‌ଲେଟ୍‌ ବି ପାଦକୁ ଖୁବ୍‌ ସୁନ୍ଦର ମାନିଥାଏ। ମାର୍କେଟରେ ବିଭିନ୍ନ ପ୍ରକାର ଆଙ୍କ୍‌ଲେଟ୍‌ ମିଳୁଛି ଯାହାକୁ ଆପଣ ଓ୍ବେଷ୍ଟର୍ନ କିମ୍ବା ଯେକୌଣସି ଆଉଟ୍‌ଫିଟ୍‌ ସହ ପିନ୍ଧିପାରିବେ..

ଯେଉଁଠି ମାନସିକ ପୂରଣ ଲାଗି ଶ୍ରଦ୍ଧାଳୁ କରନ୍ତି ଜୋତା ମାଡ଼...

ଯେଉଁଠି ମାନସିକ ପୂରଣ ଲାଗି ଶ୍ରଦ୍ଧାଳୁ କରନ୍ତି ଜୋତା ମାଡ଼...

ଉତ୍ତରପ୍ରଦେଶ ଇଟାୱା ଜିଲ୍ଲା ମୁଖ୍ୟାଳୟ ଠାରୁ ପ୍ରାୟ ତିନି କିମି ଦୂର ଇଟାୱା-ବରେଲୀ ରାଜମାର୍ଗ ଉପରେ ଭୋଲୁ ସୟଦ୍‌ଙ୍କର ୫ଶହ ବଷର୍ର୍ର ପୁରୁଣା ମକବରା ରହିଛି। 

ପ୍ରାକୃତିକ ବିପର୍ଯ୍ୟୟରେ ସହାୟକ ହେବ ହାମ୍‌ ରେଡିଓ

ପ୍ରାକୃତିକ ବିପର୍ଯ୍ୟୟରେ ସହାୟକ ହେବ ହାମ୍‌ ରେଡିଓ

ବ୍ରହ୍ମପୁର ଅଫିସ୍‌,୧୯ା୨-ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଯେତେବେଳେ ଲ୍ୟାଣ୍ଡ ଫୋନ୍‌ କାମ କରେ ନାହିଁ, ମୋବାଇଲ୍‌ ଫୋନ୍‌ ଅଚଳ ହୋଇଥାଏ ସେତେବେଳେ ଯୋଗାଯୋଗର ଏକ ପ୍ରମୁଖ ମାଧ୍ୟମ ହୁଏ ରେଡିଓ ଫ୍ରିକ୍ୟୁଏନ୍ସି।

ନାଗା ଜାତିର ଅଜବ ପରମ୍ପରା

ନାଗା ଜାତିର ଅଜବ ପରମ୍ପରା

ସାଧାରଣତଃ ଯୁବତୀ ଯୁବକମାନଙ୍କୁ ଅନେକ କାଇଦା କଟକଣା ଭିତରେ ରହିବାକୁ ପଡିଥାଏ। ବିଶେଷ କରି ଆମ ଦେଶ ଭାରତରେ ଏହା ପ୍ରଚଳିତ  ଅଛି। ଏଠାରେ ବିନା ଅନୁମତିରେ ଶାରୀରିକ ସମ୍ପର୍କ ରଖିବା ଅପରାଧ। 

ଆଳୁ ଛାଣିଲା ପରେ ହୁଏ କ’ଣ...

ଆଳୁ ଛାଣିଲା ପରେ ହୁଏ କ’ଣ...

ଆଳୁ ଏକ ଲୋକପ୍ରିୟ ପରିବା। ଏହାକୁ କେହି କେହି ସିଝାଇ ଖାଉଥିବାବେଳେ କେତେକ ଭାଜି ଅବା ଛାଣି ଖାଇଥାନ୍ତି। ଆଳୁରୁ ନାନା ପ୍ରକାର ସ୍ବାଦିଷ୍ଟ ତରକାରୀ ପ୍ରସ୍ତୁତ କରାଯାଇଥାଏ। ତେବେ ଏହାକୁ ସିଝାଇ ଖାଇଲେ ଶରୀରକୁ ସମନ୍ବିତ ପରିମାଣରେ ବିଭିନ୍ନ ପୋଷକ ତତ୍ତ୍ୱ ଆସିଥାଏ ବୋଲି ଆୟୁର୍ବେଦରେ ଉଲ୍ଲେଖ ରହିଛି।

ଏସବୁ ପାଇଁ ହୋଇଥିଲା ବିବାହର ଆରମ୍ଭ...

ଏସବୁ ପାଇଁ ହୋଇଥିଲା ବିବାହର ଆରମ୍ଭ...

ନାରୀ-ପୁରୁଷ ମଧ୍ୟରେ ବିବାହ ପରମ୍ପରା ପୂର୍ବରୁ ନ ଥିଲା। ପୁରାତନ କାଳରେ ମଣିଷ ପ୍ରାଣୀଙ୍କ ପରି ଶାରୀରିକ ସମ୍ପର୍କ ରକ୍ଷାକରୁଥିଲା। ସେତେବେଳେ ନାରୀମାନେ ସ୍ବତନ୍ତ୍ର ତଥା ଉନ୍ମୁକ୍ତ ଥିଲେ। ଯେ କୌଣସି ପୁରୁଷ ସହିତ ସେମାନେ ଶାରୀରିକ ସମ୍ପର୍କ ରଖୁଥିଲେ। 

କୁକିଂ ଏକ୍ସପର୍ଟ ରୋବୋ

କୁକିଂ ଏକ୍ସପର୍ଟ ରୋବୋ

ଆଜିକାଲି ରୋବୋକୁ ବିଭିନ୍ନ କ୍ଷେତ୍ରରେ ବ୍ୟବହାର କରାଯାଉଛି। 

ଗୋଟିଏ ଦିନ ଘର ଛାଡି ଜଙ୍ଗଲରେ ରୁହନ୍ତି ଏହି ଗାଁର ଲୋକେ...

ଗୋଟିଏ ଦିନ ଘର ଛାଡି ଜଙ୍ଗଲରେ ରୁହନ୍ତି ଏହି ଗାଁର ଲୋକେ...

ଭାରତର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପରମ୍ପରା ପ୍ରଚଳିତ ହୋଇଥାଏ। ଏସବୁ ପରମ୍ପରା ପଛରେ ଅନେକ କାହାଣୀ ରହିଥାଏ। 

ମହିଳାମାନେ ଅଧିକ ଚାପଗସ୍ତ ହୋଇଥାନ୍ତି କାହିଁକି...

ମହିଳାମାନେ ଅଧିକ ଚାପଗସ୍ତ ହୋଇଥାନ୍ତି କାହିଁକି...

ମହିଳାମାନେ ପୁରୁଷଙ୍କ ତୁଳନାରେ ଅଧିକ ଚାପଗ୍ରସ୍ତ ହୋଇଥାନ୍ତି ବୋଲି ଟରଣ୍ଟୋ ବିଶ୍ୱବିଦ୍ୟାଳୟରେ ହୋଇଥିବା ଗବେଷଣାରୁ ଜାଣିବାକୁ ମିଳିଛି। 

ଯେଉଁ ଶାସକଙ୍କର ଥିଲା ୧୩ ହଜାର ମହିଳାଙ୍କ ସହ ଶାରୀରିକ ସମ୍ପର୍କ

ଯେଉଁ ଶାସକଙ୍କର ଥିଲା ୧୩ ହଜାର ମହିଳାଙ୍କ ସହ ଶାରୀରିକ ସମ୍ପର୍କ

ଚାଇନାର ଏକଛତ୍ରବାଦୀ ଶାସକ ଶି ହୁଆଙ୍ଗ ୧୩ ହଜାର ମହିଳାଙ୍କ ସହିତ ରଖିଥିଲେ ଶାରୀରିକ ସମ୍ପର୍କ। ତାଙ୍କ ସନ୍ତାନ ସଂଖ୍ୟା ୨୮ ଶହ ଥିଲା। ପ୍ରତିଦିନ ରାତିରେ ସେ ନୂଆ କୋଠରୀରେ ଜଣେ ନୂଆ ମହିଳାଙ୍କ ସହିତ କରୁଥିଲେ ରାତ୍ରଯାପନ। 

ଯେଉଁଠି ପୁରୁଷଙ୍କୁ ଶାରୀରିକ ସମ୍ପର୍କ ପାଇଁ ପ୍ରସ୍ତାବ ଦିଅନ୍ତି ମହିଳା

ଯେଉଁଠି ପୁରୁଷଙ୍କୁ ଶାରୀରିକ ସମ୍ପର୍କ ପାଇଁ ପ୍ରସ୍ତାବ ଦିଅନ୍ତି ମହିଳା

ଭିନ୍ନ ଭିନ୍ନ ଦେଶରେ ମହିଳାଙ୍କ ପାଇଁ ରହିଛି ଅଲଗା ନିୟମ। ସାଧାରଣତଃ ମହିଳାଙ୍କୁ ଅନେକ କାଇଦା କଟକଣାରେ ରହିବାକୁ ପଡିଥାଏ। ହେଲେ ପପୁଆ ନିଉଗିନିରେ ମହିଳାଙ୍କ ପାଇଁ ଯେଉଁ ନିୟମ ରହିଛି ତାହା ଶୁଣିବା ପରେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ କଥା। 

ପ୍ରଥମ ରୋଜଗାର: ପ୍ରଥମ ଦରମାରେ ବାକି ଶୁଝିଥିଲି

ପ୍ରଥମ ରୋଜଗାର: ପ୍ରଥମ ଦରମାରେ ବାକି ଶୁଝିଥିଲି

ଶିକ୍ଷାବିତ୍‌ ତଥା ସାହିତି୍ୟକ ଡ. କୈଳାସ ଚନ୍ଦ୍ର ଟିକାୟତରାୟ ନିଜ ପ୍ରଥମ ରୋଜଗାର ସମ୍ପର୍କରେ ଯାହା କୁହନ୍ତି...