ରାଜ୍ୟ |

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

କଜଳକଣା ନିକଟରେ ଓଲଟିଲା ବସ୍‌: ୨ ମୃତ, ୫ ଗୁରୁତର, ୧୫ରୁ ଊର୍ଦ୍ଧ୍ୱ ଆହତ

ଚୌଦ୍ୱାର,୨୧।୧(ଡି.ଏନ୍‌.ଏ.): କଟକ ଚୌଦ୍ୱାରସ୍ଥିତ କଜଳକଣା ନିକଟରେ ସେମବାର ଏକ ଘରୋଇ ଯାତ୍ରୀବାହୀ ବସ୍‌ ଓଲଟି ପଡ଼ିଛି। ‘ନୀଳକଣ୍ଠ’ ନାମକ ଏହି ବସ୍‌ଟି ଅନୁଗୋଳରୁ କଟକ ଆସୁଥିବା ବେଳେ ଉକ୍ତ ସ୍ଥାନରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୦ରୁ ଊର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଛନ୍ତି। ଆହତମାନଙ୍କ ମଧ୍ୟରୁ ୫ ଜଣଙ୍କ ଅବସ୍ଥା ଗୁରୁତର ଥିବାରୁ ସେମାନଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ରାସ୍ତା କାମ ଲାଗି ଗଦା ହୋଇଥିବା ବାଲି ଉପରେ ବସ୍‌ଟି ଚଢ଼ିଯିବା ଯୋଗୁ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଖବର ପାଇ ପୋଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ତୁରନ୍ତ ଉଦ୍ଧାର କାର୍ଯ୍ୟ କରିଥିଲେ। ସ୍ଥାନୀୟ ଲୋକମାନେ ମଧ୍ୟ ଏଥିରେ ସହଯୋଗ କରିଥିବାରୁ ଅଧିକ ଧନଜୀବନହାନୀକୁ ରୋକାଯାଇପାରିଛି ବୋଲି ପ୍ରତ୍ୟକ୍ଷଦର୍ଶୀମାନେ ପ୍ରକାଶ କରିଛନ୍ତି।

All Right Reserved By

ରାଜ୍ୟ |

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

ବାରୁଅ ବିଜୟ ସଙ୍କଳ୍ପ ସମାବେଶରେ ବର୍ଷିଲେ ମୋଦି: କହିଲେ ନବୀନ ଭଲରେ ବିଦାୟ ନିଅନ୍ତୁ ବୋଲି ଚାହୁଁଥିଲି, ହେଲେ ଏଥର ସେ ବିଦା ହେବା ନିଶ୍ଚିତ

କେନ୍ଦ୍ରାପଡ଼ା ଅଫିସ, ୨୩।୪- କେନ୍ଦ୍ରାପଡ଼ା ନିର୍ବାଚନୀ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସମସ୍ତ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କର ଗାଦି ଛାଡିବା ସମୟ ଆସିଗଲାଣି ବୋଲି କହିଥିବା ବେଳେ ରାଫେଲ ପ୍ରସଙ୍ଗକୁ ନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ ସମାଲୋଚନା କରିଛନ୍ତି।

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ସନ୍ଧ୍ୟା ୫ଟା ସୁଦ୍ଧା ରାଜ୍ୟରେ ୬୧% ମତଦାନ, ୨ ବୁଥ୍‌ରେ ମତଦାନ ସ୍ଥଗିତ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ ୬ ଲୋକ ସଭା ଓ ୪୨ ବିଧାନସଭା ଆସନ ଲାଗି ମଙ୍ଗଳବାର ମତଦାନ କରାଯାଉଛି। ସକାଳ ୭ଟାରେ ଭୋଟଗ୍ରହଣ ପ୍ରକ୍ରିୟା ଆରମ୍ଭ ହୋଇଥିବା ବେଳେ ସନ୍ଧ୍ୟା ୫ଟା ସୁଦ୍ଧା ୬୧% ମତଦାନ ହୋଇଛି। 

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଆସନ୍ତା ୨୫ରେ ୯ ବୁଥ୍‌ରେ ହେବ ସାନି ମତଦାନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଆସନ୍ତା ୨୫ରେ ରାଜ୍ୟର ୯ଟି ବୁଥ୍‌ରେ ସାନି ମତଦାନ ହେବ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଉକ୍ତ ବୁଥ୍‌ଗୁଡ଼ିକରେ ବିଭିନ୍ନ କାରଣ ନେଇ ମତଦାନ ସ୍ଥଗିତ ରହିଥିଲା। 

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ଇଭିଏମ୍‌ରେ ତ୍ରୁଟି ଯୋଗୁ ସତ୍ୟବାଦୀରେ ମତଦାନ ବିଳମ୍ବିତ

ସାକ୍ଷୀଗୋପାଳ, ୨୩।୪(ଡି.ଏନ.ଏ): ପୁରୀ ଜିଲା ସତ୍ୟବାଦୀ ୧୦୯ ବିଧାନସଭା ଓ ୧୭  ପୁରୀ ଲୋକ ସଭା ନିର୍ବାଚନ ନିମନ୍ତେ ମଙ୍ଗଳବାର ସକାଳୁ ସତ୍ୟବାଦୀ ବ୍ଲକର ୧୧୨ଟି କେନ୍ଦ୍ରରେ ମତଦାନ ଚାଲିଛି। 

କେନ୍ଦୁଝରରେ  ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ  ୩୭%

କେନ୍ଦୁଝରରେ ୧ଟା ପର୍ଯ୍ୟନ୍ତ ୩୫.୧୫% ମତଦାନ: ପାଟଣା ନିର୍ବାଚନମଣ୍ଡଳୀରେ ୩୭%

ପାଟଣା,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ୨୩ ନମ୍ବର ପାଟଣା ବିଧାନସଭା ନିର୍ବାଚନମଣ୍ଡଳୀରେ ତୃତୀୟ ପର୍ଯ୍ୟାୟ ପାଇଁ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି। ସକାଳ ୭ରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୭୩ଟି ବୁଥ୍‌ରେ ମତଦାନ ଚାଲୁ ରହିଛି। 

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ସହରର ବିଭିନ୍ନ ବୁଥ୍‌ରେ ଅବ୍ୟବସ୍ଥା ଯୋଗୁ ମତଦାନରେ ବିଳମ୍ବ

ପୁରୀ ଅଫିସ, ୨୩।୪: ପୁରୀ ସହରର ବିଭିନ୍ନ ବୁଥରେ ବ୍ୟାପକ ଅବ୍ୟବସ୍ଥା  ସୃଷ୍ଟି ହୋଇଛି। ଇଭିଏମ୍‌ରେ ଯାନ୍ତ୍ରିକ ତ୍ରୁଟି ଯୋଗୁ କେତେକ ମତଦାନ କେନ୍ଦ୍ରରେ ମତଦାନ ବିଳମ୍ବରେ ଆରମ୍ଭ ହୋଇଥିବା ସୂଚନା ମିଳିଛି। 

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଜିଲାରେ ୧ଟା ସୁଦ୍ଧା ୨୭.୧୭% ମତଦାନ: ଜଟଣୀ ନିର୍ବାଚନମଣ୍ଡଳୀରେ ସର୍ବାଧିକ ୩୩.୯୫%

ଖୋର୍ଦ୍ଧା ଅଫିସ,୨୩ା୪(ଡି.ଏନ୍‌.ଏ.): ମଙ୍ଗଳବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ହେଉଛି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଓଡ଼ିଶାର ୬ଟି ଲୋକ ସଭା ଓ ଏହା ଅନ୍ତର୍ଗତ ୪୨ଟି ବିଧାନସଭା ଆସନ ପାଇଁ ଭୋଟଗ୍ରହଣ ଚାଲୁରହିଛି।

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ  ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ମତଦାନ କେନ୍ଦ୍ରରେ ପଣାହାଣ୍ଡିରେ ଶଙ୍ଖଚିହ୍ନ ମାରି ପଣା ବଣ୍ଟନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଅଞ୍ଚଳରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲୁ ରହିଛି।

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ଇଭିଏମ୍‌ ମେଶିନ ଖରାପ ଯୋଗୁ ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ବିଳମ୍ବରେ ମତଦାନ

ନିରାକାରପୁର,୨୩ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲାର ବିଭିନ୍ନ ସ୍ଥାନରେ ତୃତୀୟ ପର୍ଯ୍ୟାୟ ମତଦାନ ଚାଲିଛି। କେତେକ ବୁଥ୍‌ରେ ଇଭିଏମ୍‌ ମେଶିନ୍‌ ଖରାପ ଯୋଗୁ କେଉଁଠାରେ ଦେଢ଼ଘଣ୍ଟା ତ କେଉଁଠାରେ ୪୦ ମିନିଟ ବିଳମ୍ବରେ ମତଦାନ ଆରମ୍ଭ ହୋଇଛି। 

ଭୋଟ ଦେଲେ ବଦ୍ରି

ଭୋଟ ଦେଲେ ବଦ୍ରି

କେନ୍ଦୁଝର /ଆନନ୍ଦପୁର,୨୩।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଷିପୁରା ନିର୍ବାଚନମଣ୍ଡଳୀର ଗଡ଼ବାନ୍ଧଗଡ଼ା ଗ୍ରାମର ୨୮୧ ନମ୍ବର ବୁଥରେ ମନ୍ତ୍ରି ବଦ୍ରିନାରାୟଣ ପାତ୍ର ମଙ୍ଗଳବାର ନିଜର ମତଦାନ କରିଛନ୍ତି। 

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

ମା’ମଙ୍ଗଳାଙ୍କ ପ୍ରସିଦ୍ଧ ଝାମୁଯାତ୍ରା ପାଇଁ କାକଟପୁର ଉତ୍ସବମୁଖର

କାକଟପୁର,୨୩ା୪(ଡି.ଏନ୍‌.ଏ.): କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମା’ମଙ୍ଗଳାଙ୍କ ମନ୍ଦିରରେ ଗତ ମାର୍ଚ୍ଚ ୨୬ ତାରିଖରୁ ଆରମ୍ଭ ହୋଇଥିବା ଝାମୁଯାତ୍ରା ମଙ୍ଗଳବାର ଉଦ୍‌ଯାପିତ ହେବ। 

ଇଭିଏମ୍‌ ଅଚଳ:  ୩ ଘଣ୍ଟା ବିଳମ୍ବରେ ମତଦାନ

ଇଭିଏମ୍‌ ଅଚଳ: ୩ ଘଣ୍ଟା ବିଳମ୍ବରେ ମତଦାନ

ଓଡଗାଁ,୨୩।୪(ସ୍ବ.ପ୍ର.): ନୟାଗଡ ଜିଲା ଓଡଗାଁ ବ୍ଲକ ରଙ୍ଗଣୀପାଟଣା ପଞ୍ଚାୟତ ବାହାଡ଼ାପିଠା ପ୍ରାଥମିକ ବିଦ୍ୟାଳୟରେ ଥିବା ୧୯୮ ନଂ. ବୁଥରେ ମଙ୍ଗଳବାର ମତଦାନ ଅନୁଷ୍ଠିତ ହୋଇଛି।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri