ବ୍ରହ୍ମପୁର

ଏଡିଏମ୍‌ ଶୁଣିଲେ ୫୮୩ ଅଭିଯୋଗ

ଏଡିଏମ୍‌ ଶୁଣିଲେ ୫୮୩ ଅଭିଯୋଗ

ଭଞ୍ଜନଗର,୨୧।୧(ଡି.ଏନ.ଏ)- ପ୍ରତ୍ୟେକ ମାସ ତୃତୀୟ ସୋମବାର ଗଞ୍ଜାମ ଜିଲାପାଳ ଭଞ୍ଜନଗର ଆସି ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିବା ପାଇଁ ସମୟ ଧାର୍ଯ୍ୟ ହୋଇଛି। କିନ୍ତୁ କାର୍ଯ୍ୟବ୍ୟସ୍ଥତା ଯୋଗୁ ଜିଲାପାଳ ସୋମବାର ଅଭିଯୋଗ ଶୁଣାଣିକୁ ଆସିପାରିନଥିଲେ। ତାଙ୍କ ସ୍ଥାନରେ ଏଡିଏମ୍‌ ବିଜୟ କୁମାର ଦାସ ଆସି ୫୮୩ ଅଭିଯୋଗର ଶୁଣାଣି କରିଥିଲେ। ଏନେଇ ଆବଶ୍ୟକ ପଦକ୍ଷେପ ନେବା ପାଇଁ ଏଡିଏମ୍‌ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏଥିସହ ସେ ମୁଖ୍ୟମନ୍ତ୍ରୀ ରିଲିଫ୍‌ ଫଣ୍ଡରୁ ଜଣଙ୍କୁ ୯ ହଜାର ଟଙ୍କା ଆର୍ଥୀକ ସହାୟତା ଯୋଗାଇ ଦେଇଥିଲେ। ଅଧିକାଂଶ ଅଭିଯୋଗ ଭତ୍ତା, କାଳିଆ ଯୋଜନା, ରାଶନକାର୍ଡ, ଇନ୍ଦିରା ଆବାସ ଉପରେ ଆସିଥିଲା। ଅଭିଯୋଗ ଶୁଣାଣି ସମୟରେ ଉପ ଜିଲାପାଳ ରାଜେନ୍ଦ୍ର କୁମାର ମିଞ୍ଜ, ଏସ୍‌ଡିପିଓ ଉତ୍କଳ କେଶରୀ ଦାସ ପ୍ରମୁଖ ଉପସ୍ଥିତ ଥିଲେ।

All Right Reserved By

ବ୍ରହ୍ମପୁର

ବ୍ରାହ୍ମଣୀଗାଁ ଅଞ୍ଚଳରେ କାଳବୈଶାଖୀ: ବଜ୍ରପାତରେ ୯ ଗୋରୁ ମୃତ; ୪ ବର୍ଷ ଧରି ସହାୟତା ମିଳୁ ନ ଥିବାରୁ ଚିନ୍ତାରେ ଚାଷୀ

ବ୍ରାହ୍ମଣୀଗାଁ ଅଞ୍ଚଳରେ କାଳବୈଶାଖୀ: ବଜ୍ରପାତରେ ୯ ଗୋରୁ ମୃତ; ୪ ବର୍ଷ ଧରି ସହାୟତା ମିଳୁ ନ ଥିବାରୁ ଚିନ୍ତାରେ ଚାଷୀ

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଳକ ଅଞ୍ଚଳରେ ଶୁକ୍ରବାର କାଳବୈଶାଖୀର ପ୍ରଭାବରେ ବହୁ କ୍ଷୟକ୍ଷତି ହୋଇଛି। ଅପରାହ୍ନରେ କିଛି ଅଞ୍ଚଳରେ କାଳବୈଶାଖିର ତାଣ୍ଡବ ହୋଇଥିବା ବେଳେ ପୁଣି ବିଳମ୍ବିତରାତ୍ରରେ ପୁନର୍ବାର କାଳବୈଶାଖି ହୋଇଥିଲା। 

ପୁରୁଷୋତ୍ତମପୁରରେ ପରିମଳ ବ୍ୟବସ୍ଥା ଦୟନୀୟ: ତହସିଲଦାରଙ୍କ ପ୍ରତିଶ୍ରୁତି ସତ୍ତ୍ୱେ ଅବସ୍ଥାରେ ସୁଧାର ଆସିଲା ନାହିଁ, ପୁଣି ଆନ୍ଦୋଳନ ମସୁଧା

ପୁରୁଷୋତ୍ତମପୁରରେ ପରିମଳ ବ୍ୟବସ୍ଥା ଦୟନୀୟ: ତହସିଲଦାରଙ୍କ ପ୍ରତିଶ୍ରୁତି ସତ୍ତ୍ୱେ ଅବସ୍ଥାରେ ସୁଧାର ଆସିଲା ନାହିଁ, ପୁଣି ଆନ୍ଦୋଳନ ମସୁଧା

ପୁରୁଷୋତ୍ତମପୁର,୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନ୍‌ଏସିରେ ପରିମଳ ବ୍ୟବସ୍ଥା ଅତ୍ୟନ୍ତ ଦୟନୀୟ ହୋଇପଡ଼ିଛି। ସହରର ରଥସାହି ଛକ ମୁଖ୍ୟରାସ୍ତା ଉପରେ ଡ୍ରେନ୍‌ ପାଣି ଭାସୁଛି। ଏଥିସହ ଧୋବାସାହି ଓ ରଥସାହିକୁ ସଂଯୋଗ କରୁଥିବା ମୁଖ୍ୟରାସ୍ତାରେ ବିରାଟକାୟ ଖାଲ ସୃଷ୍ଟି ହୋଇଛି। 

ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ମୁଖ୍ୟ ସଚିବଙ୍କ ସମୀକ୍ଷା

ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ମୁଖ୍ୟ ସଚିବଙ୍କ ସମୀକ୍ଷା

ବ୍ରହ୍ମପୁର ଅଫିସ,୨୦।୪: ରାଜ୍ୟ ଗୃହ ଓ ନଗର ଉନ୍ନୟନ ବିଭାଗ ମୁଖ୍ୟ ଶାସନ ସଚିବ ଆଦିତ୍ୟ ପାଢ଼ୀ ଶନିବାର ବ୍ରହ୍ମପୁର ମହାନଗର ନିଗମରେ ପହଞ୍ଚତ୍ଛନ୍ତି। 

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ପୋଲିସର ତଦନ୍ତ ଆରମ୍ଭ

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ, ପୋଲିସର ତଦନ୍ତ ଆରମ୍ଭ

ପୋଲସରା, ୨୦।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଶୁକ୍ରବାର ରାତିରେ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି।

ଗଞ୍ଜାମ ଏସ୍‌ପିଙ୍କ ଖବରଦାତା ସମ୍ମିଳନୀ, ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାର ଚାଲିଛି ତଦନ୍ତ

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ପୋଲିସ ଜିଲା ଅଞ୍ଚଳରେ ସାଧାରଣ ନିର୍ବାଚନ ବେଳେ ଘଟିଥିବା ଅପରାଧ ନେଇ ଅଭିଯୁକ୍ତଙ୍କ ବିରୋଧରେ ଗ୍ରହଣ କରାଯାଇଥିବା କାର୍ଯ୍ୟାନଷ୍ଠାନ ସମ୍ପର୍କରେ ଶୁକ୍ରବାର ଛତ୍ରପୁରରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଏସ୍‌ପି ବ୍ରିଜେଶ କୁମାର ରଏ ସୂଚନା ଦେଇଛନ୍ତି। 

ଇଭିଏମ୍‌ କଣ୍ଟ୍ରୋଲ୍‌ ୟୁନିଟ୍‌ ଭାଙ୍ଗିବା ମାମଲା : ଜେଲରେ ଭାଜପା ପ୍ରାର୍ଥୀ ନୀଳମଣି

ଇଭିଏମ୍‌ କଣ୍ଟ୍ରୋଲ୍‌ ୟୁନିଟ୍‌ ଭାଙ୍ଗିବା ମାମଲା : ଜେଲରେ ଭାଜପା ପ୍ରାର୍ଥୀ ନୀଳମଣି

ଛତ୍ରପୁର,୨୦ା୪(ଡି.ଏନ.ଏ.)-ଗଞ୍ଜାମ ଜିଲା ସୋରଡା ବ୍ଲକ ରେଣ୍ଟି ବୁଥ୍‌ରେ ଇଭିଏମ୍‌ କଣ୍ଟ୍ରୋଲ ୟୁନିଟ୍‌ ଭାଙ୍ଗିବା ମାମଲାରେ ଭାଜପା ପ୍ରାର୍ଥୀ ନୀଳମଣି ବିଷୋୟୀ ଗିରଫ ହୋଇ ଜେଲ ଯାଇଛନ୍ତି।

ମୁଖ୍ୟ ଡାକଘରେ ଦ୍ୱିତୀୟ କାଉଣ୍ଟର ଖୋଲାଯାଉ

ବ୍ରହ୍ମପୁର ଅଫିସ,୨୦ା୪-ଦକ୍ଷିଣ ଓଡ଼ିଶାର ବଡ଼ ସହର ବ୍ରହ୍ମପୁର ମୁଖ୍ୟ ଡାକଘର ଏବେ ଅବ୍ୟବସ୍ଥା ମଧ୍ୟରେ ରହିଛି । ସେଠାରେ ଥିବା ଦୁଇ ଆସିଷ୍ଟାଣ୍ଟ ପୋଷ୍ଟମାଷ୍ଟର ଓ ଦୁଇଟି କାଉଣ୍ଟର ମଧ୍ୟରୁ ଗୋଟିଏ କାଉଣ୍ଟର ବନ୍ଦ କରି ଦିଆଯାଇଛି।

ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି ଅଞ୍ଚଳରେ କାଳବୈଶାଖୀ ସହ ବର୍ଷା

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ପବନ ହୋଇଛି। ଅଞ୍ଚଳରେ ଏକାଧିକ ଘରର ଟିଣ, ଆଜବେଷ୍ଟସ ଛପର ଉଡିବା ସହ କ୍ଷୟକ୍ଷତି ହୋଇଛି।

ହିଞ୍ଜିଳିରେ ୨୫ କୋଟି ବାଣ୍ଟିଛି ବିଜେଡି

ହିଞ୍ଜିଳିରେ ୨୫ କୋଟି ବାଣ୍ଟିଛି ବିଜେଡି

ବ୍ରହ୍ମପୁର ଅଫିସ୍‌,୨୦ା୪-ହିଞ୍ଜିଳି ନିର୍ବାଚନ ମଣ୍ଡଳୀରେ ଏଥର ଲୋକମାନେ ଖୋଲାଖୋଲି ପରିବର୍ତ୍ତନର ସ୍ବର ଉଠାଇଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିରୋଧରେ ଜନମତ ସୃଷ୍ଟି ହୋଇଛି । 

ଯୁବକଙ୍କ ମୃତଦେହ ଉଦ୍ଧାର

ଆସିକା,୧୯।୪(ଡି.ଏନ୍‌.ଏ.):ଆସିକା ଥାନା  ବାବନପୁର-ଢୁଙ୍କୁଣି ରାସ୍ତା କଡରେ ଏକ ଚାଷଜମିରୁ ଗୁରୁବାର ରାତିରେ ପୋଲିସ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି। ମୃତକ ଜଣକ ଏହି ଥାନା ଅନ୍ତର୍ଗତ ଖାରିଆ ଗ୍ରାମର ଚିତ୍ରସେନ ପ୍ରଧାନ (୨୨)। ପୋଲିସ ମୃତଦେହ ଉଦ୍ଧାର କରି ଶୁକ୍ରବାର ଆସିକା ସରକାରୀ ଡାକ୍ତରଖାନାରେ ବ୍ୟବଛେଦ ପରେ ପରିବାରଙ୍କୁ ହସ୍ତାନ୍ତର କରିଛି। ଘଟଣା ସମ୍ପର୍କରେ ଆସିକା ଥାନାରେ ନଂ.୯/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରାଯାଇଥିବା ଥାନା ଅଧିକାରୀ ପୀତବାସ ଧାରୁଆ ସୂଚନା ଦେଇଛନ୍ତି। ଅପରପକ୍ଷେ ମୃତ ଚିତ୍ରସେନଙ୍କ ବାପା ରଘୁନାଥ ଅଂଶୁଘାତ ଯୋଗୁ ପୁଅର ମୃତ୍ୟୁ ହୋଇଥିବା ଥାନାରେ ଅଭିଯୋଗ କରିଥିବା ପୋଲିସ ପକ୍ଷରୁ କୁହାଯାଇଛି।

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି ଅଞ୍ଚଳରେ ଗୁଡ୍‌ ଫ୍ରାଇଡେ ପାଳିତ

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଚର୍ଚ୍ଚରେ ଶୁକ୍ରବାର ଗୁଡ୍‌ ଫ୍ରାଇଡେ ଧୁମଧାମରେ ପାଳନ କରାଯାଇଛିା 

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଭୋଟଦେଇ ଘରକୁ ଫେରିବା ପରେ ବୃଦ୍ଧାଙ୍କ ମୃତ୍ୟୁ ଅଭିଯୋଗ: କ୍ଷତି ପୂରଣ ଦାବି

ଦାରିଙ୍ଗବାଡ଼ି,୧୯।୪(ଡି.ଏନ୍‌.ଏ.): ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟୟ ମତଦାନ ଗୁରୁବାର ଶେଷ ହୋଇଛି । 


Model This Week

କ୍ରିଷ୍ଣା
Why Dharitri