ବ୍ରହ୍ମପୁର

୫ ବଖରା ଜଳିଗଲା, ଗୋରୁ ମୃତ

୫ ବଖରା ଜଳିଗଲା, ଗୋରୁ ମୃତ

ବୁଗୁଡ଼ା,୨୧।୧(ଡି.ଏନ.ଏ.)-ବୁଗୁଡ଼ା ବ୍ଲକ କରସିଙ୍ଗି ପଞ୍ଚାୟତର ଗୁଡ଼ିସାହି ଓ ମଶାଣି ସାହିରେ ପୃଥକ୍‌ ଅଗ୍ନିକାଣ୍ଡ ଘଟି ୫ ବଖରା ଘର ସହ ଗୋଟିଏ ଗୁହାଳ ଜଳିଯାଇଛି। ଗୁହାଳରେ ଥିବା ଗୋଟିଏ ଗୋରୁର ମୃତ୍ୟୁ ହୋଇଛି। ଉକ୍ତ ସାହିର ଅଭି ଗୌଡ଼ଙ୍କ ଗୁହାଳରେ ୨ ଗୋରୁ ଓ ଦୁଇ ଛେଳି ବନ୍ଧା ହୋଇଥିଲେ। କୌଣସି କାରଣରୁ ରବିବାର ରାତି ପ୍ରାୟ ୧୧ଟାରେ ଗୁହାଳରେ ଅଗ୍ନିକାଣ୍ଡ ଘଟି ଗୋଟିଏ ଗୋରୁର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଗୋଟିଏ ଗୋରୁ ଓ ୨ଟି ଛେଳିକୁ ଲୋକେ ଉଦ୍ଧାର କରିଛନ୍ତି। ସେହିପରି ମଶାଣି ସାହିରେ ସୋମବାର ଅପରାହ୍ନ ବିଦ୍ୟୁତ୍‌ ସଟ୍‌ଶର୍କିଟ ହୋଇ ଗୋପାଳ ଜାନୀ, ସଦାଶିବ ଜାନୀ, ବାସୁଦେବ ଜାନୀ, ସତ୍ୟଭାମା ଜାନୀ ଓ ସୁବାସ ଚନ୍ଦ୍ର ଜାନୀଙ୍କ ୫ ବଖରା ପୋଡ଼ିଯାଇଛି । ଜଗନ୍ନାଥପ୍ରସାଦ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚତ୍ ନିଆଁ ଆୟତ୍ତ କରିଥିଲେ । ଅଗ୍ନିକାଣ୍ଡରେ ଉକ୍ତ ପରିବାରର ସମ୍ପତ୍ତି ନଷ୍ଟ ହୋଇଯାଇଛିି । ଏ ନେଇ ବେଢ଼ାଖୋଲ ଗ୍ରାମବାସୀଙ୍କ ଦ୍ୱାରା ସେମାନଙ୍କୁ ରନ୍ଧାଖାଦ୍ୟ ଦିଆଯାଇଛି । ତହସିଲଦାର ସଂଗ୍ରାମ କେଶରୀ ଜେନା, ବି.କରଡ଼ାବାଡ଼ି ଆରଆଇ ସତ୍ୟ ନାରାୟଣ ପ୍ରଧାନ, ପଞ୍ଚାୟତ ନିର୍ବାହୀ ଅଧିକାରୀ ଗଜେନ୍ଦ୍ର ସାମନ୍ତରା ପ୍ରମୁଖ ପହଞ୍ଚତ୍ ଲୋକଙ୍କୁ ପାଲ ଯୋଗାଇବା ସହ ସାହାଯ୍ୟ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।

All Right Reserved By

ବ୍ରହ୍ମପୁର

କନ୍ଧମାଳରେ ୫୭.୪ ପ୍ରତିଶତ ମତଦାନ 

କନ୍ଧମାଳରେ ୫୭.୪ ପ୍ରତିଶତ ମତଦାନ 

ଫୁଲବାଣୀ ଅଫିସ, ୧୯ା୪-କନ୍ଧମାଳ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି| 

୬୩ନଂ. ବୁଥ୍‌ରେ ସାନି ମତଦାନ: ୯୯୬ରୁ ୫୩୯ଜଣ ଦେଲେ ଭୋଟ 

ବ୍ରହ୍ମପୁର ଅଫିସ୍‌,୧୯ା୪-ବ୍ରହ୍ମପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅର୍ନ୍ତଗତ ୬୩ନମ୍ବର ବୁଥ୍‌ରେ ଗୁରୁବାର ସାନି ମତଦାନ ଅନୁଷ୍ଠିତ ହୋଇଯାଇଛି। ସିଟି ହାଇସ୍କୁଲସ୍ଥିତ ବୁଥ୍‌ରେ ମତଦାନ ଗ୍ରହଣ କରାଯାଇଥିଲା। 

ବୋମା ବିସ୍ଫୋରଣରେ ଯୁବକଙ୍କ ମୃତ୍ୟୁ: ରାଜନୈତିକ ଶତ୍ରୁତାରୁ ହତ୍ୟା ଅଭିଯୋଗ ଆଣିଲେ ପରିବାର

ଭଞ୍ଜନଗର,୧୯।୪(ଡି.ଏନ.ଏ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଗଝୋଳରେ ବୁଧବାର ରାତିରେ ବୋମା ବିସ୍ଫୋରଣରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। 

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା 

କିରୋସିନ ଢାଳି ମହିଳାଙ୍କ ଆତ୍ମହତ୍ୟା 

ବ୍ରହ୍ମପୁର ଅଫିସ,୧୯ା୪-କିରୋସିନ ଢାଳି ଜଣେ ମହିଳା ଗୁରୁବାର ଆତ୍ମହତ୍ୟା କରିଛନ୍ତି। ସେ ହେଲେ ଶିଶିର କୁମାର ବାଡ଼ତ୍ୟାଙ୍କ ସ୍ତ୍ରୀ ଲୋପାମୁଦ୍ରା (୩୨) ।  ଘର ବଡ଼ବଜାର ଥାନା ଅନ୍ତର୍ଗତ ଆସ୍କା ରୋଡ ରଘୁପତି ନଗର ଦ୍ୱିତୀୟ ଲେନ୍‌  ବୋଲି ପୋଲିସ କହିଛି । 

ସରିଲା ଆସିକା ଲୋକ ସଭା, ୭ ବିଧାନସଭା ନିର୍ବାଚନ:  ଇଭିଏମ୍‌ରେ ସିଲ୍‌ ହେଲା ୫୨ ପ୍ରାର୍ଥୀଙ୍କ ଭାଗ୍ୟ

ବ୍ରହ୍ମପୁର ଅଫିସ,୧୯ା୪-ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଆସିକା ଲୋକ ସଭା ଆସନ ଓ ଏହା ଅଧୀନ ଖଲ୍ଲିକୋଟ, ପୋଲସରା, କବିସୂର୍ଯ୍ୟନଗର, ଆସିକା, ହିଞ୍ଜିଳି, ସାନଖେମୁଣ୍ଡି ଓ ସୋରଡ଼ା ବିଧାନସଭା କ୍ଷେତ୍ରରେ ଗୁରୁବାର ମତଦାନ ହୋଇଯାଇଛି।

ଭାଜପା ସମର୍ଥକଙ୍କୁ ହତ୍ୟା ଘଟଣାରେ ଜଣେ ଗିରଫ

ସୋରଡ଼ା,୧୮।୪(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ସୋରଡ଼ା ଥାନ ଲାଠିପଡ଼ା ପଞ୍ଚାୟତ କଦଳୀଝୋଳା ଗ୍ରାମରେ ବୁଧବାର ରାତିରେ ଜଣେ ଭାଜପା ସମର୍ଥକ ସନ୍ତୋଷ କୁମାର ପତିଙ୍କୁ ହତ୍ୟା କରାଯାଇଥିଲା। ଏହି ଘଟଣାରେ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ କଦଳୀଝୋଳା ଗଁାର କୁମର ନାଇକ।

ବାଲିଗୁଡା ବ୍ଲକର ୪ ଗ୍ରାମର  ୬ଶହରୁ ଊର୍ଦ୍ଧ୍ୱ ଭୋଟରଙ୍କ ଭୋଟ ବର୍ଜନ

ବାଲିଗୁଡ଼ା, ୧୮।୪(ଡି.ଏନ୍‌.ଏ.): କନ୍ଧମାଳ ଜିଲାରେ ଦ୍ବିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଚାଲିଥିବା ବେଳେ ବାଲିଗୁଡା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ବାଲିଗୁଡ଼ା ବ୍ଲକର ୪ ଗ୍ରାମର ୬ଶହରୁ ଊର୍ଦ୍ଧ୍ୱ ଭୋଟର ଗୁରୁବାର ଭୋଟ ବର୍ଜନ କରିଛନ୍ତି।  

Model This Week

କ୍ରିଷ୍ଣା
Why Dharitri