ବାଲେଶ୍ୱର

ଧାନ ବୋଝେଇ ଟ୍ରକ୍‌କୁ ଅଟକ ରଖିଲେ ଚାଷୀ

ବନ୍ତ, ୨୨।୧ (ସ୍ବ.ପ୍ର.) - ଭଦ୍ରକ ଜିଲା ଆଗରପଡ଼ା ଥାନା ଅଧୀନ ଓଡ଼ଙ୍ଗଠାରେ ଏକ ଧାନ ବସ୍ତା ବୋଝେଇ ଟ୍ରକକୁ ସୋମବାର ସନ୍ଧ୍ୟାରେ ଚାଷୀମାନେ ଅଟକ ରଖିଥିଲେ। ଚାଷୀଙ୍କ ଧାନକୁ ବେସରକାରୀ ଭାବେ କମ୍‌ ଦରରେ କିଣି ଉକ୍ତ ଟ୍ରକରେ ନିଆଯାଉଥିବା ଅଭିଯୋଗ କରି ସରପଞ୍ଚ ଓ ଗ୍ରାମବାସୀ ଅଟକାଇଥିଲେ। ଏ ସମ୍ପର୍କରେ ଆଗରପଡ଼ା ଥାନାରେ ଲିଖିତ ଅଭିଯୋଗ କରାଯାଇଥିବା ବେଳେ ମଙ୍ଗଳବାର ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରାଯିବ ବୋଲି ସରପଞ୍ଚ କିଶୋର କିଙ୍କର ପଢିଆରୀ କହିଛନ୍ତି। କାଦବରାଙ୍ଗ ସମବାୟ ସମିତି ଓ ବୋର୍ଡ ପକ୍ଷରୁ ତଞ୍ଚକତା କରି ଏହି ଧାନ ଟ୍ରକ ନିଆଯାଉଥିଲା ବୋଲି ଗ୍ରାମବାସୀ ଅଭିଯୋଗ କରିଛନ୍ତି।

All Right Reserved By

ବାଲେଶ୍ୱର

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ନେସ୍କୋ କାର୍ଯ୍ୟାଳୟରେ ବିଦ୍ୟୁତ୍‌ କର୍ମଚାରୀଙ୍କ ଧାରଣା

ଭୋଗରାଇ, ୧୯।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଦେହୁର୍ଦ୍ଦାସ୍ଥିତ ନେସ୍କୋ ବିଭାଗ କାର୍ଯ୍ୟାଳୟରେ ବିଦ୍ୟୁତ୍‌ ବିଭାଗ କର୍ମଚାରୀଙ୍କ ଦ୍ୱାରା ଗୁରୁବାର ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯାଇ ଧାରଣା ଦିଆଯାଇଛି। 

ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ନାସାରେ ବାଲେଶ୍ୱର ଛାତ୍ରୀଙ୍କ କୃତିତ୍ୱ

ବାଲେଶ୍ୱର ଅଫିସ, ୧୯।୪-ବାଲେଶ୍ୱର ସେଣ୍ଟ ଭିନ୍‌ସେଣ୍ଟ କନ୍‌୍‌ଭେଣ୍ଟ ସିନିୟର ସେକେଣ୍ଡାରୀ ସ୍କୁଲର ୧୩ଜଣ ଛାତ୍ରୀଛାତ୍ର ୟୁଏସ୍‌ଏ ଓରଲାଣ୍ଡସ୍ଥିତ ନ୍ୟାଶନାଲ ଏରୋନେଟିକ୍‌ ଆଣ୍ଡ ସ୍ପେଶ୍‌ ଆଡ଼ମିନିଷ୍ଟ୍ରେଶନ (ନାସା) ସେଣ୍ଟରରେ ଆୟୋଜିତ ଅନ୍ତର୍ଜାତୀୟ ଅନ୍ତରୀକ୍ଷ ବିଜ୍ଞାନ ସମ୍ମିଳନୀରେ ଯୋଗଦେଇଥିଲେ। 

ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବେଆଇନ ପିସ୍ତଲ ସହ ୮ ଜୀବନ୍ତ ଗୁଳି ଜବତ, ଅଭିଯୁକ୍ତ ଗିରଫ

ବଡବିଲ, ୧୯।୪(ସ୍ବ.ପ୍ର.)-କେନ୍ଦୁଝର ଜିଲା ବଡବିଲ ଥାନା ଅନ୍ତର୍ଗତ ଉପରବସ୍ତିରୁ ଜଣେ ଯୁବକଙ୍କ ନିକଟରୁ ଏକ ବିଦେଶୀ ପିସ୍ତଲ ସହ ୮ଟି ଜୀବନ୍ତ ଗୁଳି ଜବତ ହୋଇଥିବାବେଳେ ସମ୍ପୃକ୍ତ ଅଭିଯୁକ୍ତ ସେକ ମୁମତାଜଙ୍କୁ ପୋଲିସ ଗିରଫ କରିଥିବା ଜଣାପଡିଛି।

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

କ୍ଷମତାକୁ ଆସିଲେ ଭାଜପା ନିଯୁକ୍ତି ସୁଯୋଗ ବଢାଇବ

ଆନନ୍ଦପୁର,୧୯।୪(ସ୍ବ.ପ୍ର.)- କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ ଗୁରୁବାର କେନ୍ଦୁଝର ଜିଲା ଗସ୍ତରେ ଆସି ଆନନ୍ଦପୁର ଓ ଘସିପୁରା ନିର୍ବାଚନମଣ୍ଡଳୀରେ ଭାଜପା ବିଧାୟକ ପ୍ରାର୍ଥୀ ଏବଂ କେନ୍ଦୁଝର ଏମ୍‌ପି ପ୍ରାର୍ଥୀଙ୍କ ପାଇଁ ଭୋଟ ପ୍ରଚାର କରିଛନ୍ତି।

ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର:  ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକରେ କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର: ନିର୍ବାଚନ ପ୍ରସ୍ତୁତି ତଦାରଖ କଲେ

ଭଦ୍ରକ ଅଫିସ, ୧୯।୪ - କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର ଅନିଲ କୁମାର ସାମଲ ଗୁରୁବାର ଦିନିକିଆ ଭଦ୍ରକ ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତି ନେଇ ସମୀକ୍ଷା କରିଛନ୍ତି। 

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଭୂତକୋଠି ପାଲଟିଛି ଜଳସେଚନ ବିଶ୍ରାମାଗାର

ଆରଡ଼ି, ୧୯।୪ (ଡି.ଏନ.ଏ.) - ଭଦ୍ରକ ଜିଲା ଆରଡ଼ି ସନ୍ନିକଟ କୁଳେଇପଦା ପଡ଼ିଆରେ ନିର୍ମିତ ଜଳସେଚନ ବିଶ୍ରାମାଗାର ଏବେ ଭୂତକୋଠି ପାଲଟିଛି। ବର୍ଷତମାମ ଗୃହରେ ତାଲା ଝୁଲୁଥିବା ଦେଖିବାକୁ ମିଳୁଛି। 

ପାଣି ପାଇପ୍‌ ଚୋରି ଘଟଣା: ଜଣେ ଗିରଫ

ଯୋଡ଼ା, ୧୮।୪(ଡି.ଏନ.ଏ.)-ଯୋଡା ଥାନା ବିଲେଇପଦା ଫାଣ୍ଡି ଅନ୍ତର୍ଗତ ଦାମପୁର ଗ୍ରାମରେ ଗତ ୧୫ ତାରିଖ ସୋମବାର ଭୋର ସମୟରେ ଗ୍ରାମୀଣ ଜଳ ଯୋଗାଣ ସଂସ୍ଥା ଦ୍ୱାରା ପାଣି ଯୋଗାଣ ପାଇଁ ରଖାଯାଇଥିବା ପାଇପଗୁଡିକୁ ଚୋରି ଉଦ୍ୟମ କରୁଥିବା ବେଳେ ପୋଲିସ ଜଣଙ୍କୁ ଗିରଫ କରିଛି।  

ପୂର୍ବାଞ୍ଚଳ ଦୃଷ୍ଟିହୀନ ବିଦ୍ୟାଳୟସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ: ରାଣୀପାଟଣା ଦୃଷ୍ଟିହୀନ ବିଦ୍ୟାଳୟ ଟିମ୍‌ ଚାମ୍ପିୟନ,ରୋଟାରୀ କ୍ଲବ ପକ୍ଷରୁ ସମ୍ବର୍ଦ୍ଧନା

ପୂର୍ବାଞ୍ଚଳ ଦୃଷ୍ଟିହୀନ ବିଦ୍ୟାଳୟସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟ: ରାଣୀପାଟଣା ଦୃଷ୍ଟିହୀନ ବିଦ୍ୟାଳୟ ଟିମ୍‌ ଚାମ୍ପିୟନ,ରୋଟାରୀ କ୍ଲବ ପକ୍ଷରୁ ସମ୍ବର୍ଦ୍ଧନା

ବାଲେଶ୍ୱର ଅଫିସ, ୧୮।୪-ବିହାର ମୁଜାଫରପୁରଠାରେ ଅନୁଷ୍ଠିତ ୨ୟ ପୂର୍ବାଞ୍ଚଳ ଦୃଷ୍ଟିହୀନ ବିଦ୍ୟାଳୟସ୍ତରୀୟ କ୍ରିକେଟ ଟୁର୍ନାମେଣ୍ଟରେ ଓଡ଼ିଶାର ବାଲେଶ୍ୱର ଜିଲା ରାଣୀପାଟଣା ଦୃଷ୍ଟିହୀନ ବିଦ୍ୟାଳୟ ଟିମ୍‌ ଚାମ୍ପିୟନ ହୋଇଛି।

ଗଣତାନ୍ତ୍ରିକ ଆନ୍ଦୋଳନରେ ସାମିଲ ହେବାକୁ ଆହ୍ବାନ

ଗଣତାନ୍ତ୍ରିକ ଆନ୍ଦୋଳନରେ ସାମିଲ ହେବାକୁ ଆହ୍ବାନ

ଭୋଗରାଇ, ୧୮।୪(ଡି.ଏନ.ଏ.)-ଭାଜପା ଓ ବିଜେଡିକୁ ଆସନ୍ତା ନିର୍ବାଚନରେ ପରାସ୍ତ କରି କେନ୍ଦ୍ର ଓ ରାଜ୍ୟରେ ଏକ ଧର୍ମନିରପେକ୍ଷ ସରକାର ଗଠନ ଲାଗି ଭୋଗରାଇ ବିଧାନସଭା କ୍ଷେତ୍ରର ସିପିଏମ୍‌ ଶାଖା ପକ୍ଷରୁ ଜନସାଧାରଣଙ୍କୁ ନିବେଦନ କରାଯାଇଛି। 

ଅବହେଳିତ କଣ୍ଡରାଗଡିଆ ଗ୍ରାମ: ଭୋଟବର୍ଜନ ଲାଗି ଗ୍ରାମବାସୀଙ୍କ ଚେତାବନୀ

ଅବହେଳିତ କଣ୍ଡରାଗଡିଆ ଗ୍ରାମ: ଭୋଟବର୍ଜନ ଲାଗି ଗ୍ରାମବାସୀଙ୍କ ଚେତାବନୀ

ଖଇରା, ୧୮।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ସାରକୋଣା ପଞ୍ଚାୟତ ଅଧୀନ କଣ୍ଡରାଗଡିଆ ଗ୍ରାମକୁ ନିତିଦିନିଆ ରାସ୍ତା ନାହିଁ। ଘରପୋଡି ବେଳେ ଦମକଳ ଗାଡିଟିଏ ଗଁାକୁ ପଶିପାରୁନି। 

ପୀଡ଼ିତା ନାବାଳିକାଙ୍କୁ କଟକ ସ୍ଥାନାନ୍ତର

ପୀଡ଼ିତା ନାବାଳିକାଙ୍କୁ କଟକ ସ୍ଥାନାନ୍ତର

ଭଦ୍ରକ ଅଫିସ,୧୮ା୪ : ଗ୍ରାମାଞ୍ଚଳ ଥାନା ଅଧୀନରେ ଘଟିଥିବା ନାବାଳିକା ବଳାତ୍କାର ଓ ହତ୍ୟା ଉଦ୍ୟମ ମାମଲାରେ ପୀଡିତାଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି l

ବିଲଣାରେ ବିଜେଡିର କର୍ମୀ ସମ୍ମିଳନୀ

ବିଲଣାରେ ବିଜେଡିର କର୍ମୀ ସମ୍ମିଳନୀ

ତିହିଡି,୧୮।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ନିର୍ବାଚନମଣ୍ତଳୀ ଅଧୀନ ବିଲଣା ପଞ୍ଚାୟତରେ ଗୁରୁବାର ପୂର୍ବାହ୍ନରେ ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। 


Model This Week

କ୍ରିଷ୍ଣା
Why Dharitri