ସମ୍ବଲପୁର

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ସୁସ୍ଥ ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ବଲାଙ୍ଗୀର ଅଫିସ, ୨୨ା୧: ବଲାଙ୍ଗୀର ଆର୍ଯ୍ୟ ମନ୍ଦିର ପରିସରରେ ନିଖିଳ ଉତ୍କଳ ଶିକ୍ଷକ କଂଗ୍ରେସ ବଲାଙ୍ଗୀର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଛି । ଧର୍ମବ୍ରତ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସମ୍ମିଳନୀରେ ମୁଖ୍ୟଅତିଥିଭାବେ ବଲାଙ୍ଗୀର ବିଧାୟକ ତଥା ବିରୋଧୀଦଳ ନେତା ନରସିଂହ ମିଶ୍ର ଯୋଗଦାନ କରିଥିଲେ । ସମ୍ମିଳନୀ ଆବାହକ ତଥା ସଂଯୋଜକ ବାମଦେବ ମିଶ୍ର ସଭାରେ  ସଂଯୋଜନା କରିଥିଲେ। ସମ୍ମାନିତ ଅତିଥିଭାବେ ଏଆଇସିସି ସଭ୍ୟ ସମରେନ୍ଦ୍ର ମିଶ୍ର, ଜିଲା କଂଗ୍ରେସ କମିଟି ସଭାପତି ଦିଲୀପ ବେହେରା, ପ୍ରଦେଶ କଂଗ୍ରେସ କମିଟି ସମ୍ପାଦକ ସୁଧାଂଶୁ ଦାଶ, ସଂଗଠନ କାର୍ଯ୍ୟକାରୀ ସଭାପତି ଗୁଣନିଧି ସା ମଞ୍ଚାସୀନ ଥିଲେ । ସମ୍ମିଳନୀରେ ମୁଖ୍ୟଅତିଥି ବିଧାୟକ ମିଶ୍ର ବକ୍ତବ୍ୟ ରଖି ସୁସ୍ଥ ସମାଜ ଗଠନରେ ଶିକ୍ଷକ ସମାଜର କିଭଳି ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି କହିଥିଲେ । ଅନେକ ଦେଶ ଅଛି ଯେଉଁଠାରେ ଶିକ୍ଷକ ଓ ବୈଜ୍ଞାନିକଙ୍କୁ ସମ୍ମାନର ସର୍ବୋଚ୍ଚ ସ୍ତରରେ ରଖାଯାଇଥାଏ । ବୈଜ୍ଞାନିକମାନେ ଯେପରି ଦେଶକୁ ବୈଷୟିକସ୍ତରରେ ଉନ୍ନତ କରିଥାନ୍ତି, ଠିକ୍‌ ସେହିପରି ଶିକ୍ଷକମାନେ ମଧ୍ୟ ଏକ ଉତ୍ତମ ସମାଜ ଗଠନ ପାଇଁ ଦେଶକୁ ଉତ୍ତମ ନାଗରିକ ପ୍ରଦାନ କରିଥାନ୍ତି । ଆମ ଦେଶ, ଆମ ରାଜ୍ୟ ମଧ୍ୟ ଶିକ୍ଷକମାନଙ୍କ ଅଣଦେଖା ନ କରି ସେମାନଙ୍କ ଶିକ୍ଷାଦାନ ଯେପରି ଉନ୍ନତମାନର ହୋଇପାରିବ ସେଦିଗରେ ଯତ୍ନବାନ ଦେବା ଆବଶ୍ୟକ ବୋଲି ମିଶ୍ର କହିଥିଲେ ା ଅନ୍ୟବକ୍ତାମାନେ  ଶିକ୍ଷକମାନଙ୍କ ଅଭାବ ଅସୁବିଧା ଦୂର କରିବା ଉପରେ ଆଲୋଚନା କରିଥିଳେ । ଶିକ୍ଷକ ସମାଜ ପ୍ରତି ସରକାରଙ୍କ ବୈମାତୃକ ମନୋଭାବକୁ ଆଗାମୀ ଦିନରେ ପରାହତ କରାଯିବ କହିଥିଲେ ା ସଭା ପରେ ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ୋହାଇଥିଲା । ସଂଗଠନର ଜିଲା ସଭାପତି ଭାବେ ନକୁଳ ପାତ୍ର ଏବଂ ଜିଲା ସମ୍ପାଦକ କିଶନ କୁମାର ଦୀପ ନିର୍ବାଚିତ ହୋଇଥିଲେ । 

All Right Reserved By

ସମ୍ବଲପୁର

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅନଶନରେ ବସି ପୁଞ୍ଜିଲାଲ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ଅନଶନରେ ବସି ପୁଞ୍ଜିଲାଲ ଅସୁସ୍ଥ, ଡାକ୍ତରଖାନାରେ ଭର୍ତ୍ତି

ବଲାଙ୍ଗୀର ଅଫିସ, ୧୬।୨- ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କୁ ଶନିବାର ବଲାଙ୍ଗୀର ସରକାରୀ ମେଡିକାଲ କଲେଜରେ ଭର୍ତ୍ତି କରାଯାଇଛି। ଦୀର୍ଘ ୧୦ ଦିନ ହେଲା ଅନଶନ କରିବା ହେତୁ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । 

କାନ୍ଥତାଡ଼ି ୩୦ ଲକ୍ଷର ମୋବାଇଲ, ଗ୍ରୋସେରି ସାମଗ୍ରୀ ଚୋରି

କାନ୍ଥତାଡ଼ି ୩୦ ଲକ୍ଷର ମୋବାଇଲ, ଗ୍ରୋସେରି ସାମଗ୍ରୀ ଚୋରି

ବେଦବ୍ୟାସ,୧୬।୨: ସୁନ୍ଦରଗଡ଼ ଜିଲା ବ୍ରାହ୍ମଣୀତରଙ୍ଗ ଥାନା ଅଞ୍ଚଳରେ ଥିବା ଏକ ତେଜରାତି ଦୋକାନ ସହ ମୋବାଇଲ ଦୋକାନରୁ ଶୁକ୍ରବାର ବିଳମ୍ବିତ ରାତିରେ ଚୋରି ହୋଇଛି। ଦୋକାନର କାନ୍ଥ ତାଡ଼ି ଚୋରମାନେ ୩୦ଲକ୍ଷ ଟଙ୍କାର ମୋବାଇଲ ସମେତ ଗ୍ରୋସେରୀ ସାମଗ୍ରୀ ଚୋରି କରି ନେଇଛନ୍ତି। ଏ ନେଇ ଥାନାରେ ପୃଥକ୍‌ ପୃଥକ୍‌ ମାମଲା ରୁଜୁ ହୋଇଛି। 

ଉତ୍ସବ ପ୍ରଧାନପାଟ ଉଦ୍‌ଯାପିତ

ଉତ୍ସବ ପ୍ରଧାନପାଟ ଉଦ୍‌ଯାପିତ

ଦେବଗଡ଼,୧୬ା୨(ସ୍ବ.ପ୍ର)ପର୍ଯ୍ୟଟନସ୍ଥଳୀ ପ୍ରଧାନପାଟସ୍ଥିତ ମୁକ୍ତାକାଶ ରଙ୍ଗମଞ୍ଚରେ ୫ଦିନ ଦିନ ଧରି ଚାଲିଥିବା ୧୯ତମ ଉସତ୍ବ ପ୍ରଧାନପାଟ-୨୦୧୯ ଶୁକ୍ରବାର ଉଦ୍‌ଯାପିତ ହୋଇଯାଇଛି। ଉଦ୍‌ଯାପନୀ ସନ୍ଧ୍ୟାର କାର୍ଯ୍ୟକ୍ରମରେ  ଜିଲାପାଳ ସୁଧାଂଶୁ ମୋହନ ସାମଲ  ଅଧ୍ୟକ୍ଷତା କରିଥିଲେ। 

ଫସଲବୀମା ପରଦାନ ଦାବିରେ ଚାଷୀକଁର ଧାରନା  : ଲିଖିତ ପରତିଶୁରତି ଦେଲେ ଉପଜିଲାପାଳ

ଫସଲବୀମା ପରଦାନ ଦାବିରେ ଚାଷୀକଁର ଧାରନା : ଲିଖିତ ପରତିଶୁରତି ଦେଲେ ଉପଜିଲାପାଳ

ରେଢାଖୋଲ ୧୬।୨(ଡି.ଏନ.ଏ.): ପ୍ରଧାନମନ୍ତ୍ରୀ ଫସଲବୀମା ପରଦାନ ଦାବିରେ ରେଢ଼ାଖାଲ ବ୍ଲକ ଗଡ଼ଗଡ଼ବାହାଲ ପଁଚେତ୍‌ର ଚାଷୀମାନେ ଶୁକୁରବାର ଉପଜିଲାପାଳକଁର ଦପ୍‌ତର ଆଘେ ଧାରନାରେ ବସିଥିଲେ। ସଖାଲର ପାଖାପାଖି ୧୦ଟାରୁ ୫ଟା ତକ୍‌ ଧାରନା ଦିଆଯାଇଥିଲା। ଉପଜିଲାପାଳ ବିଶିକେଶନ ଦେହୁରୀ ଚାଷୀକୁ ବୀମାଟଁକା ଦେବାର ଲାଗି ପଦକ୍ଷେପ ନିଆଯିବା ବଲି ଲିଖିତ ପରତିଶୁର୍‌ତି ଦେଲା ଉତାରୁ ଧାରନାରୁ ଚାଷୀମାନେ ଉଠିଥିଲେ। 

ଭତାରୁ ବଁଚିତ ୩ କଳାକାର

ଭତାରୁ ବଁଚିତ ୩ କଳାକାର

ଅତାବିରା, ୧୬।୨ (ଡି.ଏନ.ଏ): ରାଏଜ୍‌ ସରକାର ରାଏଜର କଳାକାରମାନକୁ ମାସିକ ୧୨ଶହ ଟଁକା ଲେଖେଁ କଳାକାର ଭତା ଯୁଗେଇ ଦେଉଛନ୍‌। ହେଲେ ଇ ଭତା ଲାଗି ଦରକାରି ପରମାନପତର, ବଏସ, ସଠିକ୍‌ ବିବରନ୍‌ ଦେବାର ଲାଗି ଆବେଦନ ଫର୍ମରେ ଲେଖା ଅଛେ। 

ଅଫିସ କାଯ୍‌ ଚାଲିଛେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ : ମଦୁଆକର କବ୍‌ଜାରେ କରମତଲା ପଁଚେତ୍‌

ଅଫିସ କାଯ୍‌ ଚାଲିଛେ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ : ମଦୁଆକର କବ୍‌ଜାରେ କରମତଲା ପଁଚେତ୍‌

ସଇଁତଲା,୧୬ା୨ (ଡି.ଏନ.ଏ):  ପଁଚେତ୍‌ ଅଫିସ ମଦୁଆକର ଆଡ୍ଡା ପାଲଟିଥିବାର ଲାଗି ପଁଚେତ୍‌ର ସବୁ କାମ୍‌ ରାଜୀବ ଗାନ୍ଧୀ ସେବାକେନ୍ଦ୍ରରେ ଚାଲୁଥିବାର ଖୋଦ୍‌ ସରପଁଚ୍‌ କହୁଛନ୍‌। ଏନ୍‌ତା ଗୁଟେ ଆଶିରିଯ୍‌ ଘଟନା ଦେଖ୍‌ବାକେ ମିଲିଛେ ସଇଁତଲା ବ୍ଲକର କରମତଲା ପଁଚେତ ଅଫିସରେ। 

ଭୂମି ଅଧିକାର ଦାବିରେ ରଣହୁଙ୍କାର

ଭୂମି ଅଧିକାର ଦାବିରେ ରଣହୁଙ୍କାର

ବରଗଡ଼ ଅଫିସ୍‌,୧୫।୨: ଭୂମି ଅଧିକାର ପ୍ରଦାନ ଦାବି ନେଇ ବରଗଡ଼ରେ ଆନ୍ଦୋଳନ ଜୋର୍‌ ଧରିଛି ।

ଧରାପଡିଲେ ୪ ହାଇୱେ ଲୁଟେରା:  ୩୧ଟନ୍‌ ଲୁଟ୍‌ ଲୁହାରଡ୍‌, ଟ୍ରକ୍‌  ଜବତ୍‌

ଧରାପଡିଲେ ୪ ହାଇୱେ ଲୁଟେରା: ୩୧ଟନ୍‌ ଲୁଟ୍‌ ଲୁହାରଡ୍‌, ଟ୍ରକ୍‌ ଜବତ୍‌

 ବଲାଙ୍ଗୀର ଅଫିସ, ୧୫ା୨:ବଲାଙ୍ଗୀର ଜିଲା ପୋଲିସ ଏକ ହାଇୱେ ଲୁଟେରା ଦଳକୁ ଗିରଫ କରି ସେମାନଙ୍କଠାରୁ ସମସ୍ତ ଲୁଟ୍‌ ସାମଗ୍ରୀ ଓ ଲୁଟ୍‌ରେ ବ୍ୟବହୃତ ସାମଗ୍ରୀ ଜବତ୍‌ କରିଛି ।  

ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ, ୬ଗିରଫ

ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ, ୬ଗିରଫ

ବଲାଙ୍ଗୀର ଅଫିସ, ୧୫ା୨:ବଲାଙ୍ଗୀର ବନବିଭାଗ ଟିମ୍‌ ଏକ ବଡଧରଣର ଆନ୍ତଃରାଜ୍ୟ କେନ୍ଦୁକାଠ ର଼୍ୟାକେଟ୍‌ ଠାବ କରିଛି ।  ଗୁରୁବାର ବିଳମ୍ବିତ ରାତିରେ କେନ୍ଦୁ କାଠଗଣ୍ଡି ବୋଝେଇ ଏକ ଟ୍ରକ୍‌, ଏକ କାର ଓ ବାଇକ୍‌ ସହ ୬ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।  

ପିରବତୀ ଯୁକ୍ତ ୨ ମହିଳା କଲେଜର ତୃତୀୟ ବାର୍ଷିକ ଉତ୍ସବ

ପିରବତୀ ଯୁକ୍ତ ୨ ମହିଳା କଲେଜର ତୃତୀୟ ବାର୍ଷିକ ଉତ୍ସବ

କର୍ଲାମୁଣ୍ଡା,୧୫।୨(ଡି.ଏନ.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଂହା ଅଞ୍ଚଳର ଏକମାତ୍ର ପିରବତୀ ଯୁକ୍ତ ୨ ମହିଳା ମହାବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। 

ବିପୁଳ ପରିମାଣର ମଦ, ମହୁଲ ପୋଚ ଜବତ

ବିପୁଳ ପରିମାଣର ମଦ, ମହୁଲ ପୋଚ ଜବତ

ପାଟଣାଗଡ, ୧୫।୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ପାଟଣାଗଡ ବ୍ଲକର ରେଙ୍ଗାଲି ଏବଂ ଛେଲଖାଇ ଗ୍ରାମରେ ଅବକାରୀ ବିଭାଗ ଚଢାଉ କରି ବିପୁଳ ପରିମାଣର ଦେଶୀ ରନ୍ଧାମଦ ଏବଂ ମହୁଲ ପୋଚ ଜବତ କରିଛି। 

ସଂକଳ୍ପିତ ହେଲେ ସବୁକାମ ସମ୍ଭବ ହେବ

ସଂକଳ୍ପିତ ହେଲେ ସବୁକାମ ସମ୍ଭବ ହେବ

ଅମରପାଲି,୧୫।୨(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ଗ୍ରାମ ପଞ୍ଚାୟତର ଭୁତିଆପାଲିସ୍ଥିତ ପରମେଶ୍ୱରୀ କଲେଜରେ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଆରମ୍ଭ ହୋଇଛି।