ଜୀବନଚର୍ଯ୍ୟା |

ସକାଳେ କପେ ରେଡ୍‌ ଟି ରଖେ ମେଦବହୁଳତାରୁ ଦୂରେଇ...

ସକାଳେ କପେ ରେଡ୍‌ ଟି ରଖେ ମେଦବହୁଳତାରୁ ଦୂରେଇ...

ସକାଳେ ରେଡ୍‌ ପିଇଲେ ଅନେକ ଉପକାର ମିଳିଥାଏ। ରେଡ୍‌ ଟିରେ ଲୌହ, ପୋଟାସିୟମ୍‌, ଜିଙ୍କ୍‌, ମାଙ୍ଗାନିଜ୍‌, କପର, କ୍ୟାଲସିୟମ୍‌, ସୋଡ଼ିୟମ୍‌, ମ୍ୟାଗ୍ନେସିୟମ୍‌, ଫ୍ଲୋରାଇଡ୍‌, କ୍ୟୁରସେଟିନ୍‌ ଆଦି ତତ୍ତ୍ୱ ରହିଥାଏ। ଏହା ମେଦବହୁଳତାରୁ ଦୂରେଇ ରଖିଥାଏ। ଏହାକୁ ନିୟମିତ ପିଇଲେ ରକ୍ତ ସଞ୍ଚାଳନ ବୃଦ୍ଧି ହୋଇ ହାର୍ଟ ଆଟାକ୍‌, ରକ୍ତଚାପ ଓ ଡାଇବେଟିସ୍‌ରୁ ମିଳିଥାଏ ମୁକ୍ତି। ରେଡ୍‌ ଟି ପାଚନ କ୍ରିୟାକୁ ସନ୍ତୁଳିତ କରିବା ସହିତ ହାଡ଼କୁ ଟାଣ କରିବାରେ ଗ୍ରହଣ କରିଥାଏ ଗୁରୁତ୍ୱପୂର୍ଣ୍ଣ ଭୂମିକା। ଏଥିରେ ଥିବା ଆଣ୍ଟି ଏଜିଂ ତତ୍ତ୍ୱ ବୟସ ବୃଦ୍ଧିକୁ ରୋକି ତ୍ୱଚାରେ ଆଣିଥାଏ ଚମକ। ମେଦବହୁଳତା ଓ ବୃକ୍‌କ ଜନିତ ସମସ୍ୟାର ନିରାକରଣରେ ଏହା ମହୌଷଧୀ ସାବ୍ୟସ୍ତ ହୋଇଥାଏ  ବୋଲି ଚାଇନାର ବେଜିଂ ବିଶ୍ୱବିଦ୍ୟାଳୟରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି।

All Right Reserved By

ଜୀବନଚର୍ଯ୍ୟା |

ହୃଦ୍‌ଘାତ ଭଳି ଅନେକ ରୋଗରୁ ରକ୍ଷା କରେ ଶଙ୍ଖ

ହୃଦ୍‌ଘାତ ଭଳି ଅନେକ ରୋଗରୁ ରକ୍ଷା କରେ ଶଙ୍ଖ

ଯଦିଓ ଶଙ୍ଖକୁ ହିନ୍ଦୁ ଧର୍ମ ସହ ଯୋଡ଼ା ଯାଇଛି, କିନ୍ତୁ ଏହାର ବୈଜ୍ଞାନିକ ମହତ୍ତ୍ୱ ଢେର୍‌ ଅଧିକ। ଏହାର ପ୍ରୟୋଗ ଦ୍ୱାରା ଅନେକ ସ୍ବାସ୍ଥ୍ୟବର୍ଦ୍ଧକ ଲାଭ ମିଳିଥାଏ। ଫୁସ୍‌ଫୁସ୍‌ଠାରୁ ନେଇ ଚକ୍ଷୁ ପର୍ଯ୍ୟନ୍ତ ବିଭିନ୍ନ ଶାରୀରିକ ସମସ୍ୟାରୁ ଏହା ରକ୍ଷା କରିଥାଏ। 

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି...

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି...

ସକାଳେ ଗୁଡ଼ପାଣି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଏହାକୁ ପିଇଲେ ଫୁସ୍‌ଫୁସ୍‌ର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ବାୟୁ ପ୍ରଦୂଷଣରେ ଏହା ଶରୀର ପାଇଁ ଏକ ସୁରକ୍ଷା ବଳୟ ସୃଷ୍ଟି କରିଥାଏ। ଏହାଦ୍ୱାରା ପାଚନ କ୍ରିୟା ମଧ୍ୟ ସ୍ବାଭାବିକ ହୋଇଥାଏ।

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ...

ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍‌ ଉପରେ ପଡ଼ିଥାଏ। 

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ...

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ...

ପ୍ରତିଦିନ ସକାଳେ ଅଧା କପ୍‌ ବିଟ୍‌   ରସ ପିଇଲେ ଅନେକ ଉପକାର ମିଳିଥାଏ।  ବିଟ୍‌ ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ। 

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ ପ୍ରାୟ ଜାଣିଥିବେ। 

 ବ୍ରେକଅପ୍‌ ପରେ କରୁଛନ୍ତି କି ପ୍ୟାଚଅପ୍‌..! ଧ୍ୟାନ ଦିଅନ୍ତୁ ଏସବୁ ଉପରେ..

ବ୍ରେକଅପ୍‌ ପରେ କରୁଛନ୍ତି କି ପ୍ୟାଚଅପ୍‌..! ଧ୍ୟାନ ଦିଅନ୍ତୁ ଏସବୁ ଉପରେ..

ପ୍ରେମ ମଣିଷକୁ ଯେତିକି ଖୁସି ଦେଇଥାଏ, ବିଚ୍ଛେଦ ସେତିକି ଯନ୍ତ୍ରଣା ମଧ୍ୟ ଦେଇଥାଏ। ଆପଣ ଦେଖିଥିବେ ଅନେକ ସମୟରେ ପାର୍ଟନରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଯାଏ। 

ଶରୀରରେ ଆଇରନ୍‌ ମାତ୍ରା ଠିକ୍‌ ରଖିବା ଜରୁରୀ, ଜାଣନ୍ତୁ ଖାଇବେ କ’ଣ..

ଶରୀରରେ ଆଇରନ୍‌ ମାତ୍ରା ଠିକ୍‌ ରଖିବା ଜରୁରୀ, ଜାଣନ୍ତୁ ଖାଇବେ କ’ଣ..

ଆଜିକାଲି ଅଧିକାଂଶ ମହିଳା କର୍ମଜୀବୀ। ସେମାନେ ପରିବାର ସହ କର୍ମକ୍ଷେତ୍ରକୁ ମଧ୍ୟ ପ୍ରାଧ୍ୟାନ୍ୟ ଦେଉଛନ୍ତି। ଏସବୁ ମଧ୍ୟରେ ଅନେକେ ନିଜର ଯତ୍ନ ନେବାକୁ ଭୁଲି ଯାଆନ୍ତି। ମାତ୍ର ମହିଳାମାନଙ୍କ ଶରୀରରେ ଆଇରନ୍‌ର ଠିକ୍‌ ମାତ୍ରା ରହିବା ଜରୁରୀ। 

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌...

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌...

ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍‌, ଫୋଲେଟ୍‌, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ତତ୍ତ୍ୱ ରହିଥାଏ। 

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌...

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌...

ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍‌ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। 

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି...

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି...

ବ୍ୟସ୍ତବହୁଳ ଜୀବନଶୈଳୀରେ କେତେକଙ୍କଠାରେ ହରମୋନ ସମସ୍ୟା ଦେଖାଦେଇଥାଏ। ତେବେ ଏହି ସମସ୍ୟାରୁ ସହଜରେ କେତେକ ଘରୋଇ ଉପଚାର ଦ୍ୱାରା ମୁକ୍ତି ମିଳିଥାଏ।

ଏଲ୍‌ଏଚ୍‌ ଓ  ଏଫ୍‌ଏସ୍‌ଏଚ୍‌ର  ସନ୍ତୁଳିତ ସ୍ତର

ଏଲ୍‌ଏଚ୍‌ ଓ ଏଫ୍‌ଏସ୍‌ଏଚ୍‌ର ସନ୍ତୁଳିତ ସ୍ତର

ଏଫ୍‌ଏସ୍‌ଏଚ୍‌ (ଫଲିକିଲ ଷ୍ଟିମୁଲେଟିଂ ହରମୋନ) ଆସିଷ୍ଟେଟ ରିପ୍ରଡକ୍ଟିଭ ଟେକ୍ନୋଲୋଜି (ଏଆର୍‌ଟି)ରେ ଅଧିକ ବ୍ୟବହାର କରାଯାଇଥାଏ। ଫଲିକ ଷ୍ଟିମୁଲେଟିଂ ହରମୋନ ସହିତ ସିନର୍ଜିରେ ଏଲଏଚ ହରମୋନ ସାଧାରଣ ଫଲିକୁଲାର ବୃଦ୍ଧି ଓ ଓଲୁଭେଶନକୁ ଉତ୍ତେଜିତ କରିଥାଏ। 

ଘରର ମୁଖ୍ୟ ଦ୍ୱାର ଓ ବାସ୍ତୁଶାସ୍ତ୍ର

ଘରର ମୁଖ୍ୟ ଦ୍ୱାର ଓ ବାସ୍ତୁଶାସ୍ତ୍ର

 ସାମ୍ନାରେ କୌଣସି କଣ୍ଟାଜାତୀୟ ବୃକ୍ଷ ଲଗାନ୍ତୁ ନାହିଁ। ଏପରି ଗଛ ବାହାରେ ଲଗାଇବା ଦ୍ୱାରା ସବୁ ପଜିଟିଭ୍‌ ଏନର୍ଜି ବାହାରକୁ ପଳାଏ। ଏହା ସହ କଣ୍ଟାଜାତୀୟ ଫୁଲ କିମ୍ବା ଗଛ ଲଗାଇବା ଦ୍ୱାରା ଘରେ ରହୁଥିବା ସଦସ୍ୟଙ୍କ ମାନସିକ ସମସ୍ୟା ଦେଖାଯାଇପାରେ। 


Model This Week

କ୍ରିଷ୍ଣା
Why Dharitri