ଜୀବନଚର୍ଯ୍ୟା |

ଯକୃତରୁ ନିସୃତ ‘ ଟିଏସ୍‌କେ’ ହର୍ମୋନ ବଢ଼ାଏ ମେଦବହୁଳତା

ଯକୃତରୁ ନିସୃତ ‘ ଟିଏସ୍‌କେ’ ହର୍ମୋନ ବଢ଼ାଏ ମେଦବହୁଳତା

ମେଦ ବହୁଳତା ଏପରି ଏକ ସମସ୍ୟା ଯାହା ବର୍ତ୍ତମାନ ସମୟରେ ବିଶ୍ୱର ଅଧିକାଂଶ ଲୋକଙ୍କୁ ଚିନ୍ତାରେ ପକାଉଛି। ଏହାକୁ ନେଇ ମଧ୍ୟ ଚିନ୍ତାରେ ଯୁବପିଢ଼ୀ। ଏଥିରେ କବଳିତ ଲୋକେ ଏକ୍ସରସାଇଜ ଅବା ଡାଇଟିଂ କରୁଥିଲେ ମଧ୍ୟ ସେମାନଙ୍କର ଓଜନ କମ୍‌ ହୋଇ ନ ଥାଏ। ତେବେ ଅଧିକ ପ୍ରଚେଷ୍ଟା ପରେ ମଧ୍ୟ ଯଦି ଓଜନ୍‌ କମ୍‌ ହେଉନାହିଁ  ତେବେ ଚିନ୍ତା କରନ୍ତୁ ନାହିଁ। କାରଣ ଶରୀରରେ ମେଦବହୁଳତା ସୃଷ୍ଟି କରୁଥିବା ତଥା ମୋଟାପଣ କମ୍‌ କରିବାକୁ ଦେଉ ନ ଥିବା ହରମୋନ୍‌ ବିଷୟରେ ବୈଜ୍ଞାନିକମାନେ ଜାଣିବାକୁ ପାଇଛନ୍ତି। ମୂଷା ଉପରେ କରାଯାଇଥିବା ଏକ ଗବେଷଣାରୁ ଏହା ସ୍ପଷ୍ଟ ହୋଇଛି। ମାତ୍ର ମୂଷା ଦେହରେ ଏହି  ହର୍ମୋନକୁ ବ୍ଲକ୍‌ କରାଯିବା ପରେ ତାର ଓଜନ କମ୍‌ ହୋଇଥିଲା।  ଗବେଷକଙ୍କ କହିବା ଅନୁଯାୟୀ ଏପରି କରିବା ଦ୍ୱାରା ବିନା ଜିମ୍‌ରେ ଦେହରୁ ଝାଳ ବାହାରିଥାଏ। ଏହା ସହ ଖାଦ୍ୟପେୟରେ କିଛି ପରିବର୍ତ୍ତନ ଆଣିବା ଦ୍ୱାରା ଓଜନ କମ୍‌ ହୋଇଥାଏ।

ଶରୀରରୁ ଅନେକ ପ୍ରକାର ହର୍ମୋନ ବାହାରିଥାଏ। ସେଥି ମଧ୍ୟରୁ ଯକୃତରୁ ବାହାରୁଥିବା ଟିଏସ୍‌କେ ନାମକ ଏକ ହର୍ମୋନ ଏହାର କାରଣ ସାଜେ। କାରଣ ଶରୀରର ମେଟାବଲିଜିମ୍‌ କାମ କରିବା ବନ୍ଦ କରିଦେଇଥାଏ। ଏହି ଟିଏସ୍‌କେ ହର୍ମୋନ୍‌ ଓଜନକୁ ଦ୍ୱିଗୁଣିତ କରିଥାଏ। ଏହାକୁ ଆମକୁ କଣ୍ଟ୍ରୋଲ କରିବାକୁ ପଡ଼ିବ।

All Right Reserved By

ଜୀବନଚର୍ଯ୍ୟା |

କ୍ୟାନସରକୁ  ବି ଦୂରେଇଦିଏ ଏହି ଫଳ

କ୍ୟାନସରକୁ ବି ଦୂରେଇଦିଏ ଏହି ଫଳ

ଅଙ୍ଗୁରରେ ଥିବା ପୋଷକତତ୍ତ୍ୱ କ୍ୟାନସର ଓ ଡାଇବେଟିସ୍‌ ଭଳି ମାରାତ୍ମକ ରୋଗକୁ ଦୂରେଇ ଦେଇଥାଏ। ନିକଟରେ ଆମେରିକାରେ କରାଯାଇଥିବା ଏକ ଗବେଷଣାରୁ ଜଣାଯାଏ ଯେ ଅଙ୍ଗୁର ମଞ୍ଜିର ରସ ପିଇଲେ କ୍ୟାନସର ଭଳି ମାରାତ୍ମକ ବ୍ୟାଧି ବ୍ୟାପି ନ ଥାଏ। 

ଯୁବ ସୁଲଭ ଠାଣି ବଜାୟ ରଖିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ...

ଯୁବ ସୁଲଭ ଠାଣି ବଜାୟ ରଖିବା ପାଇଁ ସକାଳେ ଆପଣାନ୍ତୁ ଏହି ସହଜ ଉପାୟ...

କପେ ଚା’ ଦିନଯାକର ମାନସିକ ଚାପରୁ ମୁକ୍ତି ଦେବା ସହିତ ଶରୀରରେ ଆଣିଥାଏ ଫୁର୍ତ୍ତି। ଚା’ର କେତେକ ଔଷଧୀୟ ଗୁଣ ରହିଛି ।

କଫ ହେଉଥିଲେ ସକାଳୁ ଆପଣାନ୍ତୁ ଏହି ସହଜ ଉପାୟ...

କଫ ହେଉଥିଲେ ସକାଳୁ ଆପଣାନ୍ତୁ ଏହି ସହଜ ଉପାୟ...

ଲବଙ୍ଗର ଔଷଧୀୟ ଗୁଣ ଅନେକ। ବର୍ଷାଦିନେ ସକାଳୁ ଲବଙ୍ଗକୁ ଗରମ ପାଣିରେ ଫୁଟାଇ  ପିଇଲେ ଏହା ଶରୀର ଲାଗି ହୋଇଥାଏ ହିତକର । 

ଆଣ୍ଠୁଗଣ୍ଠି ବାତରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ଆଣ୍ଠୁଗଣ୍ଠି ବାତରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ସାଲାଡ୍‌ ଖାଇବା ସ୍ବାସ୍ଥ୍ୟ ପାଇଁ ଖୁବ୍‌ ଲାଭଦାୟକ। ସାଲାଡ୍‌ରେ ପ୍ରଚୁର ପରିମାଣରେ ଭିଟାମିନ୍‌, ଫୋଲିକ୍‌ ଏସିଡ୍‌, କ୍ୟାଲସିୟମ, ମ୍ୟାଗ୍ନେସିୟମ, ଲୌହ ଓ ପୋଟାସିୟମ ଭଳି ପୁଷ୍ଟିକର ଉପାଦାନ ରହିଥାଏ।

ଅମୃତ ଭଣ୍ଡାର ଅମୃତ ଗୁଣ...

ଅମୃତ ଭଣ୍ଡାର ଅମୃତ ଗୁଣ...

ଅମୃତଭଣ୍ଡାରେ ଭରି ରହିଛି ଅନେକ ଅମୃତ ଗୁଣ। ଏହାର ବହୁ ଔଷଧୀୟ ଗୁଣ ଥିବାରୁ ଖାଦ୍ୟରେ ଏହାକୁ ନିୟମିତ ଗ୍ରହଣ କଲେ ଅନେକ ରୋଗ ଦୂର ହୁଏ। 

ରକ୍ତହୀନତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ରକ୍ତହୀନତାରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ସକାଳୁ ଆଖୁରସ ପିଇଲେ ମିଳେ ଅନେକ ଉପକାର। ଆଖୁରସରେ ଶରୀରକୁ ସୁସ୍ଥ ରଖିବା ଭଳି ଭିଟାମିନ୍‌,କ୍ୟାଲସିୟମ୍‌, ଫସଫରସ୍‌, ଗ୍ଲୁକୋଜ୍‌ ଆଦି ତତ୍ତ୍ୱ ଭରି ରହିଛି।

ସକାଳେ ଖାଆନ୍ତୁ ୪ଟି ଚିନା ବାଦାମ; ମିଳିବ ଅନେକ ଫାଇଦା...

ସକାଳେ ଖାଆନ୍ତୁ ୪ଟି ଚିନା ବାଦାମ; ମିଳିବ ଅନେକ ଫାଇଦା...

ପ୍ରତିଦିନ ସକାଳେ କିଛି ସମୟ ବ୍ୟାୟାମ ପରେ ୪ଟି ଚିନା ବାଦାମ ଖାଇଲେ ମିଳିଥାଏ ଅନେକ ଉପକାର। ନିୟମିତ ଏପରି କଲେ କ୍ୟାନସରରୁ ମୁକ୍ତି ମିଳିପାରିିବ ବୋଲି ଆୟୁର୍ବେଦରେ ଉଲ୍ଲେଖ କରାଯାଇଛି। 

ଥ୍ରେଡିଂ ପରେ...

ଥ୍ରେଡିଂ ପରେ...

ମୁହଁକୁ ସୁନ୍ଦର ଦେଖାଯିବାକୁ  ହେଲେ ମହିଳାମାନେ ଥ୍ରେଡିଂ କରିଥାନ୍ତି । ଥ୍ରେଡିଂ ପରେ ସେମାନେ ଏମିତି କିଛି ଭୁଲ୍‌ କରିଥାନ୍ତି ତାହା ପରବର୍ତ୍ତୀ ସମୟରେ ଚିନ୍ତାର କାରଣ ହୋଇଥାଏ । ତେବେ ଏଭଳି ସମସ୍ୟାରୁ ଦୂରେଇ ରହିବାପାଇଁ ନିମ୍ନୋକ୍ତ ଟିପ୍ସକୁ ଆପଣାଇପାରିବେ.....

ସକାଳେ ଖାଆନ୍ତୁ ଡ୍ରାଏ ଫ୍ରୁଟସ୍‌ ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ଖାଆନ୍ତୁ ଡ୍ରାଏ ଫ୍ରୁଟସ୍‌ ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ଡ୍ରାଏ ଫ୍ରୁଟସ୍‌  ଖାଇଲେ ମିଳିଥାଏ ଅନେକ ସୁଫଳ। ଏହା ଯୋଗୁ ମେଦବହୁଳତା ହ୍ରାସ ପାଇଥାଏ। ନିୟମିତ ଏପରି କଲେ ୬ମାସରୁ ଏକ ବର୍ଷ ମଧ୍ୟରେ ବିନା ଡାଏଟିଂରେ ତଥା ବ୍ୟାୟାମରେ ଜଣେ ସ୍ଲିମ୍‌ ହୋଇପାରିବେ। 

ସକାଳେ ପିଅନ୍ତୁ ଅଧାକପ୍‌ କିସ୍‌ମିସ୍‌ ପାଣି; ରହିବେ ବହୁ ରୋଗରୁ ଦୂରେଇ...

ସକାଳେ ପିଅନ୍ତୁ ଅଧାକପ୍‌ କିସ୍‌ମିସ୍‌ ପାଣି; ରହିବେ ବହୁ ରୋଗରୁ ଦୂରେଇ...

ସକାଳୁ କିଛି ସମୟ ବ୍ୟାୟାମ କରିବା ପରେ ଖାଲି ପେଟରେ କିସ୍‌ମିସ୍‌ ପାଣି ପିଇଲେ ସ୍ବାସ୍ଥ୍ୟ ଲାଗି ଖୁବ୍‌ ଭଲ। ନିୟମିତ ଏପରିକଲେ ହାର୍ଟ ଆଟାକ୍‌ରୁ ମୁକ୍ତି ମିଳିଥାଏ। ଏହା ଲିଭରର କାର୍ଯ୍ୟକୁ ସ୍ବାଭାବିକ କରିବା ସହିତ ଏସିଡିଟି ସମସ୍ୟା ଦୂର କରେ।

ଅନ୍ତର୍ଜାତୀୟ ଅପସ୍ମାର ଦିବସ  ସମ୍ପର୍କରେ ଉପସ୍ଥାପନା...

ଅନ୍ତର୍ଜାତୀୟ ଅପସ୍ମାର ଦିବସ ସମ୍ପର୍କରେ ଉପସ୍ଥାପନା...

ଆଜି (ପ୍ରତିବର୍ଷ ଫେବୃୟାରୀ ଦ୍ୱିତୀୟ ସୋମବାର) ହେଉଛି ଅନ୍ତର୍ଜାତୀୟ ଅପସ୍ମାର ଦିବସ। ସେ ସମ୍ପର୍କରେ ଉପସ୍ଥାପନା...

କ୍ୟାନସର ଚିହ୍ନଟର ନୂଆ ଉପାୟ

କ୍ୟାନସର ଚିହ୍ନଟର ନୂଆ ଉପାୟ

ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଥିବା ପ୍ରମୁଖ କେତୋଟି ରୋଗ ମଧ୍ୟରୁ କ୍ୟାନ୍‌ସର ଅନ୍ୟତମ। ପ୍ରାରମ୍ଭିକ ଅବସ୍ଥାରେ କେତେକ କ୍ୟାନ୍‌ସରକୁ ଚିହ୍ନଟ କରାଯାଇପାରିଲେ ଏଥିରୁ ଆରୋଗ୍ୟ ମିଳି ପାରୁଛି।