ଛାତ ଉପରେ ୪୦ ପ୍ରକାର ଆମ୍ବ କିସମ ଚାଷ କରି କୃଷି ବିଭାଗର ଦୃଷ୍ଟି ଆକର୍ଷଣ କଲେ ଜୋସେଫ୍‌

କୋଚି,୧୯।୫: ନିଜ ଛାତ ଉପରେ ୪୦ ପ୍ରକାରର ଆମ୍ବ ଗଛ ଲଗାଇ ଏବେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି କୋଚି ବାସିନ୍ଦା ଜୋସେଫ୍‌। ୨ଶହ ଲିଟର ପାଣି ଧରୁଥିବା କୁଣ୍ଡରେ ବାଲି,...

ହେଭିେଓ୍ବଟ ଟାଇଟଲ ବଜାୟ ରଖିଲେ ଓ୍ବାଇଲ୍ଡର

ନୁ୍ୟୟର୍କ, ୧୯୫(ଏଏଫ୍ପି)- ଅାମରିକୀୟ ପେସାଦାର ବକ୍ସର ଡେଓଣ୍ଟେ ଓ୍ବାଇଲ୍ଡର ଓ୍ବାଲର୍ଡ ବକ୍ସିଂ କାଉନସିଲ (ଡବ୍ଲୁ୍ୟବିସି) ହେଭିେଓ୍ବଟ୍ ଟାଇଟଲ ବଜାୟ ରଖିଛନ୍ତି ଏଠାରେ ଅନୁଷ୍ଠିତ ମୁକାବିଲାରେ ୩୩ ବର୍ଷୀୟ ଓ୍ବାଇଲ୍ଡର ଦମ୍ଦାର ପ୍ରଦଶନ କରି...

ମହିଳାଙ୍କୁ ସାଲ୍ୟୁଟ କଲେ ରାହୁଲ

ନୂଆଦିଲ୍ଲୀ,୧୯।୫: ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟ ମତଦାନ ଅବସରରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦେଶର ସମସ୍ତ ମହିଳାଙ୍କୁ ସାଲ୍ୟୁଟ କରିଛନ୍ତି। ସେ ଟୁଇଟ୍‌ କରି କହିଛନ୍ତି, ଦେଶର ସମସ୍ତ ମା’...

ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ କଲେ ଭୋଟର

ଲକ୍ଷ୍ନୌ,୧୯।୫: ଉତ୍ତରପ୍ରଦେଶ ସୋନଭଦ୍ର ଜିଲାର ୪୮୧ ବୁଥ୍‌ରେ ଭୋଟର ରେଡ୍‌ କାର୍ପେଟ୍‌ରେ ଚାଲି ରାଜକୀୟ ମର୍ଯ୍ୟାଦାରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ଏଠାରେ ଥିବା ସ୍ବେଚ୍ଛାସେବୀ ଭୋଟରଙ୍କୁ ମତଦାନ କେନ୍ଦ୍ରକୁ ପାଛୋଟି ନେଇ...

ଭୋଟ ଦେବାରେ ଟିଏମ୍‌ସି କର୍ମୀ ବାଧା ସୃଷ୍ଟି କରୁଥିବା ଅଭିଯୋଗ

କୋଲକାତା,୧୯।୫: ଲୋକ ସଭା ଆସନ ଲାଗି ଦେଶର ବିଭିନ୍ନ ସ୍ଥାନରେ ରବିବାର ସକାଳୁ ଆରମ୍ଭ ହୋଇଛି ଶେଷ ତଥା ସପ୍ତମ ପର୍ଯ୍ୟାୟ ଭୋଟ ଗ୍ରହଣ କାର୍ଯ୍ୟକ୍ରମ। ପଶ୍ଚିମବଙ୍ଗର ବସିରହାଟରେ ଥିବା ବୁଥ୍‌ ନମ୍ବର...

ଡିଗ୍ରୀଧାରୀ କୁକୁର ଗ୍ରିଫିନ

ବେଳେବେଳେ ପୋଷା ଜୀବଜନ୍ତୁ ମଣିଷ ଜୀବନର ବିଶେଷ ଅଙ୍ଗ ପାଲଟି ଯାଆନ୍ତି। ଯେମିତି କି ଆମେରିକା, ନ୍ୟୁୟର୍କରେ କ୍ଲାର୍କସନ୍‌ ବିଶ୍ୱବିଦ୍ୟାଳୟରେ ଅକୁପେଶନାଲ ଥେରାପିରେ ଡିଗ୍ରୀ କରୁଥିବା ୨୫ ବର୍ଷୀୟା ଭିନ୍ନକ୍ଷମ ଯୁବତୀ ବ୍ରିଟନୀ...

ମସଲ୍‌ ମମ୍‌ ମମଥା ସନଥକୁମାର: ମୋଟୀରୁ ହେଲେ ବଡି ବିଲ୍ଡିଂରେ ଚାମ୍ପିୟନ

କର୍ନାଟକ, ବାସଭପୁରର ମମଥା ସନଥକୁମାର ଦିନେ ଅନ୍ୟ ସାଧାରଣ ମହିଳାଙ୍କ ଭଳି ଘର କାମ ଓ ପିଲା ସମ୍ଭାଳିବା କାମ କରୁଥିଲେ। ତାଙ୍କ ପରିବାର ଥିଲା ସମ୍ପୂର୍ଣ୍ଣଭାବେ ରକ୍ଷଣଶୀଳ। ସେଭଳି ପରିବାରର ବୋହୂ...

ସବା-ଫାରହା ମତଦାନ ଅଧିକାର କଲେ ସାବ୍ୟସ୍ତ

ପାଟନା,୧୯।୫: ବିହାରର ଯୋଡ଼ା ମୁଣ୍ଡ ଉଭଣୀ ସବା-ଫାରହା ଚଳିତ ଲୋକ ସଭା ନିର୍ବାଚନର ଅନ୍ତିମ ପର୍ଯ୍ୟାୟରେ ରବିବାର ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ପାଟଳିପୁତ୍ର ଲୋକ ସଭା ଆସନ ପାଇଁ ସେମାନେ ଭୋଟ...

ଇଟାଲିଆନ ଓପନ୍‌ ଟେନିସ୍‌: ଜୋକୋଭିଚ୍‌- ନାଡାଲ ଫାଇନାଲ

ରୋମ,୧୯।୫(ଏଏଫ୍‌ପି)-ଏଠାରେ ଚାଲିଥିବା ଇଟାଲିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟର ପୁରୁଷ ସିଙ୍ଗଲ୍ସ ଫାଇନାଲ ମୁକାବିଲା ସ୍ପଷ୍ଟ ହୋଇଛି। ଟାଇଟଲ ପାଇଁ ଫାଇନାଲ ମ୍ୟାଚ୍‌ରେ ସର୍ବିଆର ନୋଭାକ ଜୋକୋଭିଚ୍‌ ଓ ସ୍ପେନ୍‌ର ରାଫେଲ ନାଡ଼ାଲ ପରସ୍ପରକୁ...

ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଲେ ମୋଦି

ଉତ୍ତରାଖଣ୍ଡ,୧୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେଦାରନାଥ ଦର୍ଶନ କରିବା ପରେ ରବିବାର ସକାଳୁ ଭଗବାନ ବିଷ୍ଣୁଙ୍କୁ ଧ୍ୟାନ କରିବାକୁ ବଦ୍ରିନାଥ ପହଞ୍ଚିଛନ୍ତି। ମନ୍ଦିରରେ ପୂଜା ସାରି ବାହାରକୁ ଆସିବା ବେଳେ ସେଠାକାର ପୂଜାରୀ...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ। ବିଞ୍ଝାରପୁର ବିଧାନସଭା ଆସନର ୧୩୫ ଓ ୧୯୧ ନଂ ବୁଥ୍‌, ବରୀର ୮୨,...

ଶେଷ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ: ମତଦାନ ଜାରି

ନୂଆଦିଲ୍ଲୀ, ୧୯।୫: ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ୭ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ୫୯ଟି ଆସନ ପାଇଁ ରବିବାର ମତଦାନ ସକାଳ ୭ଟାଠାରୁ ଆରମ୍ଭ ହୋଇଛି। ଏହି ପର୍ଯ୍ୟାୟରେ ଉତ୍ତରପ୍ରଦେଶର ୧୩ ଆସନ, ପଞ୍ଜାବର...

ଆଣ୍ଡାମାନ ଛୁଇଁଲା ମୌସୁମୀ, ଜୁନ୍‌ରେ ଓଡ଼ିଶା ଆସିବ; ଜଳୁଛି ସାରା ଓଡ଼ିଶା, ୪୫.୮ ଡିଗ୍ରୀରେ ଟିଟିଲାଗଡ଼

ଭୁବନେଶ୍ୱର, ୧୯।୫(ବ୍ୟୁରୋ)/ରଣପୁର (ସ୍ବ.ପ୍ର.)- ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ତାତିରେ ତ୍ରାହି ତ୍ରାହି ଡାକୁଛନ୍ତି ଲୋକେ। ରାଜ୍ୟର ଅଧିକାଂଶ ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ପ୍ରବଳ ଗରମକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ପୂର୍ବାହ୍ନ...

ଶେଷ କ୍ୟାବିନେଟ୍‌ରେ ଫନୀ ଚିନ୍ତା

ଭୁବନେଶ୍ୱର,୧୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ସରକାରଙ୍କ ଶେଷ କ୍ୟାବିନେଟ୍‌ ବୈଠକ ଶନିବାର ସଚିବାଳୟରେ ଅନୁଷ୍ଠିତ ହୋଇଛି। ସାମୁଦ୍ରିକ ଝଡ ଫନୀ ଦ୍ୱାରା ପ୍ରଭାବିତ ପୁରୀ ଏବଂ ଅନ୍ୟାନ୍ୟ ଅଞ୍ଚଳ ପାଇଁ ବ୍ୟବସ୍ଥାର ସମୀକ୍ଷା ସହ ବିଭିନ୍ନ ନିୟମରେ କୋହଳ...

ବିଶ୍ୱକପ୍‌: କୋହଲିଙ୍କ ଲାଗି ନେତୃତ୍ୱର ପରୀକ୍ଷା

ନୂଆଦିଲ୍ଲୀ,୧୯।୫(ପି.ଟି.)- ବିରାଟ କୋହଲି ବିଶ୍ୱ କ୍ରିକେଟରେ ସୁପରଷ୍ଟାର ମାନ୍ୟତା ପାଇଛନ୍ତି। ବ୍ୟାଟିଂରେ କ୍ରମାଗତଭାବେ ସ୍ଥିର ପ୍ରଦର୍ଶନ କରି ସେ ଜଣେ ମହାନ୍‌ ବ୍ୟାଟ୍ସମ୍ୟାନର ମାନ୍ୟତା ମଧ୍ୟ ପାଇସାରିଛନ୍ତି। କିନ୍ତୁ ଆଉ କିଛି ଦିନ ପରେ ଇଂଲଣ୍ଡରେ ଆରମ୍ଭ ହେବାକୁ ଯାଉଥିବା...

ଭାରତରେ ୪୪ ବର୍ଷ ପର୍ଯ୍ୟନ୍ତ ରହିବ ଏଲ୍‌ ନିନୋ ପ୍ରଭାବ: ବଢ଼ିବ ଗ୍ରୀଷ୍ମ ପ୍ରବାହ

ନୂଆଦିଲ୍ଲୀ,୧୮।୫: ଭାରତରେ ୨୦୨୦ଠାରୁ ୨୦୬୪ ପର୍ଯ୍ୟନ୍ତ ଆସନ୍ତା ୪୪ ବର୍ଷ ପର୍ଯ୍ୟନ୍ତ ଏଲ୍‌ ନିନୋ ପ୍ରଭାବ ରହିବ। ଫଳରେ ଗ୍ରୀଷ୍ମ ପ୍ରବାହ ବଢ଼ିବ ବୋଲି ଇଣ୍ଡିଆନ୍‌ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଟ୍ରପିକାଲ ମେଟ୍ରୋଲୋଜି(ଆଇଆଇଟିଏମ୍‌)ପକ୍ଷରୁ ପ୍ରାଶିତ ଏକ ରିପୋର୍ଟରେ ଦର୍ଶାଯାଇଛି। ୨୦୨୦ଠାରୁ ଏଲ୍‌...

କ୍ଲିନ୍‌ ଚିଟ୍‌ ନେଇ ନିର୍ବାଚନ କମିଶନ ଦୁଇଫାଳ

ନୂଆଦିଲ୍ଲୀ,୧୮।୫: ଲୋକ ସଭା ନିର୍ବାଚନ ଶେଷ ପର୍ଯ୍ୟାୟ ମତଦାନ ମେ ୧୯ରେ ହେବ। ଏହା ପୂର୍ବରୁ ଆଚରଣ ବିଧି ଉଲ୍ଲଂଘନ ନେଇ କ୍ଲିନ୍‌ ଚିଟ୍‌ ପ୍ରସଙ୍ଗକୁ କେନ୍ଦ୍ରକରି ନିର୍ବାଚନ କମିଶନରେ ମତଭେଦ ଦେଖାଦେଇଛି। ମୁଖ୍ୟ ନିର୍ବାଚନ କମିଶନ ସୁନୀଲ ଅରୋରା...

ଦେଶର ଅଧା ଜନସଂଖ୍ୟା ନୀରବ ହତ୍ୟାକାରୀ କୋଳରେ: ମହିଳାଙ୍କ କ୍ଷେତ୍ରରେ ଅଧିକ

ନୂଆଦିଲ୍ଲୀ,୧୮।୫: ଦେଶର ଅଧାରୁ ଅଧିକ ଜନସଂଖ୍ୟା ନୀରବ ହତ୍ୟାକାରୀ ସାଜିଥିବା ଡାଇବେଟିସ୍‌ ସମସ୍ୟାଗ୍ରସ୍ତ। ୧୯ରୁ ୪୯ ବର୍ଷ ବୟସ୍କଙ୍କଠାରେ ଏପରି ସମସ୍ୟା ଅଧିକ ଦେଖିବାକୁ ମିଳୁଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଦ୍ୱାରା ଜାରି ହୋଇଥିବା ଏକ ରିପୋର୍ଟରେ...

୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ର ହୋଇଥିଲା ଭାରତ

ନୂଆଦିଲ୍ଲୀ,୧୮ା୫: ଭାରତ ୪୫ ବର୍ଷ ତଳେ ପରମାଣୁ ଶକ୍ତି ସମ୍ପନ୍ନ ରାଷ୍ଟ୍ରର ମାନ୍ୟତା ଳାଭ କରିଥିଲା। ୧୯୭୪ ମେ ୧୮ରେ ରାଜସ୍ଥାନ ପୋଖରାନରେ ଏନେଇ ସଫଳ ପରୀକ୍ଷା ହୋଇଥିଲା। ଭାରତ ଶାନ୍ତି ପ୍ରୟାସରେ ଏହାର ଉପଯୋଗ କରିବ ବୋଲି ପ୍ରତିଶ୍ରୁତି...

ପୁଲଓ୍ବାମାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୨ ଆତଙ୍କବାଦୀ ନିହତ

ଶ୍ରୀନଗର, ୧୮।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମା ଜିଲାରେ ଶନିବାର ଭୋର୍‌ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ୨ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଅବନ୍ତିପୋରା ଅଞ୍ଚଳର ପଞ୍ଚ୍‌ଗାଓ୍ବଁରେ କିଛି ଆତଙ୍କବାଦୀ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ମେଟ୍ରୋ

ଫୁରସତ

ଅପରାଧ

Video News

Local Labourers protest against migrant workers in Jajpur

Foundation day of ‘Rashtriya Shramika Nyaya mancha

Jhadkusumi villagers fume over drinking water woes

Fire guts Durgapur village

Fresh polls in 5 booths of Mayurbhanj district

Central delegates talk to ‘Fani’ victims in Bhubaneswar

Long queue at AAHAR centers of Bhubaneswar

Central team surveys ‘Fani’ affected areas

Odisha BJP vice president speaks about post poll equations

Agitation before Railway mail service office in Cuttack