ଅନ୍ତର୍ଜାତୀୟ |

ଭାରତ ଗସ୍ତରେ ରାଜପାକ୍‌ସେ

ଭାରତ ଗସ୍ତରେ ରାଜପାକ୍‌ସେ

କଲମ୍ବୋ,୮।୨: ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ତଥା ବିରୋଧୀ ନେତା ମହିନ୍ଦା ରାଜପାକ୍‌ସେ ଶୁକ୍ରବାର ସନ୍ଧ୍ୟାରେ ଭାରତ ଗସ୍ତରେ ବାହାରିବେ। ରାଜପାକ୍‌ସେଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବେଙ୍ଗାଲୁରଠାରେ ଭାରତ-ଶ୍ରୀଲଙ୍କା ସମ୍ପର୍କିତ ଏକ କାର୍ଯ୍ୟକ୍ରମରେ ସେ ଯୋଗଦେବେ। ବିରୋଧୀ ନେତା ଭାବେ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ। ତେବେ  ୬ମାସ ମଧ୍ୟରେ ଏହା ତାଙ୍କର ଦ୍ୱିତୀୟ ଭାରତ ଗସ୍ତ। ପୂର୍ବରୁ ୨୦୧୮, ସେପ୍ଟେମ୍ବରରେ ସେ ଭାରତ ଆସିଥିଲେ। ସେତେବେଳେ ସେ ନୂଆଦିଲ୍ଲୀଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଥିଲେ। 

All Right Reserved By

ଅନ୍ତର୍ଜାତୀୟ |

୩ ବର୍ଷ ପରେ ପୁଣି ଥରିଲା ନେପାଳ

୩ ବର୍ଷ ପରେ ପୁଣି ଥରିଲା ନେପାଳ

କାଠମାଣ୍ଡୁ,୨୪।୪: ନେପାଳ ସମେତ ଉତ୍ତରପ୍ରଦେଶର କେତେକ ସ୍ଥାନରେ ବୁଧବାର ସକାଳ ୬ଟା ୨୯ରେ ଭୂକମ୍ପ ଅନୁଭୁତ ହୋଇଛି। 

ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା

ଖ୍ରୀଷ୍ଟଚର୍ଚ୍ଚର ପ୍ରତିଶୋଧ ଶ୍ରୀଲଙ୍କାରେ: ମୃତ୍ୟୁସଂଖ୍ୟା ୩୨୧ରେ ପହଞ୍ଚିଲା

କଲମ୍ବୋ,୨୪ା୪: ଗତ ମାର୍ଚ୍ଚ ମାସରେ ନ୍ୟୁଜିଲାଣ୍ଡର ଖ୍ରୀଷ୍ଟଚର୍ଚ୍ଚସ୍ଥିତ ଦୁଇ ମସ୍‌ଜିଦରେ ହୋଇଥିବା ଆଖିବୁଜା ଗୁଳିମାଡର ପ୍ରତିଶୋଧ ହେଉଛି ଭୟଙ୍କର ଇଷ୍ଟର ସଣ୍ଡେ ବିସ୍ଫୋରଣ। 

ଶ୍ରୀଲଙ୍କା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍‌: ଗଲାଣି ୩୦୦ ଜୀବନ

ଶ୍ରୀଲଙ୍କା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଆଇଏସ୍‌: ଗଲାଣି ୩୦୦ ଜୀବନ

କଲମ୍ବୋ,୨୩।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋ ସମେତ ଦେଶର ୮ ସ୍ଥାନରେ ରବିବାର ହୋଇଥିବା ସିରିଜ୍‌ ବୋମା ବିସ୍ଫୋରଣ ପାଇଁ ନିଜକୁ ଦାୟୀ କଲା ଇସ୍‌ଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀ ସଂଗଠନ। 

କୁକୁର ଛୁଆଙ୍କୁ ଅଳିଆ ଗଦାରେ ପକାଇବାରୁ ଗିରଫ ହେଲେ ମହିଳା

କୁକୁର ଛୁଆଙ୍କୁ ଅଳିଆ ଗଦାରେ ପକାଇବାରୁ ଗିରଫ ହେଲେ ମହିଳା

କାଲିଫର୍ନିଆ,୨୩।୪: ଆମେରିକାର କାଲିଫର୍ନିଆରେ ଜଣେ ମହିଳା ୭ଟି କୁକୁର ଛୁଆଙ୍କୁ ଏକ ପ୍ଲାଷ୍ଟିକ୍‌ ବ୍ୟାଗରେ ଭର୍ତ୍ତି କରି ଜିପ୍‌ରେ ଆସି ରାସ୍ତା କଡରେ ରଖାଯାଇଥିବା ଏକ ଡଷ୍ଟ ବିନ୍‌ରେ ପକାଇ ଦେଇଥିଲେ। 

ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବ ଭାକ୍ୟୁମ୍‌ ଅଗ୍ନି ନିର୍ବାପକ ଯନ୍ତ୍ର

ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବ ଭାକ୍ୟୁମ୍‌ ଅଗ୍ନି ନିର୍ବାପକ ଯନ୍ତ୍ର

ଟୋକିଓ,୨୩।୪: ମହାକାଶରେ ଲାଗିଥିବା ନିଆଁକୁ କାବୁ କରିବା ପାଇଁ ବୈଜ୍ଞାନିକ ଏକ ନୂତନ  ଅଗ୍ନି  ନିର୍ବାପକ ଯନ୍ତ୍ର ନିର୍ମାଣ କରିଛନ୍ତି। 

ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଫିଲିପାଇନ୍ସ ଭୂକମ୍ପ: ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ମାନିଲା,୨୩।୪: ଫିଲିପାଇନ୍ସର ଲୁଜନ ଦ୍ୱୀପରେ ସୋମବାର ୬.୧ ତୀବ୍ରତାର ଏକ ଭୂକମ୍ପ ଅନୁଭୂତ ହୋଇଥିଲା। ଏଥିରେ ଏବେ ମୃତ୍ୟୁ ସଂଖ୍ୟା ବଢି ୯ରେ ପହଞ୍ଚିଛି। 

ଶ୍ରୀଲଙ୍କା ବିସ୍ଫୋରଣରେ ଡେନମାର୍କର ଧନୀବ୍ୟକ୍ତିଙ୍କ ୩ ସନ୍ତାନ ମୃତ

ଶ୍ରୀଲଙ୍କା ବିସ୍ଫୋରଣରେ ଡେନମାର୍କର ଧନୀବ୍ୟକ୍ତିଙ୍କ ୩ ସନ୍ତାନ ମୃତ

କୋପେନହାଗେନ,୨୨।୪: ଡେନମାର୍କର ଧନୀବ୍ୟକ୍ତି ଆଣ୍ଡର୍ସ ହୋଲଚ୍‌ ପୋଭଲସେନ୍‌ଙ୍କର  ୪ଟି ସନ୍ତାନ ମଧ୍ୟରେ ୩ଜଣଙ୍କର ଶ୍ରୀଲଙ୍କା ବିସ୍ଫୋରଣରେ ମୃତ୍ୟୁ ହୋଇଛି। 

ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଇସଲାମିଷ୍ଟ ଗ୍ରୁପର ହାତ ଥିବା ସନ୍ଦେହ କଲେ ସରକାର

ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଇସଲାମିଷ୍ଟ ଗ୍ରୁପର ହାତ ଥିବା ସନ୍ଦେହ କଲେ ସରକାର

କଲମ୍ବୋ,୨୨।୪: ଶ୍ରୀଲଙ୍କାରେ ହୋଇଥିବା ୮ଟି ସିରିଏଲ ବୋମା ବିସ୍ଫୋରଣ ପଛରେ ସ୍ଥାନୀୟ ଇସ୍‌ଲାମିଷ୍ଟ ଏକ୍ସଟ୍ରିମିଷ୍ଟ ଗ୍ରୁପ ବା ନ୍ୟାଶନାଲ ତୋହିଥ ଜମାଥ(ଏନ୍‌ଟିଜେ)ର ହାତ ଥିବା ସନ୍ଦେହ କରିଥିବା ପ୍ରକାଶ କରିଛନ୍ତି ସରକାରୀ ପ୍ରବକ୍ତା ରଜିଥା ସେନାରତ୍ନେ। 

ଶ୍ରୀଲଙ୍କାରେ ସୋମବାର ମଧ୍ୟରାତ୍ର୍ରରୁ ଜରୁରୀକାଳୀନ ପରିସ୍ଥିତି ହେବ ଜାରି

ଶ୍ରୀଲଙ୍କାରେ ସୋମବାର ମଧ୍ୟରାତ୍ର୍ରରୁ ଜରୁରୀକାଳୀନ ପରିସ୍ଥିତି ହେବ ଜାରି

କଲମ୍ବୋ, ୨୨।୪: ଶ୍ରୀଲଙ୍କାର ରାଜଧାନୀ କଲମ୍ବୋ ସମେତ ଦେଶର ୮ଟି ସ୍ଥାନରେ ରବିବାର ହୋଇଥିବା ସିରିଜ ବୋମା ବିସ୍ଫୋରଣରେ ୨୯୦ ଲୋକଙ୍କ ମୃତ୍ୟୁ ହୋଇଛି। 

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ୟୁଟ୍ୟୁବ୍‌ରୁ କରେନ୍ସି ଟ୍ରେଡିଂ ଶିଖି ୧୬ବର୍ଷର ବାଳକ କମାଇଲେ ଲକ୍ଷାଧିକ ଟଙ୍କା

ବ୍ରିଟେନ,୨୨।୪: ଅଳ୍ପ ବୟସର ଏମିତି କେତେ ପିଲା ଅଛନ୍ତି, ଯେଉଁମାନେ ବୟସ୍କଙ୍କୁ ମଧ୍ୟ ପଛରେ ପକାଇଦେଇଛନ୍ତି। ସମୟ ପୂର୍ବରୁ ଏମାନେ ପାଇଛନ୍ତି ସଫଳତା। କିଛି ଏଭଳି ଆଶ୍ଚର୍ଯ୍ୟକର ଘଟଣା ଦେଖିବାକୁ ମିଳିଛି ବ୍ରିଟେନରେ। 

ଚାଇନା ମନାଇଲା ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ: ଆକାଶରେ ଉଡ଼ିଲା  ରଙ୍ଗବେରଙ୍ଗ ଗୁଡ଼ି

ଚାଇନା ମନାଇଲା ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ: ଆକାଶରେ ଉଡ଼ିଲା ରଙ୍ଗବେରଙ୍ଗ ଗୁଡ଼ି

ଚାଇନା,୨୨।୪: ଚାଇନାର ଓ୍ବିଫାଙ୍ଗରେ ବହୁ ଧୁମ୍‌ଧାମ୍‌ରେ ୩୬ତମ ଇଣ୍ଟରନ୍ୟାସନାଲ କାଇଟ ଫେଷ୍ଟିଭାଲ ପାଳିତ ହୋଇଛି। ଏହି ଅବସରରେ ୩୦ ଦେଶରୁ ୪ଶହରୁ ଅଧିକ ପ୍ରତିଯୋଗୀ ଭାଗ ନେଇଥିଲେ। 

୧୧ ବର୍ଷ ହେଲା ପହଁରି ଅଫିସ ଯାଉଛନ୍ତି ଝୁ ବିବୁ

୧୧ ବର୍ଷ ହେଲା ପହଁରି ଅଫିସ ଯାଉଛନ୍ତି ଝୁ ବିବୁ

ବେଜିଂ,୨୨।୪: ଚାଇନା ବୁହାନରେ ବାସ କରୁଥିବା ଜଣେ ବ୍ୟକ୍ତି ଗତ ୧୧ ବର୍ଷ ହେଲା ପହଁରି ଅଫିସ୍‌ ଯାଉଛନ୍ତି। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri