ଜାତୀୟ |

୨୦୨୨ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ପ୍ରିୟଙ୍କାଙ୍କୁ ନେଇ ଚର୍ଚ୍ଚା

୨୦୨୨ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ: ପ୍ରିୟଙ୍କାଙ୍କୁ ନେଇ ଚର୍ଚ୍ଚା

ଲକ୍ଷ୍ନୌ,୧୧।୨: ଉତ୍ତରପ୍ରଦେଶରେ ୨୦୨୨ ବିଧାନସଭା ନିର୍ବାଚନରେ କଂଗ୍ରେସ ପକ୍ଷରୁ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଛିଡ଼ା କରାଯିବ ବୋଲି ଏବେ ଆରମ୍ଭ ହୋଇଛି ଚର୍ଚ୍ଚା। ଏଠାରେ ୧୯୮୯ଠାରୁ ଗତ ୩୦ ବର୍ଷଧରି କଂଗ୍ରେସ ବ୍ୟାକ୍‌ଫୁଟ୍‌ରେ ରହିଛି। ତେବେ ଏବେ ଦଳରେ ପ୍ରିୟଙ୍କା ପ୍ରବେଶ କରିବାରୁ ହୁଏତ ଏଠାରେ ପୂର୍ବତନ ପ୍ରଧାନମନ୍ତ୍ରୀ  ଇନ୍ଦିରା ଗାନ୍ଧୀଙ୍କ ବିକଳ୍ପ ଭାବେ ଭୋଟରଙ୍କୁ ଆକର୍ଷିତ କରିବାକୁ କଂଗ୍ରେସ ସକ୍ଷମ ହେବ ବୋଲି ଆକଳନ କରୁଛନ୍ତି ରାଜନୈତିକ ସମୀକ୍ଷକ। ସୂଚନାଯୋଗ୍ୟ, ୨୦୧୭ ବିଧାନସଭା ନିର୍ବାଚନରେ କଂଗ୍ରେସ ଏଠାରେ ୪୦୩ ଆସନରୁ ମାତ୍ର ୭ଟି ଆସନରେ ବିଜୟ ହୋଇଥିଲା।

All Right Reserved By

ଜାତୀୟ |

ଜୋର୍‌ ଧରିଲା ଚପଲ ରାଜନୀତି: ସ୍ମୃତି ଇରାନୀଙ୍କ ଠିକଣାରେ ଚପଲ ପଠାଇବାକୁ ଅଡ଼ି ବସିଲେ ଗ୍ରାମବାସୀ

ଜୋର୍‌ ଧରିଲା ଚପଲ ରାଜନୀତି: ସ୍ମୃତି ଇରାନୀଙ୍କ ଠିକଣାରେ ଚପଲ ପଠାଇବାକୁ ଅଡ଼ି ବସିଲେ ଗ୍ରାମବାସୀ

ଅମେଠି,୨୪।୪: ଉତ୍ତରପ୍ରଦେଶ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଏବଂ ସ୍ମୃତି ଇରାନୀଙ୍କ ମଧ୍ୟରେ ଚପଲ ରାଜନୀତି ଜୋର ଧରିଛି।

ଚର୍ମ କର୍କଟ ଉପରେ ଗବେଷଣା: ପ୍ରଫେସରଙ୍କୁ ୮୨ ଲକ୍ଷ ଫେଲୋଶିପ୍‌

ଚର୍ମ କର୍କଟ ଉପରେ ଗବେଷଣା: ପ୍ରଫେସରଙ୍କୁ ୮୨ ଲକ୍ଷ ଫେଲୋଶିପ୍‌

ରାୟପୁର,୨୪।୪: ଛତିଶଗଡ଼ ରାୟପୁର ସ୍ଥିତ ପଣ୍ଡିତ ରବିଶଙ୍କର ଶୁକ୍ଳା ବିଶ୍ୱବିଦ୍ୟାଳୟର ପ୍ରଫେସର ଡ. ଅମ୍ବର ବ୍ୟାସ୍‌ଙ୍କୁ ଚର୍ମ କର୍କଟ ଉପରେ ଗବେଷଣା ପାଇଁ ୮୧ ଲକ୍ଷ ୯୮ ହଜାର ୨ଶହ ଟଙ୍କାର ଫେଲୋଶିପ୍‌ ପ୍ରଦାନ କରାଯାଇଛି। 

କଂଗ୍ରେସ ମଞ୍ଚରୁ ମୋଦିଙ୍କୁ ତାରିଫ୍‌ କରିଥିବା ଯୁବକଙ୍କୁ ସମ୍ମାନିତ କଲା ଭାଜପା

କଂଗ୍ରେସ ମଞ୍ଚରୁ ମୋଦିଙ୍କୁ ତାରିଫ୍‌ କରିଥିବା ଯୁବକଙ୍କୁ ସମ୍ମାନିତ କଲା ଭାଜପା

ଭୋପାଳ, ୨୪।୪: କଂଗ୍ରେସ ନେତା ଦିଗ୍‌ବିଜୟ ସିଂଙ୍କ ମଞ୍ଚରୁ ମୋଦିଙ୍କୁ ତାରିଫ୍‌ କରି ଚର୍ଚ୍ଚାର ପରିସରକୁ ଆସିଥିବା ଯୁବକଙ୍କୁ ସମ୍ମାନିତ କରିଛି ଭାଜପା। 

ସଚିନ ତେନ୍ଦୁଲକର ୪୬ ବର୍ଷରେ କଲେ ପଦାର୍ପଣ

ସଚିନ ତେନ୍ଦୁଲକର ୪୬ ବର୍ଷରେ କଲେ ପଦାର୍ପଣ

ନୂଆଦିଲ୍ଲୀ,୨୪।୪: ମାଷ୍ଟର ବ୍ଲାଷ୍ଟର କ୍ରିକେଟର ସଚିନ୍‌ ତେନ୍ଦୁଲକର ବୁଧବାର ୪୬ ବର୍ଷରେ ପଦାର୍ପଣ କରିଛନ୍ତି। ସେ ୧୯୭୩ ଏପ୍ରିଲ୍‌ ୨୪ରେ ମୁମ୍ବାଇଠାରେ ଜନ୍ମ ଗ୍ରହଣ କରିଥିଲେ। 

ଅକ୍ଷୟ କୁମାରଙ୍କୁ ମୋଦି କହିଲେ ମନର କଥା: ମମତା ଦିଦି କୁର୍ତ୍ତା ଓ ମିଠା ଉପହାର ଦିଅନ୍ତି

ଅକ୍ଷୟ କୁମାରଙ୍କୁ ମୋଦି କହିଲେ ମନର କଥା: ମମତା ଦିଦି କୁର୍ତ୍ତା ଓ ମିଠା ଉପହାର ଦିଅନ୍ତି

ନୂଆଦିଲ୍ଲୀ,୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାକ୍ଷାତ୍‌କାର ବଲିଉଡ୍‌ ଅଭିନେତା ଅକ୍ଷୟ କୁମାର ନେଇଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀ ନିଜର ମନର କଥା ଖୋଲି କହିଛନ୍ତି।

ଉତ୍ତର-ପଶ୍ଚିମ ଦିଲ୍ଲୀରୁ ଭାଜପା ପ୍ରାର୍ଥୀ ହେଲେ ହଂସରାଜ

ଉତ୍ତର-ପଶ୍ଚିମ ଦିଲ୍ଲୀରୁ ଭାଜପା ପ୍ରାର୍ଥୀ ହେଲେ ହଂସରାଜ

ନୂଆଦିଲ୍ଲୀ,୨୪ା୪: ଭାଜପା ମଙ୍ଗଳବାର ଗାୟକ ହଂସରାଜ ହଂସଙ୍କୁ ଉତ୍ତର-ପଶ୍ଚିମ ଦିଲ୍ଲୀ ଲୋକ ସଭା ଆସନରୁ ପ୍ରାର୍ଥୀ କରିଛି। 

ପୁଣି ଇଭିଏମ୍‌ ଦୋଷ: ପ୍ରଶ୍ନ ଉଠାଇଲେ ବିରୋଧୀ

ପୁଣି ଇଭିଏମ୍‌ ଦୋଷ: ପ୍ରଶ୍ନ ଉଠାଇଲେ ବିରୋଧୀ

ମୁମ୍ବାଇ/ଲକ୍ଷ୍ନୌ,୨୪।୪(ପି.ଟି.): ତୃତୀୟ ପର୍ଯ୍ୟାୟ ଭୋଟଗ୍ରହଣ ଚାଲିଥିବାବେଳେ ଦେଶର ବିଭିନ୍ନ ସ୍ଥାନରେ ଇଲେକ୍ଟ୍ରୋନିକ୍ସ ଭୋଟିଂ ମେଶିନ୍‌ (ଇଭିଏମ୍‌)ରେ ତ୍ରୁଟି ଦେଖାଦେଇଛି। 

ତୃତୀୟ ପର୍ଯ୍ୟାୟରେ ୬୭% ମତଦାନ

ତୃତୀୟ ପର୍ଯ୍ୟାୟରେ ୬୭% ମତଦାନ

ନୂଆଦିଲ୍ଲୀ,୨୪ା୪(ପି.ଟି.): କାଁଭାଁ କେତେକ ସ୍ଥାନରେ ହିଂସାକୁ ଛାଡ଼ିଦେଲେ ମଙ୍ଗଳବାର ତୃତୀୟ ପର୍ଯ୍ୟାୟ ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି। 

ଶ୍ରୀଲଙ୍କା ବିସ୍ଫୋରଣ: ଦୁଇ ବିସ୍ଫୋରଣକାରୀ କୋଟିପତି ବ୍ୟବସାୟୀଙ୍କ ପୁଅ

ଶ୍ରୀଲଙ୍କା ବିସ୍ଫୋରଣ: ଦୁଇ ବିସ୍ଫୋରଣକାରୀ କୋଟିପତି ବ୍ୟବସାୟୀଙ୍କ ପୁଅ

ନୂଆଦିଲ୍ଲୀ,୨୪ା୪: ଶ୍ରୀଲଙ୍କା ବିସ୍ଫୋରଣ ପଛରେ ଥିବା ଦୁଇ ଆତ୍ମଘାତୀ ବିସ୍ଫୋରଣକାରୀଙ୍କ ସମ୍ପର୍କରେ ସୂଚନା ମିଳିଛି। ଏହି ଦୁଇଜଣ କୋଟିପତି ବ୍ୟବସାୟୀ ମହମ୍ମଦ ୟୁସୁଫ ଇବ୍ରାହିମଙ୍କ ପୁଅ ବୋଲି ଜଣାପଡିଛି। 

ସିଜେଆଇଙ୍କୁ ଫସାଇବା ଲାଗି ଯଚାଯାଇଥିଲା ଦେଢ଼କୋଟି

ସିଜେଆଇଙ୍କୁ ଫସାଇବା ଲାଗି ଯଚାଯାଇଥିଲା ଦେଢ଼କୋଟି

ନୂଆଦିଲ୍ଲୀ,୨୪ା୪: ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ବିରୋଧରେ ମିଥ୍ୟା ଯୌନ ବ୍ୟଭିଚାର ମାମଲା ରୁଜୁ କରିବା ଲାଗି  ଅଜୟ ନାମକ ଜଣେ ବ୍ୟକ୍ତି ଦେଢ଼ କୋଟି ଟଙ୍କା ଯାଚିଥିଲେ ବୋଲି ଓକିଲ ଉତ୍ସବ ବେନ୍ସ ଦାବି କରିଛନ୍ତି। 

ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ କ୍ଷତିପୂରଣ ଦିଅ: ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ କ୍ଷତିପୂରଣ ଦିଅ: ଗୁଜରାଟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୪ା୪: ଗୁଜରାଟରେ ୨୦୦୨ ଦଙ୍ଗାବେଳେ ଗଣବଳାତ୍କାରର ଶିକାର ହୋଇଥିବା  ବିଲ୍‌କିସ ବାନୋଙ୍କୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଓ ଚାକିରି ସହ ରହିବାର ସୁବିଧା ଯୋଗାଇଦେବା ଲାଗି ସୁପ୍ରିମକୋର୍ଟ ଗୁଜରାଟ ସରକାରଙ୍କୁ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। 

ଜଣେ ଭୋଟରଙ୍କ ପାଇଁ ନିର୍ମାଣ ହେଲା ମତଦାନ କେନ୍ଦ୍ର: ଜାଣନ୍ତୁ କେଉଁଠି, କିଏ ସେହି ବ୍ୟକ୍ତି..

ଜଣେ ଭୋଟରଙ୍କ ପାଇଁ ନିର୍ମାଣ ହେଲା ମତଦାନ କେନ୍ଦ୍ର: ଜାଣନ୍ତୁ କେଉଁଠି, କିଏ ସେହି ବ୍ୟକ୍ତି..

ଜୁନାଗଡ଼,୨୩।୪: ଜଣେ ଭୋଟରଙ୍କ ଲାଗି ଭୋଟଦାନ କେନ୍ଦ୍ର। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। 


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri