ମେଟ୍ରୋ |

୫ଦଫା ଦାବିରେ ଆଇନଜୀବୀଙ୍କ ଆନ୍ଦୋଳନ

୫ଦଫା ଦାବିରେ ଆଇନଜୀବୀଙ୍କ ଆନ୍ଦୋଳନ

ଖୋର୍ଦ୍ଧା ଅଫିସ,୧୧।୨: ବୀମା, ପେନଶନ୍‌, ଷ୍ଟାଇପେଣ୍ଡ ଓ ଲିଗାଲ୍‌ ସର୍ଭିସେସ୍‌ ଅଥରିଟି ଆକ୍ଟ ଲାଗୁ ଆଦି ଦାବିନେଇ ଆଇନଜୀବୀମାନେ ସୋମବାରଠାରୁ ୨ ଦିନିଆ ଶାନ୍ତିପୂର୍ଣ୍ଣ  ଆନ୍ଦୋଳନ ଆରମ୍ଭ କରିଛନ୍ତି । ଏହି ଅବସରରେ ଖୋର୍ଦ୍ଧା ବାର୍‌ ଆସୋସିଏଶନ ପକ୍ଷରୁ କୋର୍ଟ କାର୍ଯ୍ୟ ବନ୍ଦକରି ଏକ ଶୋଭାଯାତ୍ରାରେ ସହର ପରିକ୍ରମା କରିବା ପରେ ଜିଲାପାଳଙ୍କ କାର୍ଯ୍ୟାଳୟକୁ ଯାଇଥିଲେ । ସେଠାରେ ୫ ଦଫା ଦାବି ସମ୍ବଳିତ ଏକ ସ୍ମାରକପତ୍ର ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଜିଲାପାଳଙ୍କୁ ପ୍ରଦାନ କରିଥିଲେ। ଅନ୍ୟପକ୍ଷରେ କେନ୍ଦ୍ରୀୟ ବଜେଟରେ ୫ ହଜାର କୋଟି ଟଙ୍କା ଆଇନଜୀବୀ କଲ୍ୟାଣ ପାଣ୍ଠିକୁ ସହାୟତା ପ୍ରଦାନ ସେମାନଙ୍କ ମୁଖ୍ୟ ଦାବି ରହିଛି। ସେହିପରି ନୂଆ ଆଇନଜୀବୀଙ୍କୁ ୫ବର୍ଷ ଯାଏ ମାସିକ ୧୦ ହଜାର ଟଙ୍କା, ଇ-ଲାଇବ୍ରେରୀ ଓ କାର୍ଯ୍ୟାଳୟରେ  ମହିଳା ଆଇନଜୀବୀଙ୍କ ଶିଶୁଙ୍କ ଉଦ୍ଦେଶ୍ୟରେ ସୁବିଧା, ଶୌଚାଳୟ ଓ ଗମନାଗମନର ସୁବିଧା ଆଦି ସ୍ମାରକପତ୍ରରେ ଉଲ୍ଲେଖ ରହିଛି । 

All Right Reserved By

ମେଟ୍ରୋ |

ମହାପ୍ରଭୁଙ୍କୁ ଦର୍ଶନ କଲେ ମିଥୁନ ଚକ୍ରବର୍ତ୍ତି

ମହାପ୍ରଭୁଙ୍କୁ ଦର୍ଶନ କଲେ ମିଥୁନ ଚକ୍ରବର୍ତ୍ତି

ପୁରୀ ଅଫିସ,୨୫ା୪: ଅଭିନେତା ମିଥୁନ ଚକ୍ରବର୍ତ୍ତୀ ଶ୍ରୀମନ୍ଦିରକୁ ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଗୁରୁବାର ସକାଳେ ପତ୍ନୀଙ୍କ ସହ ମିଥୁନ ସିଂହଦ୍ୱାରରେ ପହଞ୍ଚିଥିଲେ। 

ରାଜ୍ୟର ୯ଟି ବୁଥ୍‌ରେ ଚାଲିଛି ସାନି ମତଦାନ

ରାଜ୍ୟର ୯ଟି ବୁଥ୍‌ରେ ଚାଲିଛି ସାନି ମତଦାନ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ରାଜ୍ୟର ୯ଟି ବୁଥ୍‌ରେ ଗୁରୁବାର ସକାଳ ୭ଟାରୁ ଚାଲିଛି ସାନି ମତଦାନ।

ନୂଆ ରୂପ ନେଉଛି ରସୁଲଗଡ଼ ଛକ:  ଆବର୍ଜନା କଳାକୃତିରେ ଓଡ଼ିଶାର ଝଲକ

ନୂଆ ରୂପ ନେଉଛି ରସୁଲଗଡ଼ ଛକ: ଆବର୍ଜନା କଳାକୃତିରେ ଓଡ଼ିଶାର ଝଲକ

ଭୁବନେଶ୍ୱର,୨୫।୪(ସସ୍ମିତା ପାଇକରାୟ)- ରାଜଧାନୀ ପ୍ରବେଶ ପଥରେ ରହିଥିବା ସହରର ସର୍ବାଧିକ ଜନଗହଳିପୂର୍ଣ୍ଣ ରସୁଲଗଡ଼ ଛକ ନୂଆ ରୂପ ପାଇବ। ବାଣୀବିହାର, ଆଚାର୍ଯ୍ୟ ବିହାର ପରେ ଏହି ଛକକୁ ଆକର୍ଷଣୀୟ ଭାବେ ସଜାଯାଉଛି।

୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ପୁରୀ ଜିଲା କଣାସ ବ୍ଲକ ଗଡ଼ିଶାଗଦା ପଞ୍ଚାୟତର ବିଲପାଟଣା ଗ୍ରାମରୁ ବୁଧବାର ୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର କରାଯାଇଛି। 

ଅଧ୍ୟାପକଙ୍କ ପେନ୍‌ସନ୍‌ ସମସ୍ୟା: ଉଚ୍ଚ ଶିକ୍ଷା ବିଭାଗକୁ ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ

ଅଧ୍ୟାପକଙ୍କ ପେନ୍‌ସନ୍‌ ସମସ୍ୟା: ଉଚ୍ଚ ଶିକ୍ଷା ବିଭାଗକୁ ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ଓଡ଼ିଶାରେ ସରକାରୀ ଅନୁଦାନପ୍ରାପ୍ତ କଲେଜରେ କାର୍ଯ୍ୟରତ ଅଧ୍ୟାପକ ଓ କର୍ମଚାରୀ ପେନ୍‌ସନ୍‌ ପାଉ ନ ଥିବା ଅଭିଯୋଗ ହେବା ପରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। 

ସାମାଜିକ କର୍ମୀଙ୍କୁ ହେଲ୍‌ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍‌ ଭ୍ୟାନିଟି ପୋଲିସ ଜିମା

ସାମାଜିକ କର୍ମୀଙ୍କୁ ହେଲ୍‌ମେଟରେ ପିଟି ଖସିଗଲେ ଲୁଟେରା: ଚୋରି ବାଇକ, ଲୁଟ୍‌ ଭ୍ୟାନିଟି ପୋଲିସ ଜିମା

ଭୁବନେଶ୍ୱର, ୨୫ ।୪(ବ୍ୟୁରୋ)- ରାଜଧାନୀରେ ନିର୍ବାଚନକୁ ନେଇ ପୋଲିସ ମଙ୍ଗଳବାର ବ୍ୟସ୍ତଥିବାବେଳେ ଏପଟେ ରାସ୍ତା ଓ ବଜାରରେ ମାତିଥିଲେ ଲୁଟେରା। 

ସାଲେପୁର ବିଧାନସଭା ଆସନ: କଂଗ୍ରେସ ଭୋଟବ୍ୟାଙ୍କ୍‌ ଉପରେ ବିଜେଡି, ଭାଜପାର ନଜର

ସାଲେପୁର ବିଧାନସଭା ଆସନ: କଂଗ୍ରେସ ଭୋଟବ୍ୟାଙ୍କ୍‌ ଉପରେ ବିଜେଡି, ଭାଜପାର ନଜର

ନିର୍ମଳ ପଣ୍ଡା/ କଟକ ଅଫିସ, ୨୫ ।୪- ଏପ୍ରିଲ ୨୯ ଚତୁର୍ଥ ପର୍ଯ୍ୟାୟରେ ସାଲେପୁର ବିଧାନସଭା ଆସନରେ ଭୋଟ ଗ୍ରହଣ କରାଯିବ। କଟକ ଜିଲାର ଏହି ଆସନଟି କେନ୍ଦ୍ରାପଡ଼ା ଲୋକସଭା ଅଧୀନରେ ଯାଉଛି। 

ଶୀତଲଙ୍କୁ ‘ମିସ୍‌ ଇଣ୍ଡିଆ ଓଡ଼ିଶା-୨୦୧୯’ ଟାଇଟଲ୍‌

ଶୀତଲଙ୍କୁ ‘ମିସ୍‌ ଇଣ୍ଡିଆ ଓଡ଼ିଶା-୨୦୧୯’ ଟାଇଟଲ୍‌

ଭୁବନେଶ୍ୱର,୨୪।୪(ବ୍ୟୁରୋ)- ୨୦୧୯ ବର୍ଷ ପାଇଁ ଫେମିନା ମିସ୍‌ ଇଣ୍ଡିଆ ଓଡ଼ିଶା ଟାଇଟଲ୍‌ ଜିତିଛନ୍ତି ରାୟଗଡାର ଶୀତଲ ସାହୁ। ମଙ୍ଗଳବାର କୋଲକାତାରେ ଅନୁଷ୍ଠିତ ଏଫ୍‌ବିବି କଲର୍ସ ଫେମିନା ମିସ୍‌ ଇଣ୍ଡିଆର ଇଷ୍ଟ୍‌ ଜୋନାଲ କ୍ରାଉନିଂ ପ୍ରତିଯୋଗିତାରେ ଓଡ଼ିଶାରୁ ଶ୍ରେଷ୍ଠ ବିବେଚିତ ହୋଇ ସେ ଏହି ଟାଇଟଲ୍‌ ଜିତିଛନ୍ତି।

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦ ପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ପାଟକୁରା ନିର୍ବାଚନ ତାରିଖ ଘୋଷଣା ପରେ ବିଜେଡି ପ୍ରାର୍ଥୀ ନେଇ ଚର୍ଚ୍ଚା, ବେଦ ପ୍ରକାଶଙ୍କ ପୁଅ ସଞ୍ଜୟଙ୍କୁ ମିଳିପାରେ ସୁଯୋଗ

ଭୁବନେଶ୍ୱର/ପାଟକୁରା,୨୪।୪(ବ୍ୟୁରୋ/ଡି.ଏନ୍‌.ଏ.): ନିର୍ବାଚନ ତାରିଖ ଘୋଷଣା ହେବା ପରେ ପାଟକୁରାରୁ କାହାକୁ ବିଜେଡି ପ୍ରାର୍ଥୀ କରିବ ତାହା ଉପରେ ସମସ୍ତଙ୍କ ନଜର। ତେବେ ଦିବଙ୍ଗତ ନେତା ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ପୁଅ ସଞ୍ଜୟ ଅଗ୍ରଓ୍ବାଲଙ୍କୁ ଦଳ ପ୍ରାର୍ଥୀ କରିପାରେ ବୋଲି  କୁହାଯାଉଛି।

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ମହାରଥୀ ନିରାଶ: ଘୁଞ୍ଚିଲା ଜାମିନ ଆବେଦନ ଶୁଣାଣି ତାରିଖ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମାଜିଷ୍ଟ୍ରେଟ୍‌ଙ୍କୁ ମାଡ଼ ମାରିବା ଅଭିଯୋଗରେ ଗିରଫ ହୋଇଥିବା ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କୁ ପୁଣି ନିରାଶ ହେବାକୁ ପଡ଼ିଛି। ତାଙ୍କ ଜାମିନ ଆବେଦନର ଶୁଣାଣକୁ ଆସନ୍ତା ୨୭ ତାରିଖକୁ ଘୁଞ୍ଚାଇ ଦିଆଯାଇଛି।

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଜିଲାରେ ୫୯.୬ % ମତଦାନ: ଜୟଦେବ ନିର୍ବାଚନମଣ୍ଡଳୀରେ ସର୍ବାଧିକ

ଖୋର୍ଦ୍ଧା ଅଫିସ,୨୪।୪: ଭୁବନେଶ୍ୱର ଲୋକ ସଭା ଅଧୀନରେ ଥିବା ଖୋର୍ଦ୍ଧା ଜିଲାର  ୭ଟି ବିଧାନସଭା ଆସନ ଓ ପୁରୀ ଲୋକ ସଭା ଅଧୀନରେ ଥିବା ଚିଲିକା ବିଧାନସଭା ଆସନ ପାଇଁ ମତଦାନ ଶାନ୍ତିପୂର୍ଣ୍ଣ ଭାବେ ଶେଷ ହୋଇଛି ।

ଗୋଡ଼ା ଗାଁରେ ହାତୀପଲ ଆତଙ୍କ: ଭାଙ୍ଗିଲେ ଘର, ଖାଇଲେ ଧାନ

ଗୋଡ଼ା ଗାଁରେ ହାତୀପଲ ଆତଙ୍କ: ଭାଙ୍ଗିଲେ ଘର, ଖାଇଲେ ଧାନ

ଖୋର୍ଦ୍ଧା ଅଫିସ,୨୪।୪: ଖୋର୍ଦ୍ଧା ଜିଲା ଗୋଡ଼ା ଗାଁ ମଧ୍ୟକୁ ମଙ୍ଗଳବାର ରାତି ପ୍ରାୟ ସାଢ଼େ ୨ଟାରେ ୩ ଜଣିଆ ହାତୀପଲ ପଶିଆସିଛି। ଏଥିରେ ୨ଟି ଦନ୍ତା ଓ ଗୋଟିଏ ମାଈହାତୀ ଥିଲା। ହାତୀପଲ ଗ୍ରାମର ଗାଣ୍ଡୁ ବେହେରାଙ୍କ ଚାଳ ଓ ଆଜବେଷ୍ଟସ ଘର ଭାଙ୍ଗି ୮ବସ୍ତା ଧାନ ଖାଇ ଦେଇଛନ୍ତି ।


Model This Week

ତୁଳସୀ ପ୍ରିୟଦର୍ଶିନୀ
Why Dharitri