ଜୀବନଚର୍ଯ୍ୟା |

ଥ୍ରେଡିଂ ପରେ...

ଥ୍ରେଡିଂ ପରେ...

ମୁହଁକୁ ସୁନ୍ଦର ଦେଖାଯିବାକୁ  ହେଲେ ମହିଳାମାନେ ଥ୍ରେଡିଂ କରିଥାନ୍ତି । ଥ୍ରେଡିଂ ପରେ ସେମାନେ ଏମିତି କିଛି ଭୁଲ୍‌ କରିଥାନ୍ତି ତାହା ପରବର୍ତ୍ତୀ ସମୟରେ ଚିନ୍ତାର କାରଣ ହୋଇଥାଏ । ତେବେ ଏଭଳି ସମସ୍ୟାରୁ ଦୂରେଇ ରହିବାପାଇଁ ନିମ୍ନୋକ୍ତ ଟିପ୍ସକୁ ଆପଣାଇପାରିବେ.....

କରନ୍ତୁନି ମେକଅପ୍‌:ଆପଣ ସବୁବେଳେ ଏହି ଭୁଲ୍‌ କରିଥାନ୍ତି।  ଆପଣଙ୍କୁ କୌଣସି ବାହାଘର ପାର୍ଟି ଯିବାର ଥିଲେ ଥ୍ରେଡିଂ କରିବା ପରେ  ତୁରନ୍ତ ମେକଅପ୍‌ କରିଦିଅନ୍ତି।  ଏହା ସମ୍ପୂର୍ଣ୍ଣ ରୂପେ ଭୁଲ୍‌ ।  

ଥ୍ରେଡିଂ କରିବାର ୨୪ଘଣ୍ଟା ପରେ ମେକଅପ୍‌ କରିବା ଆବଶ୍ୟକ। ଏହା ଆପଣଙ୍କ ସ୍କିନ୍‌ ପାଇଁ ଭଲ। ଯଦି ଆପଣ ଏପରି କରୁନାହାନ୍ତି ତେବେ ଆପଣଙ୍କ ମୁହଁରେ ପିମ୍ପଲ୍ସ  ହେବାର ଆଶଙ୍କା ରହିଛି। 

ମଶ୍ଚରାଇଜ୍‌ର ଲଗାନ୍ତୁ: ଆପଣଙ୍କୁ କହିରଖୁଛୁ  କିଛି ମହିଳାଙ୍କ କ୍ଷେତ୍ରରେ ଦେଖାଯାଏ ଥ୍ରେଡିଂ କରିବା ପରେ ଆଇବ୍ରୋକୁ ଏମିତି ଛାଡି ଦିଅନ୍ତୁ। ଏହାଦ୍ୱାରା ଆଇବ୍ରୋ ହାତକୁ  ଟାଣ ଲାଗିଥାଏ।  ଏହାଦ୍ୱାରା ମଧ୍ୟ ଆଇବ୍ରୋ ପୋଡାଜଳା କରିଥାଏ ଏବଂ କୁଣ୍ଡାଇ ହୋଇଥାଏ। ଏଥିରୁ ରକ୍ଷା ପାଇବାକୁ ହେଲେ ଆପଣଙ୍କୁ ମଶ୍ଚରାଇଜର ସାହାଯ୍ୟରେ ମସାଜ୍‌ କରିବା ଆବଶ୍ୟକ। ଏହା ଆଇବ୍ରୋକୁ ଠିକ୍‌ ରଖିଥାଏ। 

ହାତ  ଲଗାଇବା: ଆଇବ୍ରୋ କରିସାରିବା ପରେ ହାତକୁ ବାରମ୍ବାର ଛୁଇଁଥାନ୍ତି। ଏହା କରିବା  ଆପଣଙ୍କ ପାଇଁ କ୍ଷତିକାରକ। ଆପଣ ଜାଣିବା ଦରକାର ଯେ ଏପରି କରିବା ଦ୍ୱାରା ଇନ୍‌ଫେକ୍‌ଶନ୍‌, କୁଣ୍ଡାଇ  ହେବା ଏବଂ ବ୍ରେକ୍‌ଆଉଟ୍ସ ସମସ୍ୟା ମଧ୍ୟ ହୋଇପାରେ। 

କୁଣ୍ଡାଇବା: ଆପଣ ଲକ୍ଷ୍ୟ କରିଥିବେ  ଥ୍ରେଡିଂ କରିବା ପରେ ସଙ୍ଗେ ସଙ୍ଗେ କୁଣ୍ଡାଇ ହୋଇଥାଏ।  ତାକୁ ମଧ୍ୟ କୁଣ୍ଡାଇବା  କ୍ଷତିକାରକ ହୋଇଥାଏ। ଯଦି କୁଣ୍ଡାଇ ହେବା ଭଳି ଲାଗୁଥାଏ ତେବେ  ଜମା କୁଣ୍ଡାନ୍ତୁ ନାହିଁ। 

All Right Reserved By

ଜୀବନଚର୍ଯ୍ୟା |

କାଶରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

କାଶରୁ ଦୂରେଇ ରହିବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ଶୁଖିଲା କାଶ ହେଲେ ବାରମ୍ବାର କାଶ ହୋଇଥାଏ। ଅପରପକ୍ଷରେ କଫଯୁକ୍ତ କାଶରେ ଛାତିଥିବା କଫ କାଶ ସମୟରେ ବାହାରି ଯାଇଥାଏ। କାଶ ଯୋଗୁ ଫୁସଫୁସ ଉପରେ ପ୍ରଭାବ ପଡ଼ିଥାଏ। 

ହିମୋଗ୍ଲୋବିନ ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ହିମୋଗ୍ଲୋବିନ ବଢ଼ାଇବା ପାଇଁ ଆପଣାନ୍ତୁ ଏହି ସହଜ ଉପାୟ...

ଉତ୍ତମ ସ୍ବାସ୍ଥ୍ୟ ପାଇଁ ଶାଗର ଭୂମିକା ଗୁରୁତ୍ୱପୂର୍ଣ୍ଣ। ବିଭିନ୍ନ ସାଗରେ ଭିନ୍ନ ଭିନ୍ନ ପୋଷକ ତତ୍ତ୍ୱ ରହିଥାଏ। ରକ୍ତହୀନତା ରୋଗରେ ପାଳଙ୍ଗ ଶାଗ ମହୌଷଧୀ ସଦୃଶ ସାବ୍ୟସ୍ତ ହୋଇଥାଏ। 

ଛତୁକୁ ତେଲରେ ଛାଣିଲା ପରେ ହୁଏ କ’ଣ...

ଛତୁକୁ ତେଲରେ ଛାଣିଲା ପରେ ହୁଏ କ’ଣ...

ଛତୁ ଏକ ଲୋକପ୍ରିୟ ଖାଦ୍ୟ। ଭାରତର ପ୍ରତିଟି ଅଞ୍ଚଳରେ ଏହାର ଚାହିଦା ରହିଛି। କେହି କେହି ଛତୁକୁ କଞ୍ଚା ତରକାରୀ କରି ଖାଉଥିବାବେଳେ କେତେକ ଏହାକୁ ତେଲରେ ଭାଜି ଅବା ଛାଣି ଖାଇଥାନ୍ତି। 

କମ୍‌ ଶୋଉଥିବା ବ୍ୟକ୍ତିଙ୍କୁ ହୋଇପାରେ ଡିଏନ୍‌ଏ ଡ୍ୟାମେଜ୍‌

କମ୍‌ ଶୋଉଥିବା ବ୍ୟକ୍ତିଙ୍କୁ ହୋଇପାରେ ଡିଏନ୍‌ଏ ଡ୍ୟାମେଜ୍‌

ସୁସ୍ଥ ରହିବା ପାଇଁ ନିଦର ଆବଶ୍ୟକତା ରହିଛି। ଭଲ ସ୍ବାସ୍ଥ୍ୟ ପାଇବା ଲାଗି ପ୍ରତ୍ୟେକ ବ୍ୟକ୍ତିଙ୍କୁ ୭ ଘଣ୍ଟା ଶୋଇବା ନିତାନ୍ତ ଆବଶ୍ୟକ। ବର୍ତ୍ତମାନର ବ୍ୟସ୍ତବହୁଳ ଜୀବନଶୈଳୀ ମଧ୍ୟରେ ନିଦ୍ରାହୀନତା ଏକ ପ୍ରମୁଖ ରୋଗ ପାଲଟିଲାଣି।

ଉଚ୍ଚରକ୍ତଚାପରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଖାଆନ୍ତୁ ଏହି ପରିବା...

ଉଚ୍ଚରକ୍ତଚାପରୁ ଦୂରେଇ ରହିବା ପାଇଁ ପ୍ରତିଦିନ ଖାଆନ୍ତୁ ଏହି ପରିବା...

ସ୍ବାସ୍ଥ୍ୟ ପାଇଁ ପନିପରିବା ଅତି ଉପକାରୀ। ପନିବରିବା ମଧ୍ୟରେ ବିଲାତି ବାଇଗଣ ଏକ ଘରେ ଘରେ ଏକ ମୁଖ୍ୟ ପରିବା। ଦେଖିବାକୁ ଯେତିକି ସୁନ୍ଦର,ଦେହପାଇଁ ମଧ୍ୟ ଏହା ସେତିକି ଉପକାରୀ।

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଅଧା କପ୍‌ ଏହି ରସ...

ଉଚ୍ଚ ରକ୍ତଚାପରୁ ଦୂରେଇ ରହିବାକୁ ଚାହୁଁଛନ୍ତି; ସକାଳେ ପିଅନ୍ତୁ ଅଧା କପ୍‌ ଏହି ରସ...

ସକାଳେ କିଛି ସମୟ ଭ୍ରମଣ ପରେ ଅଧା କପ୍‌ ବିଟ୍‌ ଜୁସ୍‌ ପିଇଲେ ଶରୀରର ଅନେକ ଉପକାର ହୋଇଥାଏ ।

ତ୍ୱଚା ପାଇଁ କଫି

ତ୍ୱଚା ପାଇଁ କଫି

ଉତ୍ତମ ସ୍କ୍ରବ୍‌ର କାମ କରିବା ସହ ସୌନ୍ଦର୍ଯ୍ୟ ବୃଦ୍ଧି କରିଥାଏ କଫି। ଜାଣନ୍ତୁ ସେ ସମ୍ପର୍କରେ କିଛି ଟିପ୍ସ...

ଗର୍ଭାବସ୍ଥାରେ  ଲୁପସ୍‌

ଗର୍ଭାବସ୍ଥାରେ ଲୁପସ୍‌

ଏସ୍‌ଏଲ୍‌ଇ ବା ସିଷ୍ଟମିକ୍‌ ଲୁପସ୍‌ ଏରିଦମେଟୋସସ୍‌ ଏକ ଗୁରୁତର ଅଟୋଇମ୍ୟୁନ୍‌ ରୋଗ, ଯାହାର ଅର୍ଥ ହେଉଛି ଶରୀରରେ ସ୍ବାଭାବିକ ଭାବେ ଥିବା ପଦାର୍ଥର ବିନାଶକ ପ୍ରତିପିଣ୍ଡ ଦ୍ୱାରା ସୃଷ୍ଟରୋଗ। ଏଥିସହ ତା’ ସାଙ୍ଗରେ ଅଟୋ ଆଣ୍ଟିବଡି ମଧ୍ୟ ଥାଏ, ଯାହା ଶରୀରରେ ପ୍ରବେଶ  କରିଥିବା ବିଷଦ୍ରବ୍ୟକୁ  ଧ୍ୱଂସ କରିବା ପାଇଁ  ରକ୍ତରେ ଗଢ଼ିଉଠିଥିବା ବିଷନାଶକ ପୁଷ୍ଟିସାର ହୋଇଥାଏ । 

ସ୍ତନକର୍କଟରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ଥର ଆପଣାନ୍ତୁ ଏହି ସହଜ ଉପାୟ...

ସ୍ତନକର୍କଟରୁ ଦୂରେଇ ରହିବା ପାଇଁ ସପ୍ତାହରେ ୨ଥର ଆପଣାନ୍ତୁ ଏହି ସହଜ ଉପାୟ...

ଏକ ନୂତନ ଅଧ୍ୟୟନରୁ ଜଣାପଡ଼ିଛି ଯେ ମାଛ ସ୍ତନ କର୍କଟ ସମସ୍ୟାର ଦୂର କରିଥାଏ।

ବହୁ ରୋଗରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଖାଆନ୍ତୁ ମୁଠାଏ...

ବହୁ ରୋଗରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ଖାଆନ୍ତୁ ମୁଠାଏ...

ଶରୀରରେ ପ୍ରୋଟିନର ଅଭାବ ଦେଖାଦେଲେ ସାମାନ୍ୟ ପରିଶ୍ରମରେ ବି କ୍ଲାନ୍ତି ଲାଗିଥାଏ । ଏପରି କ୍ଷେତ୍ରରେ ସପ୍ଲିମେଣ୍ଟ ଭାବେ ଅନେକ ମେଡିସିନ୍‌ ମାଧ୍ୟମରେ ପ୍ରୋଟିନ୍‌ ନେବା ଆରମ୍ଭ କରିଥାନ୍ତି । 

ଔଷଧ ବ୍ୟବହାର

ଔଷଧ ବ୍ୟବହାର

ଔଷଧ ଖାଇବା ଭୁଲି ହୋଇଗଲେ ପରବର୍ତ୍ତୀ ମାତ୍ରାକୁ ଦୁଇଗୁଣ ବଢ଼େଇ ଦେଇ ବ୍ୟବହାର କରିବେନି। ଔଷଧର ନଁା ଲେଖା ନ ଥିବା ବୋତଲରେ ଔଷଧ ରଖିବେନି। ଡାକ୍ତରଙ୍କୁ ନ ପଚାରି କୌଣସି ବଟିକା ଔଷଧକୁ ଫାଳ କରି କି ଗୁଣ୍ଡକରି ଖାଇବେନି। କାରଣ କେତେକ ବଟିକାକୁ ପୂରା ସେହିପରି ଭାବରେ ଗିଳିପକେଇଲେ ତା’ର ସକ୍ରିୟତା ଅକ୍ଷୂର୍ଣ୍ଣ ରହିଥାଏ। କିନ୍ତୁ ତାକୁ ଫାଳ କରିଦେଲେ କି ଗୁଣ୍ଡ କରିଦେଲେ ଔଷଧର କାର୍ଯ୍ୟକାରିତା ହ୍ରାସ ପାଇଯାଏ।

ଆଖି କ୍ୟାନ୍‌ସରର ସହଜ ଚିକିତ୍ସା

ଆଖି କ୍ୟାନ୍‌ସରର ସହଜ ଚିକିତ୍ସା

ଆଖି କ୍ୟାନ୍‌ସର ରୋଗୀଙ୍କ ପାଇଁ ଖୁସି ଖବର।