କେଜ୍‌ରିଓ୍ବାଲଙ୍କ ଗିରଫଦାରୀକୁ ନେଇ ପ୍ରତିକ୍ରିୟା ରଖିଲା ଜାତିସଂଘ: ଆଶା କରୁଛୁ…

ଜାତିସଂଘ,୨୯।୩: ଭାରତରେ ଲୋକ ସଭା ନିର୍ବାଚନ ପୂର୍ବରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କୁ ଗିରଫ କରାଯିବା ଏବଂ ମୁଖ୍ୟ ବିରୋଧୀ ଦଳ କଂଗ୍ରେସର ବ୍ୟାଙ୍କ ଆକାଉଣ୍ଟକୁ ଅଚଳ କରାଯିବା ଘଟଣାକୁ ନେଇ ଭାରତରେ ରାଜନୈତିକ ଅଶାନ୍ତି ଦେଖାଦେଇଛି। ଏହା ଉପରେ...

ଅପରାଜିତାଙ୍କ ମନ୍ତବ୍ୟକୁ ନେଇ ଝଡ଼: ଖୋର୍ଦ୍ଧାରେ ଅସନ୍ତୁଷ୍ଟ କର୍ମୀଙ୍କ ମେଳି, ଏକାଠି ହେଲେ କାଳୁଙ୍କ ସମର୍ଥକ 

ଖୋର୍ଦ୍ଧା,୨୯ା୩ (ପ୍ରଭାତ ପାଣିଗ୍ରାହୀ) : ଭୁବନେଶ୍ୱର, ବେଗୁନିଆ ପରେ ଏବେ ଖୋର୍ଦ୍ଧା ବିଧାନସଭା ନିର୍ବାଚନ ମଣ୍ଡଳୀରେ ଏମ୍‌ପି ଅପରାଜିତାଙ୍କୁ ଦଳୀୟ କର୍ମୀ ବିରୋଧ କରିଛନ୍ତି। ଅପରାଜିତାଙ୍କ ମନ୍ତବ୍ୟକୁ ନେଇ କର୍ମୀଙ୍କ ମହଲରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଖୋର୍ଦ୍ଧା ମଲିପଡା...

କୋର୍ଟଙ୍କ ବଡ଼ ରାୟ, ଅନୈତିକ ସମ୍ପର୍କର ଅଭିଯୋଗ ଥିଲେ ବି ସ୍ବାମୀଙ୍କ ଠାରୁ ଭରଣପୋଷଣ ପାଇପାରିବେ ସ୍ତ୍ରୀ

ଭୋପାଳ,୨୯।୩: ବିବାହ ପରେ ସ୍ତ୍ରୀ ପରପୁରୁଷଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ମଧ୍ୟ ସ୍ବାମୀଙ୍କ ଠାରୁ ଭରଣପୋଷଣ ପାଇପାରିବେ। ଏନେଇ ବଡ଼ ରାୟ ଦେଇଛନ୍ତି ମଧ୍ୟପ୍ରଦେଶ ହାଇକୋର୍ଟ। ତେବେ ଭରଣପୋଷଣ ପାଇଁ କେସ୍‌ ଫାଇଲ କରିବାବେଳେ ଯଦି ସେ ସେଭଳି...

‘ବିଜେଡି ସରକାରଙ୍କ ଇଞ୍ଜିନକୁ ୨୪ ବର୍ଷ ହେଲାଣି, କେବଳ ପଲ୍ୟୁସନ କରୁଛି’

ଭୁବନେଶ୍ୱର, ୨୯।୩(ସୁନିତ୍‌ ମିଶ୍ର): ମୋଦି ଗ୍ୟାରେଣ୍ଟି ପାଇଁ ବର୍ତ୍ତମାନ ଓଡିଶାର ଗରିବ ଲୋକଙ୍କ ଜୀବନ ଧାରଣମାନରେ ପରିବର୍ତ୍ତନ ଆସିଛି। ଗରିବ ଲୋକଙ୍କର ମୌଳିକ ଆବଶ୍ୟକତା ଯଥା ପକ୍କାଘର, ଚାଉଳ, ବିଜୁଳି, ପିଇବା ପାଣି, ରାସ୍ତା, ନିଯୁକ୍ତି ଆଦି ପ୍ରସଙ୍ଗରେ ମୋଦି...

ନିର୍ବାଚନ ପୂର୍ବରୁ ପୋଲିସର ଚଢ଼ାଉ, ଏତେ ଲିଟର ଦେଶୀ ମଦ ଜବତ

ବ୍ରାହ୍ମଣୀଗାଁ , ୨୯ ।୩ (ମନୋରଞ୍ଜନ ରଣା ): କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ପୋଲିସ ପକ୍ଷରୁ ଶୁକ୍ରବାର ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇଛି। ଚଢାଉବେଳେ ୨୨ ଲିଟର ଦେଶୀ ମଦ ଜବତ କରିବା ସହ ଏଥିରେ ସମ୍ପୃକ୍ତି ୨ ଜଣଙ୍କୁ...

ଘୋଷଣା ହେଲା ବିଜେଡିର ତୃତୀୟ ପ୍ରାର୍ଥୀ ତାଲିକା! ଏହି ପ୍ରାର୍ଥୀଙ୍କ ନାଁରେ ଲାଗିଲା ମୋହର…

ଭୁବନେଶ୍ୱର,୨୯।୩: ମୁଣ୍ଡ ଉପରେ ନିର୍ବାଚନ। ନିର୍ବାଚନ ଯେତେ ପାଖେଇ ଆସୁଛି ନବୀନ ନିବାସରେ ଭିଡ ସେତିକି ଜମୁଛି। ତେବେ ଆସନ୍ତା ବିଧାନସଭା ନିର୍ବାଚନ ପାଇଁ ହୋଲିରେ ବିଜେଡି ୭୨ ପ୍ରାର୍ଥୀଙ୍କୁ ଟିକେଟ୍‌ ଭେଟି ଦେଇଛି। କିନ୍ତୁ ଆହୁରି ୭୫ ଆସନର...

‘ଡବଲ ଇଞ୍ଜିନ ସରକାର ଲାଗି ଶପଥପାଠ କରାଇଲା ଭାଜପା’

ଛତ୍ରପୁର,୨୮।୩(ସନ୍ତୋଷ ପାଢ଼ୀ ): ଗଞ୍ଜାମ ଜିଲା ଛତ୍ରପୁର ସ୍ଥିତ ଶିବକୁମାର ପଟ୍ଟନାୟକ ରିଡିଙ୍ଗ ରୁମ୍‌ଠାରେ ଭାଜପା ପକ୍ଷରୁ ଏକ ସମ୍ବର୍ଦ୍ଧନା ସଭା ଆୟୋଜନ ହୋଇଯାଇଛି l ଏଥିରେ ଭାଜପାର ବ୍ରହ୍ମପୁର ଏମ୍‌ପି ପ୍ରାର୍ଥୀ ଡ. ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳ ପକ୍ଷରୁ...

୨୦୦୪ରେ ଭାଜପାର ଏହି ହେଭିଓ୍ବେଟ୍‌ ନେତାଙ୍କୁ ହରାଇ ହଇଚଇ ସୃଷ୍ଟି କରିଥିଲେ ଗୋବିନ୍ଦା, କିଛି ଏଭଳି ଥିଲା…

ନୂଆଦିଲ୍ଲୀ,୨୯।୩: ୧୪ ବର୍ଷର ବଡ଼ ବ୍ୟବଧାନ ପରେ ଅଭିନେତା ଗୋବିନ୍ଦା ପୁଣିଥରେ ରାଜନୀତିକୁ ଫେରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ର ଠିକ୍‌ ପୂର୍ବରୁ ସେ ଦ୍ୱିତୀୟ ଇନିଂସ ଆରମ୍ଭ କରିଛନ୍ତି। ଗୁରୁବାର ସେ ଏକନାଥ ଶିନ୍ଦେ ନେତୃତ୍ୱାଧୀନ ଶିବସେନାରେ ସାମିଲ...

ଅନସୂୟାଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ: ପରିବର୍ତ୍ତନ ନ ହେଲେ ଅନ୍ୟ ପନ୍ଥା

ରାୟଗଡ଼ା,୨୯।୩(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ବିଧାନସଭା ଆସନ ପ୍ରାର୍ଥତ୍ନୀ ଅନସୂୟା ମାଝିଙ୍କ ପ୍ରାର୍ଥତ୍ତ୍ୱକୁ ବିରୋଧ ତେଜିବାରେ ଲାଗିଛି। ଶୁକ୍ରବାର ବିଜେଡି ରାଜ୍ୟ ଉପସଭାପତି ଏନ୍‌.ଭାସ୍କର ରାଓଙ୍କ ବାସଭବନରେ ହଜାର ସଂଖ୍ୟାରେ ବିଜେଡି ନେତା, କର୍ମୀ ଏବଂ ନିର୍ବାଚିତ ପ୍ରତିନିଧିଙ୍କ ବିକ୍ଷୋଭ...

ହ୍ୟାଣ୍ଡବଲ୍‌ ପ୍ରତିଯୋଗିତା: ଭାଗ ନେବ ଓଡ଼ିଶା

ଭୁବନେଶ୍ୱର,୨୯ା୩: ବିହାର ରାଜ୍ୟ ଅଧୀନ ବେଗୁସରାଇଠାରେ ମାର୍ଚ୍ଚ ୩୧ରୁ ୫୨ତମ ଜାତୀୟ ସିନିୟର ପୁରୁଷ ହ୍ୟାଣ୍ଡବଲ୍‌ ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶାର ଏକ ୧୮ ଜଣିଆ ଦଳ ଭାଗ ନେବ। ସେମାନେ ହେଲେ ରୁଦ୍ରପ୍ରତାପ ରାଉତ, ମହମ୍ମଦ ଓସମାନ,...

ରିଲ୍‌ ଲାଇଫର ‘ରାମ’ଙ୍କ ପରି ପୂର୍ବରୁ ‘ରାବଣ’ଙ୍କୁ ମଧ୍ୟ ଟିକେଟ୍‌ ଦେଇଛି ଭାଜପା, ଜାଣନ୍ତୁ ‘ଲଙ୍କେଶ’ଙ୍କ କିପରି ଥିଲା ରାଜନୈତିକ କ୍ୟାରିୟର

ମୁମ୍ବାଇ: ଚାରି ଦଶକ ପୂର୍ବରୁ ଟିଭି ସିରିଆଲରେ ଲୋକପ୍ରିୟ ହୋଇଥିଲା ରାମାୟଣ। ଏଥିରେ ମୁଖ୍ୟ ଭୂମିକାରେ ଅଭିନୟ କରିଥିବା ଅରୁଣ ଗୋଭିଲ ହିନ୍ଦୁଙ୍କ ରିଅଲ ଲାଇଫର ରାମ ହୋଇଯାଇଥିଲେ। ତେବେ ସମସ୍ତଙ୍କ ପ୍ରିୟ ରାମଙ୍କୁ ଭାଜପା ଚଳିତ ନିର୍ବାଚନ ପାଇଁ...

ଆଗକୁ ନିର୍ବାଚନ: ବଦଳିଲେ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ

ଭଦ୍ରକ,୨୯।୩(ସନାତନ ରାଉତ): ସାଧାରଣ ନିର୍ବାଚନ ପୂର୍ବରୁ ଭଦ୍ରକ ଜିଲା ମହିଳା ମୋର୍ଚ୍ଚା ସଭାନେତ୍ରୀ ପଦରେ ବଦଳ କରାଯାଇଛି। ଭଦ୍ରକ ବ୍ଲକ ଅଧୀନ କୋରକୋରା ପଞ୍ଚାୟତ ନୂଆସାହିର ମମତାମୟୀ ବେହେରାଙ୍କୁ ମହିଳା ମୋର୍ଚ୍ଚାର ନୂତନ ସଭାନେତ୍ରୀ ଭାବେ ନିଯୁକ୍ତି ଦିଆଯାଇଛି। ଭାଜପା...

ଟ୍ରୋଲିଂକୁ ନେଇ ରାଗରେ ନିଆଁବାଣ ହେଲେ ସୋନୁ, କହିଲେ ‘ସେ ଆମ ହିରୋ’

ବମ୍ବେ,୨୯।୩: ଆରମ୍ଭରୁ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୧୭ତମ ସିଜନ ଚର୍ଚ୍ଚାରେ ରହିଆସୁଛି। ସୋସିଆଲ ମିଡିଆରେ ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ଏବଂ ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଘୃଣାର ଶିକାର ହେବାକୁ ପଡ଼ୁଛି। ରୋହିତ ଶର୍ମାଙ୍କ ସ୍ଥାନରେ ସେ ଅଧିନାୟକ ହୋଇଥିବାରୁ...

ତାତି ଛୁଇଁଲା ୪୦

ଭୁବନେଶ୍ୱର,୨୯।୩: ଚଳିତବର୍ଷ ପ୍ରଥମ ଥର ପାଇଁ ରାଜ୍ୟରେ ୪୦ ଡ଼ିଗ୍ରୀ ଛୁଇଁଲା ତାତି। ଟିଟଲାଗଡ, ବଲାଙ୍ଗିର, ବୌଦ୍ଧ, ଭବାନୀପାଟଣା ଓ ନୟାଗଡରେ ତାପମାତ୍ରା ୪୦ ଡ଼ିଗ୍ରୀ ଛୁଇଁଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ତାତି...

ଦ୍ୱିତୀୟ ଥର ଭରସା ରଖିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଲେ ବିଷ୍ଣୁବ୍ରତ

ବାସୁଦେବପୁର,୨୯ା୩(ନାରାୟଣ ପ୍ରସାଦ ବାରିକ୍‌): ଭଦ୍ରକ ଜିଲା ବାସୁଦେବପୁର ବିଜେଡି ଶିବିର ଏବେ ଚଳଚଞ୍ଚଳ ହୋଇପଡ଼ିଛି। ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପୁନର୍ବାର ଏହି ନିର୍ବାଚନ ମଣ୍ଡଳୀରୁ ବିଜେଡି ପ୍ରାର୍ଥୀ ଭାବେ ଦଳ ପକ୍ଷରୁ ଘୋଷଣା ହେବା ପରେ ବିଜେଡି ଶିବିରରେ...

ଆଲିଆଙ୍କ ମହଙ୍ଗା ନେକଲେସ

ମୁମ୍ବାଇ: ନିକଟରେ ଲଣ୍ଡନରେ ଆୟୋଜିତ ହୋପ ଗାଲା କାର୍ଯ୍ୟକ୍ରମରେ ବଲିଉଡ ଅଭିନେତ୍ରୀ ଆଲିଆ ଭଟ୍ଟ ଯୋଗ ଦେଇଥିଲେ। ଆଲିଆ ନିଜେ ଏହି କାର୍ଯ୍ୟକ୍ରମ ହୋଷ୍ଟ କରିଥିଲେ। ଭାରତରେ ଅବହେଳିତ କିଶୋରମାନଙ୍କ ପାଇଁ ପାଣ୍ଠି ସଂଗ୍ରହ ପାଇଁ ସଲାମ ବମ୍ବେ ଫାଉଣ୍ଡେସନ...

ପ୍ରତି ନିର୍ବାଚନରେ ବଢିଚାଲିଛି ଖର୍ଚ୍ଚ ସୀମା, ଲୋକ ସଭା ନିର୍ବାଚନରେ ଏତେ ଲକ୍ଷ ଟଙ୍କା ଖର୍ଚ୍ଚ କରନ୍ତି ପ୍ରାର୍ଥୀ

ନୂଆଦିଲ୍ଲୀ,୨୯।୩: ଲୋକ ସଭା ନିର୍ବାଚନ ୨୦୨୪ର ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ନିର୍ବାଚନ ପ୍ରକ୍ରିୟା ମଧ୍ୟରେ ନିର୍ବାଚନ କମିଶନରଙ୍କ ଦାୟିତ୍ୱ ରହିଥାଏ କି କ୍ଷମତାସୀନ ଦଳ ଓ ପ୍ରାର୍ଥୀଙ୍କ ଦ୍ୱାରା କରାଯାଉଥିବା ଖର୍ଚ୍ଚର ସୀମା ନିର୍ଦ୍ଧାରଣ କରିବା। ନିର୍ବାଚନ କମିଶନର...

କଂଗ୍ରେସ ଏହି ଖୁସିକୁ ସହି ପାରିଲା ନାହିଁ, କାହିଁକି ଏମିତି କହିଲେ କଙ୍ଗନା

ଶିମଲା,୨୯।୩: ହିମାଚଳ ପ୍ରଦେଶର ମଣ୍ଡି ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ତଥା ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତଙ୍କୁ ନେଇ କଂଗ୍ରେସ ମୁଖପାତ୍ର ସୁପ୍ରିୟା ଶ୍ରୀନେତ ଦେଇଥିବା ମନ୍ତବ୍ୟ ଉପରେ ଅଭିନେତ୍ରୀ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ମଣ୍ଡିର...

ଆଜି ଗୁଡ୍‌ ଫ୍ରାଇଡେ: ବାଇବେଲ ପାଠକରି ସାମୂହିକ ପ୍ରାର୍ଥନା କଲେ ଶ୍ରଦ୍ଧାଳୁ

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ ): ଆଜି ଗୁଡ୍‌ ଫ୍ରାଇଡେ। ଏହାକୁ ଶ୍ରଦ୍ଧାଳୁମାନେ ରୀତିନୀତି ଅନୁସାରେ ପାଳନ କରିଛନ୍ତି। ଯିଶୁଖ୍ରୀଷ୍ଟଙ୍କୁ ଆଜିର ଦିନରେ କାଲବରୀ ନାମକ ଏକ ପାହାଡ଼ ଉପରେ ଏକ କାଠ କୃଶରେ ବିଦ୍ଧ କରାଯାଇଥିଲା। ତେବେ ଯିଶୁଙ୍କୁ ଯେଉଁମାନେ...

କଂଗ୍ରେସ ପରେ ବଢିଲା ଏହି ଦଳର ମୁଣ୍ଡବ୍ୟଥା, ଆୟକର ବିଭାଗରୁ ମିଳିଲା ନୋଟିସ

ନୂଆଦିଲ୍ଲୀ,୨୯।୩: କଂଗ୍ରେସ ପରେ ଏବେ ଅନ୍ୟ ଏକ ଦଳର ସମସ୍ୟା ବଢିଥିବା ସୂଚନା ମିଳିଛି। ଏହି ପାର୍ଟିକୁ ଆୟକର ବିଭାଗ ପକ୍ଷରୁ ଏକ ନୋଟିସ ମଧ୍ୟ ମିଳିଛି। ଘଟଣା ହେଲା କମ୍ୟୁନିଷ୍ଟ ପାର୍ଟି ଅଫ ଇଣ୍ଡିଆ (ସିପିଆଇ) ଏହି ବିଜ୍ଞପ୍ତି...

ପିଲାଙ୍କୁ କେତେ ବୟସରେ ବ୍ରଶ କରାଇବା କଥା ତାହା ଜାଣନ୍ତି ନାହିଁ ୯୦ ପ୍ରତିଶତ ମାତାପିତା

ନୂଆଦିଲ୍ଲୀ: ଯଦି ଆପଣଙ୍କର ୬ମାସର ଶିଶୁର ପାଟିରେ ଏକ ଦାନ୍ତ ଉଠିଛି ଏବଂ କେହି ଆପଣଙ୍କୁ ପ୍ରତିଦିନ ବ୍ରଶ ସାହାଯ୍ୟରେ ଶିଶୁର ଦାନ୍ତ ସଫା କରିବାକୁ କୁହନ୍ତି । ସେତେବେଳେ ଆପଣ ଅନୁଭବ କରିବ ଯେ ସେ ନିଶ୍ଚୟ ଭାବେ...