ଖେଳ |

ଶୁଟିଂ ବିଶ୍ୱକପ: ୫୦ଟି ଆଫ୍ରିକୀୟ ରାଷ୍ଟ୍ରକୁ ସିଧାପ୍ରସାରଣ

ଶୁଟିଂ ବିଶ୍ୱକପ: ୫୦ଟି ଆଫ୍ରିକୀୟ ରାଷ୍ଟ୍ରକୁ ସିଧାପ୍ରସାରଣ

ନୂଆଦିଲ୍ଲୀ, ୧୭ା୨ (ପି.ଟି.)-ଆସନ୍ତା ସିଜନ  ଓପନିଂ  ଶୁଟିଂ ବିଶ୍ୱକପ୍‌  ନୂଆଦିଲ୍ଲୀରେ ହେବ। ଏଥିରେ ୧୬ଟି ଅଲିମ୍ପିକ୍ସ କୋଟା ପୂରଣ ହେବାକୁ ଥିବା ବେଳେ ୫୦ଟି ଆଫ୍ରିକୀୟ ରାଷ୍ଟ୍ରକୁ ସିଧାପ୍ରସାରଣ ବ୍ୟବସ୍ଥା  କରାଯାଇଛି।  ଶୁଟିଂ ବିଶ୍ୱକପ୍‌ ଫେବୃୟାରୀ ୨୧ରୁ ୨୮ ପର୍ଯ୍ୟନ୍ତ  ଡକ୍ଟର କାର୍ନି ସିଂ ଶୁଟିଂ ରେଞ୍ଜ୍‌ ହେବ।  ସୋନି ପିକଚର୍ସ ନେଟ୍‌ଓ୍ବର୍କ ଏହାର ସିଧା ପ୍ରସାରଣ କରିବ। ଏନେଇ ଏକ ଚୁକ୍ତି ସ୍ବାକ୍ଷରିତ ହୋଇ ସାରିଛି। ଆଫ୍ରିକା ମହାଦେଶରେ ସୁପରସ୍ପୋଟର୍‌ସ ନେଟଓ୍ବର୍କ ସହାୟତାରେ ଇଭେଣ୍ଟର ସିଧା ପ୍ରସାରଣ ହେବ।  ଭାରତରେ ସୋନି ବ୍ୟତୀତ ଦୂରଦର୍ଶନ ଏହି ଇଭେଣ୍ଟର ସିଧାପ୍ରସାରଣ କରିବ। ନ୍ୟାଶନାଲ ରାଇଫଲ ଆସୋସିଏଶନ ଅଫ୍‌ ଇଣ୍ଡିଆ (ଏନଆର୍‌ଏଆଇ) ସଭାପତି  ତଥା ଆୟୋଜକ କମିଟି ମୁଖ୍ୟ ରଣଧୀର ସିଂ ଏହି ସୂଚନା ଦେଇଛନ୍ତି।

All Right Reserved By

ଖେଳ |

ମଲିଙ୍ଗାଙ୍କ ଅବସର ଘୋଷଣା

ମଲିଙ୍ଗାଙ୍କ ଅବସର ଘୋଷଣା

ସେଞ୍ଚୁରିଆନ,୨୩।୩(ଏଏଫ୍‌ପି)- ଶ୍ରୀଲଙ୍କା ସୀମିତ ଓଭର କ୍ରିକେଟ ଦଳର ଅଧିନାୟକ ଲସିଥ ମଲିଙ୍ଗା ଆଗାମୀ ବର୍ଷ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପରେ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ନ୍ୟାସ ନେବେ। 

ଟି୨୦ ସିରିଜ ଜିତିଲା ଦକ୍ଷିଣ ଆଫ୍ରିକା

ଟି୨୦ ସିରିଜ ଜିତିଲା ଦକ୍ଷିଣ ଆଫ୍ରିକା

ସେଞ୍ଚୁରିଆନ,୨୩।୩(ଏଏଫ୍‌ପି)- ଦିନିକିଆ ପରେ ଶ୍ରୀଲଙ୍କା ବିପକ୍ଷ ଟି୨୦ ସିରିଜ୍‌କୁ ଦକ୍ଷିଣ ଆଫ୍ରିକା ଦଳ ଆଗୁଆ ଜିତି ନେଇଛି। 

ଆଇପିଏଲରେ ବଡ ଝଟକା: ଖେଳି ନ ପାରନ୍ତି କୋହଲି

ଆଇପିଏଲରେ ବଡ ଝଟକା: ଖେଳି ନ ପାରନ୍ତି କୋହଲି

ନୂଆଦିଲ୍ଲୀ, ୨୩।୩: ଆଜିଠୁ ଆରମ୍ଭ ହେବ ଆଇପିଏଲ ମହାସମର।  ଏହାପୂର୍ବରୁ ବିରାଟ କୋହଲି ପ୍ରଶଂସକଙ୍କ ପାଇଁ ବଡ ଝଟକା ଲାଗିଛି। 

‘କୋହଲିଙ୍କ ରାଗକୁ ଡର ଲାଗେ’

‘କୋହଲିଙ୍କ ରାଗକୁ ଡର ଲାଗେ’

ନୂଆଦିଲ୍ଲୀ,୨୩।୩(ପିଟି)- ବିସ୍ଫୋରକ ବ୍ୟାଟିଂ ପାଇଁ ଜଣାଶୁଣା ରିଷଭ ପନ୍ତ କାହାରିକୁ ଡରନ୍ତି ନାହିଁ।

ବିରାଟ କୋହଲିଙ୍କ ରାଗକୁ ଡରୁଛନ୍ତି ଏହି କ୍ରିକେଟର୍‌

ବିରାଟ କୋହଲିଙ୍କ ରାଗକୁ ଡରୁଛନ୍ତି ଏହି କ୍ରିକେଟର୍‌

ନୂଆଦିଲ୍ଲୀ, ୨୩।୩: ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କ ପ୍ରଶଂସକ କେବଳ ଦେଶରେ ନୁହେଁ, ବିଦେଶରେ ବି ରହିଛି ଅନେକ ଖ୍ୟାତି। 

ମୁମ୍ବାଇ ଇଣ୍ଡିଆନ୍ସକୁ ଶକ୍ତ   ଧକ୍କା

ମୁମ୍ବାଇ ଇଣ୍ଡିଆନ୍ସକୁ ଶକ୍ତ ଧକ୍କା

ମୁମ୍ବାଇ,୨୩।୩- ଆଇପିଏଲ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସକୁ ପୁଣି ଏକ ଝଟ୍‌କା ଲାଗିଛି। ନ୍ୟୁଜିଲାଣ୍ଡ ପେସର ଆଡାମ ମିଲନେ ଆଗାମୀ ସିଜନରୁ ଓହରି ଯାଇଛନ୍ତି। 

ଆକ୍ରମଣରୁ ବର୍ତ୍ତିବା ପରେ ବିବାହ କଲେ ବାଂଲାଦେଶ କ୍ରିକେଟର

ଆକ୍ରମଣରୁ ବର୍ତ୍ତିବା ପରେ ବିବାହ କଲେ ବାଂଲାଦେଶ କ୍ରିକେଟର

ଢାକା,୨୩।୩(ପିଟି)- ନିକଟରେ ନ୍ୟୁଜିଲାଣ୍ଡରେ ସଂଘଠିତ ଆତଙ୍କବାଦୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିବା ପରେ ବାଂଲାଦେଶ ଦୁଇ କ୍ରିକେଟର ବିବାହ କରିଛନ୍ତି।

ଆଜିଠୁ ଆଇପିଏଲ: ଜାଣନ୍ତୁ ଚଳିତ ଆଇପିଏଲର ୫ଟି ଖାସ୍‌ କଥା

ଆଜିଠୁ ଆଇପିଏଲ: ଜାଣନ୍ତୁ ଚଳିତ ଆଇପିଏଲର ୫ଟି ଖାସ୍‌ କଥା

ଖେଳ ସହ ମନୋରଞ୍ଜନର ମାଧ୍ୟମ ତଥା ଭାରତୀୟ କ୍ରିକେଟର ସବୁଠୁ ବଡ଼ ପର୍ବ ଆଇପିଏଲ ଆଜିଠାରୁ ଆରମ୍ଭ ହେବ। 

କ୍ଷୀର ପିଇ ପଡିଆକୁ ଆସୁଥିଲେ ଏହି ଖେଳାଳି: ବ୍ୟାଟରୁ ହେଉଥିଲା ଚୌକା-ଛକା ବର୍ଷା

କ୍ଷୀର ପିଇ ପଡିଆକୁ ଆସୁଥିଲେ ଏହି ଖେଳାଳି: ବ୍ୟାଟରୁ ହେଉଥିଲା ଚୌକା-ଛକା ବର୍ଷା

ଟିମ ଇଣ୍ଡିଆର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ ବୀରେନ୍ଦ୍ର ସେହଓ୍ବାଗଙ୍କୁ ‘ନଜଫଗଡର ନବାବ’ କୁହାଯାଏ। ଏମିତି ବି କ୍ରିକେଟ ଦୁନିଆରେ ସଚିନ ତେନ୍ଦୁଲକରଙ୍କୁ ପ୍ରଶଂସକ ‘ଭଗବାନ’ କହୁଥିବା ବେଳେ, ବୀରୁଙ୍କ ବିସ୍ଫୋରକ ବ୍ୟାଟିଂକୁ ଭୁଲି ପାରି ନାହାନ୍ତି। 

ରେକର୍ଡ କହୁଛି ଜିତିବ ସିଏସ୍‌କେ

ରେକର୍ଡ କହୁଛି ଜିତିବ ସିଏସ୍‌କେ

ଚେନ୍ନାଇ,୨୨।୩- ସ୍ଥାନୀୟ ଏମ୍‌. ଚିଦାମ୍ବରମ ଷ୍ଟାଡିୟମ୍‌ରୁ ଆଇପିଏଲ-୧୨ ଆରମ୍ଭ ହେବାକୁ ଯାଉଛି।

ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ ସିଏସ୍‌କେ

ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ ସିଏସ୍‌କେ

ଇଣ୍ଡିଆନ ପ୍ରିମିୟର ଲିଗ୍‌ର ୧୨ତମ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏଥିରେ ଖେଳିବାକୁ ଥିବା ଦଳମାନଙ୍କ ମଧ୍ୟରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ହେଉଛି ସବୁଠୁ ବୟୋଜ୍ୟେଷ୍ଠ ଖେଳାଳିଙ୍କ ଦଳ। 

ଶୀର୍ଷରେ ସ୍ମୃତି ମନ୍ଧାନା, ଝୁଲନ ଗୋସ୍ବାମୀ

ଶୀର୍ଷରେ ସ୍ମୃତି ମନ୍ଧାନା, ଝୁଲନ ଗୋସ୍ବାମୀ

ଦୁବାଇ,୨୨।୩-ଭାରତୀୟ ଓପନର ସ୍ମୃତି ମନ୍ଧାନା ଓ ଫାଷ୍ଟ ବୋଲର ଝୁଲନ ଗୋସ୍ବାମୀ ମହିଳା ବ୍ୟାଟ୍ସଓମ୍ୟାନ ଓ ବୋଲରଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। 


Model This Week

ଚନ୍ଦନ, ସରିତା, ସୁଶିଲ, ସଙ୍ଘମିତ୍ରା