ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହାର ବିଚାର କରି...

ବିଜିୟୁରେ ୩ ଦିନିଆ ଜାତୀୟ କର୍ମଶାଳା

ଭୁବନେଶ୍ୱର,୧୯।୩: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ), ନିଆଦିଲ୍ଲୀର କନ୍‌ସୋର୍ଟିୟମ ଫର୍‌ ଏଜୁକେଶନାଲ କମ୍ୟୁନିକେଶନ (ସିଇସି) ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ ଅଧୀନ ଇଣ୍ଟର ୟୁନିଭରସିଟି ସେଣ୍ଟର ଫର୍‌ ୟୁଜିସିର ମିଳିତ ସହଯୋଗରେ...

ବର୍ଷା ପୂର୍ବରୁ ଲୁଣା, କରାଣ୍ଡିଆ ବନ୍ଧ ସୁଦୃଢ଼ ଦାବି

କେନ୍ଦ୍ରାପଡ଼ା,୧୯ା୩ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଜିଲାର ଲୁଣା ଓ କରାଣ୍ଡିଆ ଦ୍ୱୀପାଞ୍ଚଳରେ ଥିବା ୧୩ ରାଜସ୍ବ ଗ୍ରାମ ସ୍ବାଧୀନତାର ୭୬ ବର୍ଷ ପରେ ମଧ୍ୟ ଅବହେଳିତ ଅବସ୍ଥାରେ ଅଛି। ସହରଠାରୁ ୧୦ କି.ମି. ଦୂରରେ ଥିବା ଏହି ଦ୍ୱୀପାଞ୍ଚଳରେ ଶିକ୍ଷା, ସ୍ବାସ୍ଥ୍ୟ,...

ବଜାରରେ ହାୟର ଇଣ୍ଡିଆର ନୂତନ ଉତ୍ପାଦ ରେଞ୍ଜ

ଭୁବନେଶ୍ୱର,୧୯।୩: ଦେଶର ପ୍ରମୁଖ ଆପ୍ଲାଏନ୍ସ ବ୍ରାଣ୍ଡ୍‌ ତଥା ହାୟର ଆପ୍ଲାଏନ୍ସ ଇଣ୍ଡିଆର ନୂତନ ଉତ୍ପାଦ ରେଞ୍ଜ ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି କ୍ରମାଗତ ଭାବେ ୧୫ ବର୍ଷ ଧରି ଭାରତୀୟ ପ୍ରମୁଖ ଉପକରଣ ବ୍ରାଣ୍ଡ୍‌ ଭାବେ କମ୍ପାନୀ ୨୦ତମ ପୂର୍ତ୍ତି...

ମିଭାନ ସାମନ୍ତରାୟ ଜିତିଲେ ‘ହାର୍‌ଲେ ଡେଭିଡ୍‌ସନ’

ଭୁବନେଶ୍ୱର,୧୯।୩: ଓଡ଼ିଶାର ସର୍ବବୃହତ୍‌ ଶାଢ଼ି ଏବଂ ଗାର୍ମେଣ୍ଟ୍‌ସ ଶୋ’ରୁମ ‘ଶ୍ରୀଦୁର୍ଗା’ ଫ୍ୟାମିଲି ଷ୍ଟୋର ପକ୍ଷରୁ ଆୟୋଜିତ ଲକି ଡ୍ର କାର୍ଯ୍ୟକ୍ରମରେ ଭୁବନେଶ୍ୱରର ମିଭାନ ସାମନ୍ତରାୟ ଭାଗ୍ୟଶାଳୀ ବିଜେତା ହୋଇଛନ୍ତି। ଉଲ୍ଲେଖଯୋଗ୍ୟ, ୨୦୨୩ ଦୁର୍ଗାପୂଜାରେ ଆରମ୍ଭ ହୋଇଥିବା ଲକି ଡ୍ର’ଅଫର୍‌ର ବିଜେତାଙ୍କ...

ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା: ତୃତୀୟ ସ୍ଥାନରେ ଓଡ଼ିଆ ଅଫିସର ମନ୍ଦାକିନୀ

ଭୁବନେଶ୍ୱର, ୧୯।୩ (ବନ୍ଦନା ସେଠୀ): ଚତୁର୍ଥ ଜାତୀୟ ମହିଳା ଯୋଗାସନ ପ୍ରତିଯୋଗିତା ଉତ୍ତର ପ୍ରଦେଶର ଆମ୍ରୋହାଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଦେଶର ପ୍ରାୟ ୫ଶହ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ। ତେବେ ପ୍ରତିଯୋଗିତାରେ ବରିଷ୍ଠ ‘କ’ ବିଭାଗ (୨୮ରୁ ୩୫ବର୍ଷ) ବର୍ଗରେ...

୨ ବ୍ୟାଙ୍କରେ ଜମାହେବ ଶ୍ରୀମନ୍ଦିର ପାଣ୍ଠିର ୩୯ କୋଟି ୨୨ ଲକ୍ଷ

ପୁରୀ, ୧୯ା୩(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସୋମବାର ଶ୍ରୀମନ୍ଦିର ଅର୍ଥ ସବ୍‌କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଭକ୍ତଙ୍କ ଦାନ ଅର୍ଥ ତଥା ଶ୍ରୀମନ୍ଦିର ପାଣ୍ଠି ଅର୍ଥ ଡିପୋଜିଟ ନେଇ ବୈଠକରେ ବିଡିଂ କରାଯାଇଥିଲା। ଦୁଇଟି ବ୍ୟାଙ୍କ୍‌ରେ ଶ୍ରୀମନ୍ଦିର ଉନ୍ନୟନ ପାଣ୍ଠିର...

ଏଇ ଭାରତରେ

ସରକାରୀ ସ୍କୁଲରେ ପିଲା ସଂଖ୍ୟା କମିବା ଏବେ ଚିନ୍ତାର କାରଣ ହେଉଛି। ଏଥିରେ ସୁଧାର ଆଣିବା ଲାଗି ସରକାର ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ତଥାପି ସଫଳତା ଆଶାନୁରୂପ ହୋଇପାରୁନାହିଁ। କିନ୍ତୁ ମଧ୍ୟପ୍ରଦେଶର ନାଗପୁର-ଛିନ୍ଦଓ୍ବାଡା ରାସ୍ତାକଡ଼ରେ ଥିବା ଉମରାନାଳାସ୍ଥିତ ସରକାରୀ...

ଦଶପଲ୍ଲାରେ ଏମ୍‌ଆର୍‌ଏଫ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ

ଭୁବନେଶ୍ୱର,୧୯।୩ (ଅଭୟ ଦାଶ): ଦେଶର ପ୍ରମୁଖ ବହୁରାଷ୍ଟ୍ରୀୟ ଟାୟାର ଉତ୍ପାଦକ କମ୍ପାନୀ ଏମ୍‌ଆର୍‌ଏଫ୍‌ ଲିମିଟେଡର ଏକ୍ସକ୍ଲୁସିଭ ଆଉଟଲେଟ ‘ଆଶୁତୋଷ ଟାୟାର୍ସ’ ସୋମବାର ନୟାଗଡ଼ର ଦଶପଲ୍ଲାସ୍ଥିତ ହରିଡାବାରିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ ଏମ୍‌ଆର୍‌ଏଫ୍‌ ଲିମିଟେଡ ଓଡ଼ିଶା (ଭୁବନେଶ୍ୱର) ୟୁନିଟର ଜିଲା...

ବାପା କେବେ କାନ୍ଦନ୍ତିନି

ଡ. ନରେନ୍ଦ୍ର ସେଠୀ ସବୁ ପିଲାଙ୍କୁ ବାପା ସୁପର ହିରୋ ଲାଗନ୍ତି। ଯାତର ମହଙ୍ଗା ଖେଳନା, ସେକେଣ୍ଡହାଣ୍ଡ ସାଇକେଲ, ହୋଲିର ପିଚକାରି, ଜନ୍ମ ଦିନର ଜାମା ସବୁ ବାପା ଯୋଗାଡ଼ କରିପାରନ୍ତି, କିଛି ବି ତାଙ୍କ ଅପହଞ୍ଚ ଇଲାକାରେ ଅସମ୍ଭବ...

ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି: ପ୍ରକାଶ ରାଜ

ମେଙ୍ଗାଲୁରୁ,୧୯ା୩: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ଏବଂ ଆୟକର ବିଭାଗ ରାଡାରରେ ଥିବା କର୍ପୋରେଟ୍‌ କମ୍ପାନୀ ଓ ବ୍ୟବସାୟୀମାନଙ୍କଠାରୁ ଇଲେକ୍ଟୋରାଲ ବଣ୍ଡ୍‌ ଜରିଆରେ ଭାଜପା ବିପୁଳ ଅର୍ଥ ଦାନ ଆକାରରେ ଗ୍ରହଣ କରିଛି। ଏହା ବିଶ୍ୱର ସର୍ବବୃହତ୍‌ ଦୁର୍ନୀତି ବୋଲି ଲୋକପ୍ରିୟ...

ଆଦିବାସୀଙ୍କ ବିକାଶକୁ ପ୍ରାଥମିକତା ଦେଇଛୁ: ବିଜେଡି

ଭୁବନେଶ୍ୱର,୧୯ା୩(ଅନିଲଦାସ):ଆଦିବାସୀ ସମ୍ପ୍ରଦାୟ ଓଡ଼ିଶା ରାଜ୍ୟ ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ସେମାନେ ଅନନ୍ୟ ସଂସ୍କୃତି, ଜୀବନଶୈଳୀର ପ୍ରତିନିଧିତ୍ୱ କରନ୍ତି। ଉଦ୍ଭିଦର ଔଷଧୀୟ ଦିଗ ସମେତ ଜଙ୍ଗଲ ଏବଂ ବନଜାତ ଦ୍ରବ୍ୟ ବିଷୟରେ ଅନେକ ପ୍ରକାରର ଅନନ୍ୟ ଜ୍ଞାନର ଭଣ୍ଡାର ଅଟନ୍ତି...

ଅର୍ଥନୀତି ଓ ପରିବେଶ

ଡ. ଜୟକୃଷ୍ଣ ପାଣିଗ୍ରାହୀ ଅର୍ଥନୀତି ହେଉଛି ଦ୍ରବ୍ୟ ଓ ସେବା ଉତ୍ପାଦନ, ବଣ୍ଟନ ଏବଂ ବ୍ୟବହାରର ଏକ ବ୍ୟବସ୍ଥା, ଯାହା ପରିଶେଷରେ ଏକ ଗୋଷ୍ଠୀ ମଧ୍ୟରେ ସମ୍ବଳର ବିତରଣକୁ ନିର୍ଦ୍ଧାରିତ କରେ। ଏହା ସାଧାରଣତଃ ଅଞ୍ଚଳଭିତ୍ତିକ ହୋଇଥାଏ, ଯେପରିକି ଏକ...

ଆଜି ଉମରକୋଟ ଗସ୍ତରେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର): ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ମଙ୍ଗଳବାର ନବରଙ୍ଗପୁର ଜିଲା ଉମରକୋଟକୁ ଦିନିକିଆ ଗସ୍ତରେ ଆସୁଛନ୍ତି। ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦ ବର୍ଷର ଉପଲବ୍ଧିକୁ ଘରେ ଘରେ ପହଞ୍ଚାଇବା ସହ ମୋଦିଙ୍କ ଯୋଜନାରୁ ବଞ୍ଚିତ ଥିବା...

ଦୁର୍ଘଟଣାରେ ଆହତ ଅଭିନେତ୍ରୀ ଅରୁନ୍ଧତୀ ଭେଣ୍ଟିଲେଟରରେ

ଚେନ୍ନାଇ,୧୯।୩: ‘ସୈତାନ’ ଫିଲ୍ମରେ ଅଭିନୟ କରି ଖ୍ୟାତି ଅର୍ଜନ କରିଥିବା ତାମିଲ ଅଭିନେତ୍ରୀ ଅରୁନ୍ଧତୀ ନାୟାର ଦୁର୍ଘଟଣାରେ ଗୁରୁତର ହୋଇ ଭେଣ୍ଟିଲେଟର ସପୋର୍ଟରେ ରହିଛନ୍ତି। ଗତ ୧୪ ତାରିଖରେ ସେ ତାଙ୍କ ଭାଇ ସହ ବାଇକ୍‌ରେ ଚେନ୍ନାଇ-କୋଭାଲମ୍‌ ବାଇପାସ୍‌ ରୋଡ୍‌ରେ...

ଶ୍ରମିକ ଅସୁରକ୍ଷିତ

ଯାଜପୁର ଜିଲା ଧର୍ମଶାଳା ତହସିଲ ଅଞ୍ଚଳର ଶିବଶକ୍ତି ଷ୍ଟୋନ୍‌ କ୍ରଶରରେ ଚକା ବେଲ୍ଟ ଛିଣ୍ଡି ୧୭ ମାର୍ଚ୍ଚରେ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିବା ସହ ଅନ୍ୟଜଣେ ଗୁରୁତର ଆହତ ହୋଇଥିଲେ। ମୃତକ ଶ୍ୟାମସୁନ୍ଦର ହଁାସଦା ଓ ଆହତ ଅନିଲ ସୋରେନଙ୍କ...

ଦୈବୀଶକ୍ତି ବନାମ ଅସୁର ଶକ୍ତି

ହାଇଦ୍ରାବାଦ/ନୂଆଦିଲ୍ଲୀ,୧୯ା୩: ଇଣ୍ଡିଆ ବ୍ଲକ୍‌ର ଇସ୍ତାହାର କେବଳ ‘ଶକ୍ତି’କୁ ଶେଷ କରିଦେବା ଉପରେ ଗୁରୁତ୍ୱ ଦେଉଛି। ଏହି ଲଢ଼େଇ ଦୁଇଟି ପକ୍ଷ ମଧ୍ୟରେ ଚାଲିଛି। ଗୋଟିଏ ପକ୍ଷ ‘ଶକ୍ତି’କୁ ଧ୍ୱଂସ କରିଦେବାକୁ ଚାହୁଁଥିବାବେଳେ ଅନ୍ୟ ପକ୍ଷ ଶକ୍ତିକୁ ‘ଦୈବୀଶକ୍ତି’ ବିବେଚନା କରି...

ସୁପ୍ତରୁ ସକ୍ରିୟ ହେଲା କଂଗ୍ରେସ

ସମ୍ବଲପୁର,୧୯ା୩(ପ୍ରମୋଦ ବହିଦାର):ସମ୍ବଲପୁର ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ କୌଣସି ଦଳ ପକ୍ଷରୁ ପ୍ରାର୍ଥୀଙ୍କ ନାମ ନିଶ୍ଚିତ ହୋଇ ପାରିନାହିଁ। ତିନି ପ୍ରମୁଖ ଦଳ ବିଜେଡି, ଭାଜପା ଓ କଂଗ୍ରେସ ଦଳରେ ଏକାଧିକ ଟିକେଟ୍‌ ଆଶାୟୀ । ତେବେ ନିର୍ବାଚନୀ ଇସ୍ତାହାର ‘କଂଗ୍ରେସର...

ପ୍ରାର୍ଥୀ ଚୟନ ନେଇ ଆଗେଇଲେ ବିଜେଡି, ଭାଜପା

ଭୁବନେଶ୍ୱର, ୧୯।୩(ସୁନିତ୍‌ ମିଶ୍ର):୨୦୨୪ ସାଧାରଣ ନିର୍ବାଚନ ପାଇଁ ତାରିଖ ଘୋଷଣା ହେବାର ଦୁଇ ଦିନ ପରେ ବିଜେଡି ଶୀର୍ଷ ନେତୃତ୍ୱ ଲୋକ ସଭା ନିର୍ବାଚନମଣ୍ଡଳୀଓ୍ବାରି ସାଙ୍ଗଠନିକ ଆଲୋଚନା ଆରମ୍ଭ କରିଦେଇଛନ୍ତି। ସୋମବାର ପୂର୍ବାହ୍ନ ୧୧ଟାରେ ନବୀନ ନିବାସରେ ପୁରୀ ଲୋକ...

କଳା କଲରାପତରିଆ ବାଘୁଣୀ ସହିତ ଯାଆଁଳା ଛୁଆ: କ୍ୟାମେରାରେ କଏଦ

ଭୁବନେଶ୍ୱର, ୧୯।୩(ଅସମାପିକା ସାହୁ):ରାଜ୍ୟରେ ପୁଣି ଦେଖାଯାଇଛି କଳା କଲରାପତରିଆ ବାଘ। ଏଥର କିନ୍ତୁ ମା’ ସହ ଛୁଆକୁ ଦେଖିବାକୁ ମିଳିଛି। କେନ୍ଦ୍ରୀୟ ଓଡ଼ିଶାର ଏକ ଜଙ୍ଗଲରେ କ୍ୟାମେରାରେ କଏଦ ହୋଇଛି ଏହି ଦୃଶ୍ୟ। ଏକ କଳା କଲରାପତରିଆ ବାଘୁଣୀ ସହିତ...