ଜୀବନଚର୍ଯ୍ୟା

ଘରେ ମନିପ୍ଲାଣ୍ଟ ଲଗାଉଥିଲେ ଜାଣିନିଅନ୍ତୁ ଏହି କଥା...

ଘରେ ମନିପ୍ଲାଣ୍ଟ ଲଗାଉଥିଲେ ଜାଣିନିଅନ୍ତୁ ଏହି କଥା...

ଘରକୁ ସୁନ୍ଦର କରିବା ପାଇଁ ଲୋକେ ନିଜ ଘରେ ବିଭିନ୍ନ ପ୍ରକାରର ସୁନ୍ଦର ଗଛମାନ ଲଗାଇଥାନ୍ତି। ହେଲେ ଆପଣ ଜାଣିଛନ୍ତି କି, ବାସ୍ତୁ ଶାସ୍ତ୍ର ଅନୁସାରେ ଏଭଳି ଏକ ଗଛ ଅଛି ଯେଉଁଥିରେ ଘରର ସୁନ୍ଦରତା ବଢ଼ିବା ସହ ଆର୍ଥିକସ୍ଥିତି ମଧ୍ୟ ସ୍ବଚ୍ଛଳ ହେବ।

ଶୋଇବା ଶୈଳୀରୁ ଜାଣନ୍ତୁ ମହିଳାଙ୍କ ସ୍ବଭାବ

ଶୋଇବା ଶୈଳୀରୁ ଜାଣନ୍ତୁ ମହିଳାଙ୍କ ସ୍ବଭାବ

ପ୍ରତ୍ୟେକ ଲୋକଙ୍କ ଶୋଇବା ଶୈଳୀ ଭିନ୍ନ ପ୍ରକାରର। ନିଜ ନିଜ ହିସାବରେ ଶୋଇବାରେ ଆରାମ ମିଳିଥାଏ ବୋଲି ଅନେକଙ୍କ ବିଶ୍ୱାସ ରହିଛି।

ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଆପଣାନ୍ତୁ ଏହି ଉପାୟ

ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଆପଣାନ୍ତୁ ଏହି ଉପାୟ

ଖରାଦିନରେ ତ୍ୱଚାରେ ନାନା ସମସ୍ୟା ଦେଖା ଦେଇଥାଏ। ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ କିଛି ଉପାୟ। 

ହୃଦ୍‌ଘାତ ଭଳି ଅନେକ ରୋଗରୁ ରକ୍ଷା କରେ ଶଙ୍ଖ

ହୃଦ୍‌ଘାତ ଭଳି ଅନେକ ରୋଗରୁ ରକ୍ଷା କରେ ଶଙ୍ଖ

ଯଦିଓ ଶଙ୍ଖକୁ ହିନ୍ଦୁ ଧର୍ମ ସହ ଯୋଡ଼ା ଯାଇଛି, କିନ୍ତୁ ଏହାର ବୈଜ୍ଞାନିକ ମହତ୍ତ୍ୱ ଢେର୍‌ ଅଧିକ। ଏହାର ପ୍ରୟୋଗ ଦ୍ୱାରା ଅନେକ ସ୍ବାସ୍ଥ୍ୟବର୍ଦ୍ଧକ ଲାଭ ମିଳିଥାଏ। ଫୁସ୍‌ଫୁସ୍‌ଠାରୁ ନେଇ ଚକ୍ଷୁ ପର୍ଯ୍ୟନ୍ତ ବିଭିନ୍ନ ଶାରୀରିକ ସମସ୍ୟାରୁ ଏହା ରକ୍ଷା କରିଥାଏ। 

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି...

ଫୁସ୍‌ଫୁସ୍‌ର କାର୍ଯ୍ୟକୁ ସ୍ବାଭାବିକ କରେ ଏହି ପାଣି...

ସକାଳେ ଗୁଡ଼ପାଣି ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ। ଏହାକୁ ପିଇଲେ ଫୁସ୍‌ଫୁସ୍‌ର କାର୍ଯ୍ୟ ସ୍ବାଭାବିକ ହୋଇଥାଏ। ବାୟୁ ପ୍ରଦୂଷଣରେ ଏହା ଶରୀର ପାଇଁ ଏକ ସୁରକ୍ଷା ବଳୟ ସୃଷ୍ଟି କରିଥାଏ। ଏହାଦ୍ୱାରା ପାଚନ କ୍ରିୟା ମଧ୍ୟ ସ୍ବାଭାବିକ ହୋଇଥାଏ।

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ...

ପିଲାଙ୍କ ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଆପଣାନ୍ତୁ ଏହି ଉପାୟ...

ବ୍ୟାୟାମ ସ୍ବାସ୍ଥ୍ୟ ପକ୍ଷେ ହିତକର। ଛୋଟ ପିଲା ପ୍ରତିଦିନ ବ୍ୟାୟାମ କଲେ ସେମାଦଙ୍କର ସ୍ମରଣ ଶକ୍ତି ବୃଦ୍ଧି ପାଇଥାଏ। ବ୍ୟାୟାମ ସିଧାସଳଖ ପ୍ରଭାବ ମସ୍ତିଷ୍କର ହାଇପୋଥାଲାମସ୍‌ ଉପରେ ପଡ଼ିଥାଏ। 

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ...

ଡାଇବେଟିସ୍‌ ଉପଚାର ଏବେ ହାତ ପାଆନ୍ତାରେ...

ପ୍ରତିଦିନ ସକାଳେ ଅଧା କପ୍‌ ବିଟ୍‌   ରସ ପିଇଲେ ଅନେକ ଉପକାର ମିଳିଥାଏ।  ବିଟ୍‌ ରସ କୋଲେଷ୍ଟରଲସ୍ତର ହ୍ରାସ କରିଥାଏ। ଫଳରେ ହାର୍ଟ ଆଟାକ୍‌ ସମସ୍ୟାରୁ ମୁକ୍ତି ମିଳିଥାଏ। 

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ଖରାଦିନ ପାଇଁ ଉପକାରୀ ‘ପୁଦିନା’

ନିୟମିତ ରୂପେ ଆମେ ଖାଦ୍ୟରେ ପୁଦିନାର ବ୍ୟବହାର କରିଥାଉ। ଏହା ଖାଦ୍ୟର ସ୍ବାଦକୁ ଆହୁରି ବଢ଼ାଇ ଦେଇଥାଏ। ପୁଦିନାର ବହୁତ ଉପକାରୀ ଗୁଣ ବିଷୟରେ ସମେସ୍ତ ପ୍ରାୟ ଜାଣିଥିବେ। 

 ବ୍ରେକଅପ୍‌ ପରେ କରୁଛନ୍ତି କି ପ୍ୟାଚଅପ୍‌..! ଧ୍ୟାନ ଦିଅନ୍ତୁ ଏସବୁ ଉପରେ..

ବ୍ରେକଅପ୍‌ ପରେ କରୁଛନ୍ତି କି ପ୍ୟାଚଅପ୍‌..! ଧ୍ୟାନ ଦିଅନ୍ତୁ ଏସବୁ ଉପରେ..

ପ୍ରେମ ମଣିଷକୁ ଯେତିକି ଖୁସି ଦେଇଥାଏ, ବିଚ୍ଛେଦ ସେତିକି ଯନ୍ତ୍ରଣା ମଧ୍ୟ ଦେଇଥାଏ। ଆପଣ ଦେଖିଥିବେ ଅନେକ ସମୟରେ ପାର୍ଟନରଙ୍କ ମଧ୍ୟରେ କୌଣସି କାରଣକୁ ନେଇ ଝଗଡ଼ା ହୋଇଯାଏ। 

ଶରୀରରେ ଆଇରନ୍‌ ମାତ୍ରା ଠିକ୍‌ ରଖିବା ଜରୁରୀ, ଜାଣନ୍ତୁ ଖାଇବେ କ’ଣ..

ଶରୀରରେ ଆଇରନ୍‌ ମାତ୍ରା ଠିକ୍‌ ରଖିବା ଜରୁରୀ, ଜାଣନ୍ତୁ ଖାଇବେ କ’ଣ..

ଆଜିକାଲି ଅଧିକାଂଶ ମହିଳା କର୍ମଜୀବୀ। ସେମାନେ ପରିବାର ସହ କର୍ମକ୍ଷେତ୍ରକୁ ମଧ୍ୟ ପ୍ରାଧ୍ୟାନ୍ୟ ଦେଉଛନ୍ତି। ଏସବୁ ମଧ୍ୟରେ ଅନେକେ ନିଜର ଯତ୍ନ ନେବାକୁ ଭୁଲି ଯାଆନ୍ତି। ମାତ୍ର ମହିଳାମାନଙ୍କ ଶରୀରରେ ଆଇରନ୍‌ର ଠିକ୍‌ ମାତ୍ରା ରହିବା ଜରୁରୀ। 

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌...

କିଡ୍‌ନୀ ଷ୍ଟୋନ ସମସ୍ୟାରୁ ଦୂରେଇ ରହିବା ପାଇଁ ସକାଳେ ଏଥିରୁ ପିଅନ୍ତୁ ଅଧାଗ୍ଲାସ୍‌...

ସକାଳୁ ଲେମ୍ବୁପାଣି ପିଇଲେ ଅନେକ ଉପକାର ମିଳିଥାଏ । ଲେମ୍ବୁପାଣିରେ ପୋଟାସିୟମ୍‌, ଫୋଲେଟ୍‌, ଆଣ୍ଟି ଅକ୍ସିଡାଣ୍ଟ, ଭିଟାମିନ୍‌ ସି ଆଦି ତତ୍ତ୍ୱ ରହିଥାଏ। 

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌...

ହାର୍ଟ ଷ୍ଟ୍ରୋକରୁ ଦୂରେଇ ରହିବାକୁ ଚାହୁଁଛନ୍ତି ; ସପ୍ତାହରେ ୨ ଥର ପିଅନ୍ତୁ ଏହି ଜୁସ୍‌...

ଖାଦ୍ୟପେୟରେ ଅନିୟମିତତାଯୋଗୁ କେତେକଙ୍କଠାରେ ହାର୍ଟ ଆଟାକ୍‌ ସମସ୍ୟା ଦେଖାଦେଇଥାଏ। ତେବେ ସପ୍ତାହରେ ୨-୩ଥର ଡାଳିମ୍ବ ଜୁସ୍‌ ପିଇଲେ ଏହା ରକ୍ତ ସଞ୍ଚାଳନକୁ ସ୍ବାଭାବିକ କରିଥାଏ। 

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି...

ହରମୋନସ୍ତର ନିୟନ୍ତ୍ରଣ କରେ ଏହି ପାଣି...

ବ୍ୟସ୍ତବହୁଳ ଜୀବନଶୈଳୀରେ କେତେକଙ୍କଠାରେ ହରମୋନ ସମସ୍ୟା ଦେଖାଦେଇଥାଏ। ତେବେ ଏହି ସମସ୍ୟାରୁ ସହଜରେ କେତେକ ଘରୋଇ ଉପଚାର ଦ୍ୱାରା ମୁକ୍ତି ମିଳିଥାଏ।

ଏଲ୍‌ଏଚ୍‌ ଓ  ଏଫ୍‌ଏସ୍‌ଏଚ୍‌ର  ସନ୍ତୁଳିତ ସ୍ତର

ଏଲ୍‌ଏଚ୍‌ ଓ ଏଫ୍‌ଏସ୍‌ଏଚ୍‌ର ସନ୍ତୁଳିତ ସ୍ତର

ଏଫ୍‌ଏସ୍‌ଏଚ୍‌ (ଫଲିକିଲ ଷ୍ଟିମୁଲେଟିଂ ହରମୋନ) ଆସିଷ୍ଟେଟ ରିପ୍ରଡକ୍ଟିଭ ଟେକ୍ନୋଲୋଜି (ଏଆର୍‌ଟି)ରେ ଅଧିକ ବ୍ୟବହାର କରାଯାଇଥାଏ। ଫଲିକ ଷ୍ଟିମୁଲେଟିଂ ହରମୋନ ସହିତ ସିନର୍ଜିରେ ଏଲଏଚ ହରମୋନ ସାଧାରଣ ଫଲିକୁଲାର ବୃଦ୍ଧି ଓ ଓଲୁଭେଶନକୁ ଉତ୍ତେଜିତ କରିଥାଏ। 

ଘରର ମୁଖ୍ୟ ଦ୍ୱାର ଓ ବାସ୍ତୁଶାସ୍ତ୍ର

ଘରର ମୁଖ୍ୟ ଦ୍ୱାର ଓ ବାସ୍ତୁଶାସ୍ତ୍ର

 ସାମ୍ନାରେ କୌଣସି କଣ୍ଟାଜାତୀୟ ବୃକ୍ଷ ଲଗାନ୍ତୁ ନାହିଁ। ଏପରି ଗଛ ବାହାରେ ଲଗାଇବା ଦ୍ୱାରା ସବୁ ପଜିଟିଭ୍‌ ଏନର୍ଜି ବାହାରକୁ ପଳାଏ। ଏହା ସହ କଣ୍ଟାଜାତୀୟ ଫୁଲ କିମ୍ବା ଗଛ ଲଗାଇବା ଦ୍ୱାରା ଘରେ ରହୁଥିବା ସଦସ୍ୟଙ୍କ ମାନସିକ ସମସ୍ୟା ଦେଖାଯାଇପାରେ। 

କୁଲ୍‌  ଫୁଟ୍‌ଓ୍ବେର

କୁଲ୍‌ ଫୁଟ୍‌ଓ୍ବେର

ଶୀତ ହେଉ କି ଖରା ସବୁ ସିଜନ୍‌ରେ ଝିଅମାନେ ନିଜକୁ  ଅପ୍‌ଡେଟ୍‌ ରଖିବାକୁ ପସନ୍ଦ କରିଥାନ୍ତି। ଏଥିଲାଗି ଷ୍ଟାଇଲିଶ୍‌ ଲୁକ୍‌ ଦେଇଥାନ୍ତି। ଝିଅମାନଙ୍କ ଆସେସରିଜ୍‌ ମଧ୍ୟରୁ ଫୁଟ୍‌ଓ୍ବେର ଅନ୍ୟତମ, ଯାହା ନିଜର ରଙ୍ଗରୂପ ଓ ଷ୍ଟାଇଲ୍‌ ଦ୍ୱାରା ଆପଣଙ୍କୁ ଷ୍ଟାଇଲିଶ୍‌ କରିଥାଏ। 

ଡାଲ୍‌ ପନିର

ଡାଲ୍‌ ପନିର

ଏକ କଡ଼ାଇରେ ତେଲ ଗରମ କରି ପନିରକୁ ଭାଜନ୍ତୁ। ଭାଜି ହେଲାପରେ ପ୍ରେସରକୁକରରେ ତେଲ ପକାଇ ଶୁଖିଲା ଲଙ୍କା, ଲବଙ୍ଗ, ତେଜପତ୍ର, ଡାଲ୍‌ଚିନି ଓ ଇଲାଇଚି ପକାଇ ଛୁଙ୍କ କରନ୍ତୁ। 

ଟମାଟୋ ଫେସ୍‌ମାସ୍କ

ଟମାଟୋ ଫେସ୍‌ମାସ୍କ

ଟମାଟୋ ଆମ ଶରୀର ଲାଗି ବହୁତ ଉପାଦେୟ। ଏହା ମଧ୍ୟ ହିମୋଗ୍ଲୋବିନ୍‌ ବଢ଼ାଇବାରେ ସହାୟକ ହୁଏ। କିନ୍ତୁ ଆପଣ ଜାଣିଛନ୍ତି କି ଏହି ଟମାଟୋ ମୁହଁର ସୁନ୍ଦରତା 

ବଢ଼ାଇଥାଏ ? ଆଜ୍ଞା ହଁ , ଟମାଟୋରେ ପ୍ରସ୍ତୁତ ଫେସମାସ୍କ ମୁହଁର ସୌନ୍ଦର୍ଯ୍ୟକୁ ଦ୍ୱିଗୁଣିତ କରିବାରେ ସାହାଯ୍ୟ କରିଥାଏ। ତେବେ ଆସନ୍ତୁ ଜାଣିବା ଟମାଟୋରେ କିପରି ଫେସମାସ୍କ ବ୍ୟବହାର ସମ୍ପର୍କରେ..

ଗର୍ଭାବସ୍ଥାରେ ଏଭଳି ଶୋଇଲେ କ’ଣ ହେବ

ଗର୍ଭାବସ୍ଥାରେ ଏଭଳି ଶୋଇଲେ କ’ଣ ହେବ

ଗର୍ଭାବସ୍ଥାରେ ଗର୍ଭବତୀଙ୍କୁ ଶୋଇବାର କେତେକ ନିୟମ ପାଳନ କରିବାକୁ ପଡ଼ିଥାଏ। ଏହି ସମୟରେ ଡାହାଣ ପଟକୁ କଡ଼ ଲେଉଟାଇ ଶୋଇବାକୁ ବାରଣ କରାଯାଇଥାଏ। 

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଦିନରେ ଥରେ ଏହାକୁ ଖାଆନ୍ତୁ...

ସ୍ମରଣ ଶକ୍ତି ବଢ଼ାଇବା ପାଇଁ ଦିନରେ ଥରେ ଏହାକୁ ଖାଆନ୍ତୁ...

ନିତିଦିନିଆ ଜୀବନରେ ସୁସ୍ଥ ରହିବା ପାଇଁ ଉତ୍ତମ ଖାଦ୍ୟ ଅପରିହାର୍ଯ୍ୟ। କେତେକ ସ୍ବାସ୍ଥ୍ୟ ସମସ୍ୟାର ଉପଚାର ସହଜରେ ଘରୋଇ ପଦ୍ଧତିରେ ମଧ୍ୟ ସମ୍ଭବ ହୋଇପାରିଥାଏ। 

ଡାଇବେଟିସ୍‌ର ସହଜ ଉପଚାର ହାତ ପାଆନ୍ତାରେ...

ଡାଇବେଟିସ୍‌ର ସହଜ ଉପଚାର ହାତ ପାଆନ୍ତାରେ...

ଖାଦ୍ୟପେୟରେ ଅନିୟମିତତା ତଥା ପରିବର୍ତ୍ତିତ ଜୀବନଶୈଳୀ ଯୋଗୁ କେତେକଙ୍କଠାରେ ଡାଇବେଟିସ୍‌ ସମସ୍ୟା ଦେଖାଦେଇଥାଏ। ତେବେ ନିତିଦିନିଆ ଜୀବନରେ ଘରେ ହାତ ପାଆନ୍ତାରେ ଏହି ସମସ୍ୟାର ରହିଛି ଉପଚାର। 

ଖୁସି ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ ଫଳ

ଖୁସି ରହିବାକୁ ଚାହୁଁଥିଲେ ଖାଆନ୍ତୁ ଏସବୁ ଫଳ

ଓ୍ବାଶିଂଟନ: ଫଳ ଓ ପନିପରିବାକୁ ନିତିଦିନିଆ ଖାଦ୍ୟରେ ସାମିଲ କଲେ ଏହା ଶରୀରକୁ ସୁସ୍ଥ ରଖିଥାଏ ବୋଲି କୁହାଯାଏ। ହେଲେ ଏହା ମନକୁ ମଧ୍ୟ ପ୍ରଫୁଲ୍ଲ ରଖିଥାଏ ବୋଲି ନିକଟରେ କରାଯାଇଥିବା ଏକ ଗବେଷଣାରୁ ଜଣାପଡିଛି। 

କାନ ପାଇଁ  କ୍ଷତିକାରକ ଇଅରଫୋନ୍‌

କାନ ପାଇଁ କ୍ଷତିକାରକ ଇଅରଫୋନ୍‌

ଅଧିକାଂଶ ଯୁବପିଢ଼ିଙ୍କୁ ବିନା ମ୍ୟୁଜିକ୍‌ରେ ନିଦ ହୁଏ ନାହିଁ। ରାତିରେ ଇଅରଫୋନ୍‌ ଲଗାଇ ଗୀତ ଶୁଣୁ ଶୁଣୁ ନିଦ ଆସିଯାଇଥାଏ। ଅଧିକ ସମୟ ଇଅରଫୋନ୍‌ କାନରେ ଲଗାଇବା ଦ୍ୱାରା ଶ୍ରବଣଶକ୍ତି ପ୍ରଭାବିତ ହୋଇଥାଏ। ଏହାର ଖରାପ ପ୍ରଭାବ ମସ୍ତିଷ୍କ ଏବଂ ନିଦ ଉପରେ ମଧ୍ୟ ପଡ଼ିଥାଏ।

ନୂଆ କରି ଅଫିସ୍‌ ଜଏନ୍‌ କରୁଥିଲେ...

ନୂଆ କରି ଅଫିସ୍‌ ଜଏନ୍‌ କରୁଥିଲେ...

କୌଣସି ନୂଆ ଅଫିସ୍‌ରେ ଜଏନ୍‌ କରୁଥିଲେ କିଛିଟା ନିୟମ ପାଳନ କରିବା ଦ୍ୱାରା ଆପଣ ସମସ୍ତଙ୍କର ପ୍ରିୟଭାଜନ ହୋଇପାରିବା ସହ ଅଫିସ ପରିବେଶ ସହ ନିଜକୁ ଖାପ ଖୁଆଇ ପାରିବେ...