ଟେଷ୍ଟ ଡ୍ରାଇଭ୍‌ ବେଳେ ଦୁର୍ଘଟଣା: ୪ ଶ୍ରମିକଙ୍କ ଉପରେ ଚଢ଼ିଗଲା କାର୍‌

ଭୁବନେଶ୍ୱର, ୨୫ା୫(ବ୍ୟୁରୋ): ଚନ୍ଦ୍ରଶେଖରପୁର ଥାନା ଅଧୀନ ଶୈଳଶ୍ରୀ ବିହାର ଛକ ନିକଟରେ ଶୁକ୍ରବାର ସକାଳେ ଏକ ଦୁର୍ଘଟଣା ଘଟିଛି। ଜଣେ ସରକାରୀ କର୍ମଚାରୀ ଟେଷ୍ଟ ଡ୍ରାଇଭ୍‌ କରୁଥିବାବେଳେ ରାସ୍ତା କଡ଼ରେ ଛିଡ଼ା ହୋଇଥିବା...

ପିସିଆର ଭ୍ୟାନ୍‌ ଭଙ୍ଗାରୁଜା, କର୍ମଚାରୀଙ୍କୁ ମାଡ଼

ଭୁବନେଶ୍ୱର, ୨୫ା୫ (ବ୍ୟୁରୋ): ପିସିଆର ଭ୍ୟାନ୍‌ ଭଙ୍ଗାରୁଜା ଓ କର୍ମଚାରୀଙ୍କୁ ମାଡ଼ ମାରିବା ଘଟଣାରେ ଖାରବେଳନଗର ପୋଲିସ ଶୁକ୍ରବାର ୨ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ମସଜିଦ୍‌ କଲୋନୀର ଏସ୍‌.କେ. ଅନୁଓ୍ବାର(୨୩)...

କଥା ରଖିଲେ: ମୋଦିଙ୍କ ବିଜୟ ପରେ ମାଗଣାରେ ଚା’ ବାଣ୍ଟିଲେ ଚିଙ୍ଗୁଡୁ

ମାଲକାନଗିରି, ୨୫ା୫ (ସ୍ବ.ପ୍ର.): ଏମିତି କିଛି ଲୋକଥାନ୍ତି ସେମାନେ ଖିଆଲି ମଣିଷ ରୂପେ ବଞ୍ଚନ୍ତି। ନିଜ ଖିଆଲି ପଣିଆରେ ଥରେ ଯାହା କହିଦେଇଥାନ୍ତି ତାହା ସେମାନେ ପାଳନ କରିଥାନ୍ତି। ସେମିତି ଜଣେ ମଣିଷ...

ବାପା-ପୁଅ, ଦୁଇ ଭଉଣୀଙ୍କୁ ଭୋଟରଙ୍କ ପ୍ରତ୍ୟାଖ୍ୟାନ

ସୁନ୍ଦରଗଡ଼, ୨୫ା୫ (ଡି.ଏନ.ଏ.): ସରିଛି ୨୦୧୯ ସାଧାରଣ ନିର୍ବାଚନ। ଗୁରୁବାର ଫଳାଫଳ ପ୍ରକାଶ ପାଇବା ପରେ ସୁନ୍ଦରଗଡ଼ ଜିଲାର କେତେଜଣ ହେଭିଓ୍ବେଟ ନେତାଙ୍କ ପରାଜୟ ହୋଇଛି। କେଉଁ ନେତା ହ୍ୟାଟ୍ରିକ କରିଥିବା ବେଳେ...

ରାଜ୍ୟ ରାଜନୀତିରେ ପରିବାରବାଦ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ସାରା ଦେଶରେ ନିର୍ବାଚନ ଫଳାଫଳ ଘୋଷିତ ହୋଇସାରିଛି। ନୂଆ ସରକାର ପାଇଁ ଶାସକ ଅଣ୍ଟା ଭିଡୁଥିବା ବେଳେ ବିରୋଧୀ ପରାଜୟର କାରଣ ଖୋଜୁଛନ୍ତି। ରାଜ୍ୟସ୍ତରରୁ ଜାତୀୟସ୍ତର ଯାଏ ପାରିବାରିକ ରାଜନୀତିକୁ ନେଇ...

ବଜ୍ରପାତରେ ମହିଳା ମୃତ, ଯୁବକ ଗୁରୁତର

ପାଟଣା,୨୫ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାବାଳିପଶି ପଞ୍ଚାୟତ କେତାଙ୍ଗ ଗ୍ରାମରେ ଗୁରୁବାର ଅପରାହ୍ନରେ ବଜ୍ରପାତରେ ଜଣେ ବିବାହିତା ମହିଳାଙ୍କ ମୃତ୍ୟୁ ଘଟିଛି। ମହିଳା ଜଣକ ହେଉଛନ୍ତି ଈଶ୍ୱର ମହାନ୍ତଙ୍କ ସ୍ତ୍ରୀ ଅହଲ୍ୟା...

ଜୈବ ବିବିଧତାର ସୁରକ୍ଷା ପାଇଁ ସଚେତନତା

ଖଣ୍ଡପଡା,୨୫ା୫(ସ୍ବ.ପ୍ର.): ସବୁଜସୁନ୍ଦର ପରିବେଶରେ ଦୃଶ୍ୟ ହେଉଥିବା ଅଣୁଜୀବଠାରୁ ଆରମ୍ଭ କରି ବିରାଟକାୟ ହସ୍ତୀ, ତିମି ଓ ଜଳଜୀବ ଆଦିଙ୍କ ସମାହାରକୁ ଜୈବ ବିବିଧତା କୁହାଯାଏ ା ଏଥିରୁ ଗୋଟିକର ଅଭାବରେ ଅନ୍ୟମାନେ ପରୋକ୍ଷରେ...

ମୁକୁଳା ପଡିଛି ବିଦ୍ୟୁତ୍‌ ଟ୍ରାନ୍ସଫର୍ମର: ୨ ମାସରେ ମଲେଣି ୨୦ରୁ ଊର୍ଦ୍ଧ୍ୱ ଗୋରୁ, ଛେଳି

ରଣପୁର,୨୫ା୫(ସ୍ବ.ପ୍ର.): ନିରାପଦରେ ଲୋକଙ୍କୁ ବିଦ୍ୟୁତ୍‌ ସେବା ଯୋଗାଇବା ପାଇଁ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ହେଲେ କେତେକ ଅସାଧୁ ଅଧିକାରୀ ଓ କର୍ମଚାରୀଙ୍କ ଯୋଗୁ ଏହା ଠିକ୍‌ ଭାବେ କାର୍ଯ୍ୟକାରୀ...

ପଶ୍ଚିମ ଓଡ଼ିଶା ଛଟପଟ: ୪୦ ଡିଗ୍ରୀରେ ଜଳୁଛି ୧୦ ସହର

ଭୁବନେଶ୍ୱର,୨୫।୫(ବ୍ୟୁରୋ): ତାତିରୁ ମିଳୁନି ତ୍ରାହି। ଝାଞ୍ଜି ପବନରେ ଅସ୍ତବ୍ୟସ୍ତ ସାରା ରାଜ୍ୟ। ବିଶେଷକରି ପଶ୍ଚିମ ଓଡ଼ିଶା ତାତିରେ ଛଟପଟ ହେଉଛି। ଯଦିଓ ରାଜ୍ୟର କେତେକ ଅଞ୍ଚଳରେ ଦୁଇଦିନ ହେବ ବର୍ଷା ହେଉଛି, ତଥାପି...

ହାରିଲେ ଅଭିନେତ୍ରୀ, ଜିତିଲେ ଅଭିନେତା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ଓଲିଉଡ୍‌ ଜଗତରୁ କେତେଜଣ କଳାକାର ରାଜନୀତି ମଇଦାନକୁ ଓହ୍ଲାଇଥିଲେ। କିନ୍ତୁ ଦଳୀୟ ଟିକେଟ ପାଇଥିଲେ ମାତ୍ର ୩ଜଣ। ଜନସମର୍ଥନ ହାତେଇବାକୁ ପ୍ରୟାସ କରୁଥିବା ଏହି କଳାକାରମାନଙ୍କ ମଧ୍ୟରୁ...

ପ୍ରତିନିଧିତ୍ୱ କରିବେ ୭୮ ମହିଳା

ନୂଆଦିଲ୍ଲୀ,୨୫ା୫(ପି.ଟି.): ୨୦୧୯ ସାଧାରଣ ନିର୍ବାଚନ ଶେଷ ହୋଇ ଫଳ ପ୍ରକାଶ ପାଇଛି। ଜୁନ୍‌ ୩ ପୂର୍ବରୁ ଗଠନ ହେବାକୁ ଥିବା ସପ୍ତଦଶ ଲୋକ ସଭାକୁ ଦେଶର ବିଭିନ୍ନ ଭାଗରୁ ଭିନ୍ନ ଭିନ୍ନ ରାଜନୈତିକ ଦଳର ୭୮ ମହିଳାଙ୍କୁ ମତଦାତା ନିର୍ବାଚିତ...

ନିଜ ହେଲିକପ୍ଟରକୁ ଖସାଇଥିଲା ଆଇଏଏଫ୍‌

ନୂଆଦିଲ୍ଲୀ,୨୫ା୫: ପୁଲ୍‌ଓ୍ବାମା ଆକ୍ରମଣ ପରେ ପାକିସ୍ତାନର ବାଲାକୋଟ୍‌ ଶିବିରରେ ଭାରତୀୟ ବାୟୁସେନା (ଆଇଏଫ୍‌) ପକ୍ଷରୁ କରାଯାଇଥିବା ଏୟାର୍‌ଷ୍ଟ୍ରାଇକ୍‌ରେ ୩୫୦ରୁ ଊର୍ଦ୍ଧ୍ୱ ଆତଙ୍କବାଦୀ ନିହତ ହୋଇଥିବା ଦାବି କରାଯାଇଥିଲା। ଏହାର ସତ୍ୟାସତ୍ୟ ଅଦ୍ୟାବଧି ସାମ୍‌ନାକୁ ଆସି ନ ଥିବାବେଳେ କେତେକ ଜାତୀୟ...

ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ପ୍ରଧାନମନ୍ତ୍ରୀ ମୋଦି: ଲୋକ ସଭା ଭଙ୍ଗ ପାଇଁ ପ୍ରସ୍ତାବ ଗୃହୀତ

ନୂଆଦିଲ୍ଲୀ,୨୪।୫: ଚଳିତ ଲୋକ ସଭା ନିର୍ବାଚନରେ ଭାଜପା ବହୁମତରେ ବିଜୟୀ ହୋଇଛି। ବହୁମତ ପାଇବା ପରେ ଶୁକ୍ରବାର ସାରେ ନରେନ୍ଦ୍ର ମୋଦୀ ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ଭେଟି ନିଜ ପଦରୁ ଇସ୍ତଫା ଦେଇଛନ୍ତି। ଏଥିସହ ସମସ୍ତ ମନ୍ତ୍ରିପରିଷଦ ସଦସ୍ୟ...

ଆସନ୍ତା ୨୭ରେ ଶପଥ ନେବ ନୂଆ ମନ୍ତ୍ରିମଣ୍ଡଳ

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଆସନ୍ତା ୨୭ରେ ନୂତନ ମନ୍ତ୍ରିମଣ୍ଡଳ ଗଠନ ହେବା ନେଇ ସୂଚନା ମିଳିଛି। ରାଜଭବନଠାରେ ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ଏ ନେଇ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଛି। ସରକାରୀ ଭାବେ ଏ ନେଇ ବିଧିବଦ୍ଧ କୌଣସି ଘୋଷଣା...

ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ...

ଦେଶ ଗୋଟିଏ ଆଡ଼େ, ଓଡ଼ିଶା ଭିନ୍ନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ସମଗ୍ର ଦେଶ ଗୋଟିଏ ଆଡେ ମୁହାଁଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଛାଇଯାଇଛି। ଭାଜପା ଓ ଏହାର ସହଯୋଗୀ ଦଳକୁ ଭୋଟ ଗ୍ରହଣ ହୋଇଥିବା ୫୪୨ ଲୋକ ସଭା ଆସନରୁ ୩୫୦ରୁ ଊର୍ଦ୍ଧ୍ୱ ସିଟ୍‌ ମିଳିଛି। ଏକକ ସଂଖ୍ୟାଗରିଷ୍ଠ ହାସଲକରି...

ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ

ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ ଆସନରୁ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ ଓ କୋରାପୁଟରୁ କୌଶଲ୍ୟା...

ମ୍ୟାଜିକ୍‌ ନମ୍ବରକୁ ଏକାକୀ ଟପିଲା ଭାଜପା

ନୂଆଦିଲ୍ଲୀ, ୨୪।୫: ଦେଶ ସାରା ଭାଜପା କ୍ୟାମ୍ପରେ ଏବେ ଖୁସିର ଲହରି, ଉତ୍ସବର ପରିବେଶ। ଦ୍ୱିତୀୟ ଥର ଲାଗି ଜନମତକୁ ନିଜ ସପକ୍ଷରେ ନେବାକୁ ସଫଳ ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନିର୍ବାଚନ ଫଳାଫଳ ଆସିବା ପରେ ଭାଚପା ଏଥର...

ଦିଲ୍ଲୀରେ କ୍ଲିନସୁଇପ୍‌ କଲା ଭାଜପା: ଆପ୍‌ ମୂଳପୋଛ୍‌

ନୂଆଦିଲ୍ଲୀ, ୨୪।୫: ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ ପରେ ଭଳି ଦିଲ୍ଲୀରେ କ୍ଲିନ୍‌ ସୁଇପ୍‌ କରିଛି ଭାଜପା। ଦିଲ୍ଲୀରେ ୭ଟି ଲୋକ ସଭା ସିଟ୍‌ରେ ଭାଜପା ବାଜିମାରିନେଇଛି। ଫଳରେ ଭାଜପା ୨୦୧୪ ଫଳାଫଳର ପୁନରାବୃତ୍ତି କରିଛି। ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ...

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ରାଜ୍ୟରେ ଲଗାତର ପଞ୍ଚମଥର ପାଇଁ ସରକାର ଗଢ଼ିବାକୁ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉଭୟ ଲୋକ ସଭା ଏବଂ ବିଧାନସଭାରେ ବିଜେଡିକୁ ଜନ ସମର୍ଥନ ମିଳିଛି। ଏଥିପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି।...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ମେଟ୍ରୋ

ଅପରାଧ

Video News

Bhartruhari promises all-round development of Cuttack

Pinaki thanks Naveen for victory

Lekhashree Samantsinhar talks about election results

Niranjan Patnaik reacts to early counting day trends

BJD workers celebrate at party HQ

Counting continues in Puri

Dharmasala BJD candidate speaks to us on counting day

Agents line up at counting centre in Jagatsinghpur

Agents enter the counting centre

Counting begins in Jeypore