ଯୁବକଙ୍କୁ ଘରୁ ଡାକିନେଇ ହତ୍ୟା ଘଟଣା: ୮ ଗିରଫ

ଧରାକୋଟ,୨୬ା୫(ଡି.ଏନ.ଏ.)- ଧରାକୋଟ ଥାନା ଅଞ୍ଚଳରେ ଶୁକ୍ରବାର ବିଳମ୍ବିତ ରାତିରେ ଅଲେଖ ନାହାକଙ୍କୁ ଘରୁ ଡାକିନେଇ ହତ୍ୟା କରାଯାଇଥିଲା। ପ୍ରେମ ବ୍ୟାପାରକୁ ନେଇ ଏହି ହତ୍ୟାକାଣ୍ଡ ଘଟିଥିବା ଅଲେଖଙ୍କ ବାପା ଧରାକୋଟ ଥାନାରେ ଏତଲା...

ପେଟ୍ରୋଲ୍‌ପମ୍ପରୁ ୨ଲକ୍ଷ ୭୦ହଜାର ଟଙ୍କା ଲୁଟ

ପୁରୁଷୋତ୍ତମପୁର,୨୬।୫(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଲୁଟେରାମାନେ ଦିନକୁ ଦିନ ସକ୍ରିୟ ହୋଇ ଗୋଟିଏ ପରେ ଗୋଟିଏ ଲୁଟ୍‌ପାଟ ଚଳାଇଛନ୍ତି। ସହର ଉପକଣ୍ଠରେ ଥିବା ରଘୁନାଥ ସାହୁ ପେଟ୍ରୋଲ ପମ୍ପରୁ ଶନିବାର...

କୂଅ ଖୋଳୁଥିବାବେଳେ ଖସିପଡି ଜଣେ ମୃତ

ଖଜୁରିପଡା,୨୬।୫(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଫୁଲବାଣୀ ବ୍ଲକ କଟ୍ରିଙ୍ଗୀଆ ପଞ୍ଚାୟତର ଶ୍ରାକି ଗ୍ରାମରେ ଶନିବାର ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ଯୋଜନାରେ କାର୍ଯ୍ୟାଦେଶ ପାଇ କୂଅ ଖୋଳୁଥିବାବେଳେ ଖସିପଡି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସନ୍ୟାସୀ...

ଯେଉଁ ମନ୍ଦିରରେ ବଦଳୁଛି କ୍ଷୀରର ରଙ୍ଗ

ହିନ୍ଦୁ ଧର୍ମରେ ତେତିଶ କୋଟି ଦେବଦେବୀଙ୍କ ପୂଜାର୍ଚ୍ଚନା ସାଙ୍ଗକୁ ଏହାର ଭିନ୍ନ ଭିନ୍ନ ମହତ୍ତ୍ୱ ମଧ୍ୟ ରହିଛି। ସେହିପରି ଧର୍ମ ଅନୁସାରେ ନବଗ୍ରହଙ୍କ ପୂଜା ମଧ୍ୟ କରାଯାଏ। ଏଥିରେ ରାହୁ ଓ କେତୁଙ୍କର...

ଗୁଜୁରାଟ ଗସ୍ତରେ ମୋଦି: ରାସ୍ତା ପାଲଟିଲା ଜନସମୁଦ୍ର

ନୂଆଦିଲ୍ଲୀ,୨୬।୫: ଲୋକ ସଭା ନିର୍ବାଚନରେ ଐତିହାସିକ ବିଜୟ ହାସଲ କରିବା ପରେ ପ୍ରଥମଥର ପାଇଁ ଗୁଜୁରାଟ ଗସ୍ତରେ ଯାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଅହମଦାବାଦ୍‌ରେ ପହଞ୍ଚିବା ପରେ ମୋଦିଙ୍କ ଜୋରଦାର ସ୍ବାଗତ କରାଯାଇଥିଲା।...

ଗଛକୁ ଧକ୍କା ଦେଲା ଯାତ୍ରୀବାହୀ ବସ: ୧୮ ଆହତ

ସୋନପୁର/ମନମୁଣ୍ଡା,୨୬।୫(ନି.ପ୍ର./ଡି.ଏନ.ଏ.):ଖୋର୍ଦ୍ଧା-ବଲାଙ୍ଗୀର ୫୭ ନଂ ଜାତୀୟ ରାଜପଥର ବୌଦ୍ଧ ଜିଲା ମନମୁଣ୍ଡା ପୂର୍ତ୍ତ ବିଭାଗ ଡାକବଙ୍ଗଳା ସମ୍ମୁଖରେ ସୁଜନ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍‌ ରବିବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ବସ୍‌ ଭୁବନେଶ୍ୱରରୁ...

ମହେଶଙ୍କୁ ସେକିସୁଇ ଓପନ୍‌ ସ୍କ୍ବାଶ ଟାଇଟଲ

କ୍ରିନ୍ସ (ସୁଇଜରଲାଣ୍ଡ), ୨୬।୫(ପିଟି)-ଭାରତୀୟ ସ୍କ୍ବାଶ ଖେଳାଳି ମହେଶ ମନ୍‌ଗଁାକାର ଦ୍ୱିତୀୟ ଥର ପାଇଁ ପିଏସ୍‌ଏ ଚ୍ୟାଲେଞ୍ଜର ଟୁର୍‌ ଇଭେଣ୍ଟ ସେକିସୁଇ ଓପନ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ମନ୍‌ଗଁାକାର ୧୧-୯, ୩-୧୧, ୧୧-୫, ୧୧-୫...

ଭାଜପା ନେତାଙ୍କ ଘରେ କଂଗ୍ରେସ ବିଧାୟକ: କର୍ନାଟକ ରାଜନୀତିରେ ହଲ୍‌ଚଲ୍‌

ବେଙ୍ଗାଲୁରୁ, ୨୬।୫: ପୁଣି ଥରେ କର୍ନାଟକ ରାଜନୀତି ସରଗରମ ହୋଇଛି। କଂଗ୍ରେସର ଦୁଇ ବିଧାୟକ ଭାଜପା ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ଏସ ଏମ କ୍ରିଷ୍ଣାଙ୍କୁ ରବିବାର ତାଙ୍କ ବାସଭବନରେ ଭେଟିବା...

ରାଜୀବ କୁମାରଙ୍କ ବିରୋଧରେ ଲୁକ ଆଉଟ ନୋଟିସ ଜାରି କଲା ସିବିଆଇ

ନୂଆଦିଲ୍ଲୀ, ୨୬।୫: ଶାରଦା ଚିଟଫଣ୍ଡ ଘୋଟାଲାର ତଦନ୍ତ ଅଧିକାରୀ ତଥା କୋଲକାତାର ପୂର୍ବତନ ପୋଲିସ କମିଶନର ତଥା ରାଜୀବ କୁମାରଙ୍କ ନାମରେ ଲୁକ ଆଉଟ ନୋଟିସ ଜାରି କରିଛି ସିବିଆଇ। ତାଙ୍କ ଗିରଫଦାରୀ...

ମୋଦିଙ୍କୁ ଫୋନ କରି ଶୁଭେଚ୍ଛା ଜଣାଇଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ, ୨୬।୫: ସାଧାରଣ ନିର୍ବାଚନରେ ଭାଜପାର ଐତିହାସିକ ବିଜୟର ତିଦିଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଫୋନ୍‌ ଯୋଗେ ଶୁଭେଚ୍ଛା ଜଣାଇଛନ୍ତି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍‌। ପୁଲଓ୍ବାମା ଆତଙ୍କବାଦୀ ଆକ୍ରମଣ ପରେ...

ରେକର୍ଡ ଭାଙ୍ଗୁଛି ତାତି: ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬।୫(ବ୍ୟୁରୋ)-ଚଳିତବର୍ଷ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଶନିବାର ଦୁଇ ସହରର ତାପମାତ୍ରା ୪୬ଡିଗ୍ରୀ ଟପିଥିବା ବେଳେ ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ...

୨୫ ରାଜ୍ୟ ସରକାର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡକୁ ଦେବେ ମାସକୁ ଏକ କୋଟି କ୍ଷତିପୂରଣ: ଏନଜିଟି

ନୂଆଦିଲ୍ଲୀ,୨୬।୫: ବର୍ଜ୍ୟ ପ୍ଲାଷ୍ଟିକ୍‌ ନିଷ୍କାସନ ଯୋଜନା ସମ୍ପର୍କରେ କେନ୍ଦ୍ରୀୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ନିକଟରେ ତଥ୍ୟ ଦାଖଲ କରି ନ ଥିବାରୁ ୨୫ ରାଜ୍ୟ ସରକାରଙ୍କୁ ମାସିକ ଏକ କୋଟି ଟଙ୍କାର କ୍ଷତି ପୂରଣ ଦେବାକୁ ପଡ଼ିବ। ଏନେଇ ନ୍ୟାସନାଲ...

ମୋଦିଙ୍କୁ ଭେଟିଲେ ଜଗନ୍‌ ମୋହନ

ନୂଆଦିଲ୍ଲୀ, ୨୬।୫: ଆନ୍ଧ୍ରପ୍ରଦେଶର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଥିବା ଓ୍ପାଇଏସ୍‌ଆର୍‌ କଂଗ୍ରେସ ଅଧ୍ୟକ୍ଷ ଓ୍ବାଇ.ଏସ୍‌ ଜଗନ୍‌ ମୋହନ ରେଡ୍ଡୀ ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ୍‌ କରିଛନ୍ତି। ଜଗନ୍‌ ମୋହନଙ୍କ ଦଳ ରାଜ୍ୟର ୧୭୫ ବିଧାନସଭା ଆସନରୁ...

ତ୍ରିପୁରାରେ ବାଦଲ ଫଟା ବର୍ଷା: ୭ଶହ ଲୋକ ବେଘର

ଅଗରାତାଲା,୨୬।୫: ତ୍ରିପୁରାରେ ଗତ ୩ ଦିନ ଧରି ବାଦଲ ଫଟା ବର୍ଷା ଲାଗି ରହିଛି। କେତେକ ଅଞ୍ଚଳରେ ବର୍ଷାଜଳ ଜମି ରହିବାରୁ ୭ଶହ ଲୋକ ବାସ ହରାଇ ବେଘର ହୋଇଥିବା ପ୍ରଶାସନ ପକ୍ଷରୁ କୁହାଯାଇଛି। ଗତ ଶୁକ୍ରବାରଠାରୁ ଏଠାରେ ବର୍ଷା...

ମାଆଙ୍କ ଆଶୀର୍ବାଦ ନେବେ ମୋଦି

ନୂଆଦିଲ୍ଲୀ,୨୬ା୫ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସନ୍ଧ୍ୟାରେ ଗୁଜୁରାଟର ଅହମ୍ମଦାବାଦରେ ପହଞ୍ଚି ମାଆ ହୀରାବେନ୍‌ଙ୍କଠାରୁ ଆଶୀର୍ବାଦ ଗ୍ରହଣ କରିବେ। ଲୋକସଭା ନିର୍ବାଚନରେ ଏନ୍‌ଡିଏ ସଂଖ୍ୟା ଗରିଷ୍ଠତା ହାସଲ କରିବା ପରେ ମେ ୩୦ରେ ଦ୍ୱିତୀୟଥର ପ୍ରଧାନମନ୍ତ୍ରୀ ଭାବେ ଶପଥ...

କଂଗ୍ରେସର ଉଜୁଡ଼ା କ୍ଷେତକୁ ଜଗିବେ ୪ କାର୍ଯ୍ୟକାରୀ ଅଧ୍ୟକ୍ଷ !

ନୂଆଦିଲ୍ଲୀ, ୨୬।୫: ଲୋକ ସଭା ନିର୍ବାଚନରେ କଂଗ୍ରେସ ଦଳ ୨୦୧୪ ତୁଳନାରେ ମାତ୍ର ୮ ଆସନ ଅଧିକ ହାସଲ କରିଛି। ପୂର୍ବରୁ ଏହା ୪୪ ଥିବାବେଳେ ଚଳିତ ଲୋକ ସଭାରେ ୫୨ରେ ସୀମିତ ରହିଛି। ନିର୍ବାଚନ ଫଳାଫଳକୁ ଦୃଷ୍ଟିରେ ରଖି...

୧୭ତମ ଲୋକ ସଭାରେ ୧୫୯ ଏମ୍‌ପିଙ୍କ ବିରୋଧରେ ଗୁରୁତର ଆପରାଧୀକ ମାମଲା: ଏଡିଆର୍‌ ରିପୋର୍ଟ

ନୂଆଦିଲ୍ଲୀ,୨୬।୫: ଦେଶର ୧୭ତମ ଲୋକ ସଭା ପାଇଁ ନିର୍ବାଚିତ ହୋଇଥିବା ୫୪୨ ଏମ୍‌ପି ମଧ୍ୟରୁ ୧୫୯ଙ୍କ ବିରୋଧରେ ଗୁରୁତର ଆପରାଧୀକ ମାମଲା ଥିବା ଆସୋସିଏଶନ୍‌ ଫର୍‌ ଡେମୋକ୍ରାଟିକ୍‌ ଆଲାଏନ୍ସ(ଏଡିଆର୍‌) ରିପୋର୍ଟରେ ପ୍ରକାଶ ପାଇଛି। ୫୩୯ଜଣ ଏମ୍‌ପିଙ୍କର ସତ୍ୟପାଠରୁ ଏହା ଜଣାପଡ଼ିଛି।...

ଶ୍ରୀଲଙ୍କାରୁ ଲାକ୍ଷାଦ୍ୱୀପରେ ପହଞ୍ଚିଲା ସନ୍ଦିଗ୍ଧ ବୋଟ୍‌: ଗୋଇନ୍ଦା ବିଭାଗ ସୂଚନା ଆଧାରରେ କେରଳରେ ହାଇଆର୍ଲଟ

ଥିରୁବନନ୍ତପୁରମ୍‌,୨୬।୫: ଶ୍ରୀଲଙ୍କାରୁ ଏକ ସନ୍ଦିଗ୍ଧ ବୋଟ୍‌ ଲାକ୍ଷାଦ୍ୱୀପରେ ଆସି ପହଞ୍ଚିଛି। ଏଥିରେ ୧୫ ଜଣ ଆଇଏସ୍‌ଆଇଏସ୍‌ ଆତଙ୍କବାଦୀ ଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗୋଇନ୍ଦା ବିଭାଗର ତଥ୍ୟ ଭିତ୍ତିକ ସୂଚନା ଆଧାରରେ କେରଳରେ ହାଇ ଆର୍ଲଟ...

ରାଜୌରୀରେ ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ଶ୍ରୀନଗର, ୨୬।୫: ଜମ୍ମୁ-କଶ୍ମୀର ରାଜୌରୀ ଜିଲାର ନୌସେରା ସେକ୍ଟରରେ ରବିବାର ପାକିସ୍ତାନ ପୁଣି ଅସ୍ତ୍ରବିରତି ଉଲ୍ଲଂଘନ କରିଛି। ପାକିସ୍ତାନ ଫରଓ୍ବାର୍ଡ ପୋଷ୍ଟଗୁଡ଼ିକରୁ ଭାରତୀୟ ପୋଷ୍ଟ ଉପରକୁ ମୋର୍ଟାର ସେଲିଂ ମାଡ଼ ହୋଇଛି। ଏଥିରେ ଜଣେ ସାଧାରଣ ଲୋକ ଆହତ ହୋଇଛନ୍ତି।...

ମନ୍ତ୍ରୀପଦ ପାଇଁ ଯୋଗ୍ୟତା ମାପକାଠି

ଭୁବନେଶ୍ୱର,୨୬।୫(ବ୍ୟୁରୋ): ସାଧାରଣ ନିର୍ବାଚନ ଫଳ ଆସିବା ପରେ କେନ୍ଦ୍ରରେ ଭାଜପା ନେତୃତ୍ୱାଧୀନ ଏନ୍‌ଡିଏ ସରକାରର ରୂପରେଖକୁ ନେଇ ଚର୍ଚ୍ଚା ଜୋର୍‌ ଧରିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନୂଆ କ୍ୟାବିନେଟରେ କାହାକୁ ସାମିଲ କରାଯିବ ସେହି ଆଡ଼କୁ ଦେଶବାସୀଙ୍କ ଧ୍ୟାନ ଆକର୍ଷିତ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ଜାତୀୟ

Video News

CEO Surendra Kumar briefs the press

Bhartruhari promises all-round development of Cuttack

Pinaki thanks Naveen for victory

Lekhashree Samantsinhar talks about election results

Niranjan Patnaik reacts to early counting day trends

BJD workers celebrate at party HQ

Counting continues in Puri

Dharmasala BJD candidate speaks to us on counting day

Agents line up at counting centre in Jagatsinghpur

Agents enter the counting centre