ଫଟୋରେ ଖବର

ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ ମେଳା

ପ୍ରଧାନମନ୍ତ୍ରୀ ଆବାସ କାର୍ଯ୍ୟାଦେଶ ବଣ୍ଟନ ମେଳା

ସମ୍ବଲପୁର ଜିଲା ବାମରାଠାରେ ବ୍ଲକସ୍ତରୀୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନା କାର୍ଯ୍ୟାଦେଶ ବଣ୍ଟନ ମେଳାରେ ବିଧାୟକ ରବିନାରାୟଣ ନାଏକ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରୁଛନ୍ତି।

ଫଟୋରେ ଖବର View All