ଫଟୋରେ ଖବର

ପ୍ରଭାତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ପ୍ରଭାତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଏସ୍‌ସିବି ମେଡିକାଲ ରିଜିଓନାଲ ସ୍ପାଇନାଲ ଇନ୍‌ଜ୍ୟୁରୀ ସେଣ୍ଟରରେ ଚିକିତ୍ସିତ ହେଉଥିବା ଚୌଦ୍ୱାର-କଟକ ବିଧାୟକ ପ୍ରଭାତ ରଞ୍ଜନ ବିଶ୍ୱାଳଙ୍କୁ ବୁଧବାର ସ୍ବାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା ଭେଟି ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝୁଛନ୍ତି।

ଫଟୋରେ ଖବର View All