ଫଟୋରେ ଖବର

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ

ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଉପଲକ୍ଷେ ପୁରୀ ଜିଲା ସାକ୍ଷୀଗୋପାଳ ମନ୍ଦିର ସମ୍ମୁଖରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଳୁମାନେ ପୁଷ୍ପମାଲ୍ୟ ଅର୍ପଣ କରୁଛନ୍ତି।

ଫଟୋରେ ଖବର View All