ଫଟୋରେ ଖବର

ବିରାଟଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ବିରାଟଙ୍କୁ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ

ଭୁବନେଶ୍ୱର,୫।୧୧- ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଓଡ଼ିଆ ଅନ୍ତର୍ଜାତୀୟ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଶୁଭେଚ୍ଛା ଜଣାଇଛନ୍ତି। ସେ ଉତ୍ତରପ୍ରଦେଶର ଅଯୋଧ୍ୟାଠାରେ ଏକ ବାଲୁକା ପ୍ରତିକୃତି ନିର୍ମାଣ କରି ବିରାଟଙ୍କୁ ୩୦ତମ ଜନ୍ମ ବାର୍ଷିକ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି।

ଫଟୋରେ ଖବର View All