ଖଡ଼ିଆଳ ବିଧାନସଭା: ବିଜେଡି ଆଗରେ

ନୂଆପଡ଼ା ଅଫିସ,୨୩।୫: ଖଡ଼ିଆଳ ବିଧାନସଭା ଆସନରୁ ବିଜେଡି ପ୍ରାର୍ଥୀ ଲମ୍ବୋଦର ନିଆଲ ଆଗୁଆ ଅଛନ୍ତି। ପଞ୍ଚମ ରାଉଣ୍ଡ ଗଣତି ଶେଷ ସୁଦ୍ଧା ଲମ୍ବୋଦର ୮୬୨୫ ଭୋଟ ପାଇଥିବାବେଳେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର...

ଆଜି ଇସ୍ତଫା ଦେଇପାରନ୍ତି ଚନ୍ଦ୍ରାବାବୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଗୁରୁବାର ସୁଦ୍ଧା ନିଜ ପଦରୁ ଇସ୍ତଫା ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି। କାରଣ ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି...

କଣ୍ଟାବାଞ୍ଜିରେ କଂଗ୍ରେସ ଆଗୁଆ

କଣ୍ଟାବାଞ୍ଜି,୨୩।୫: ୪ର୍ଥ ରାଉଣ୍ଡ ଗଣତି ଶେଷ ସୁଦ୍ଧା କଣ୍ଟାବାଞ୍ଜି ବିଧାନସଭା ଆସନରେ କଂଗ୍ରେସ ପ୍ରାର୍ଥୀ ଆଗୁଆ ରହିଛନ୍ତି। ବିଜେଡି ପ୍ରାର୍ଥୀ ୪୩୧୫ ଭୋଟ ପାଇଥିବାବେଳେ କଂଗ୍ରେସ ପ୍ରାର୍ଥୀ ୪୯୫୨ ଭୋଟ ପାଇଛନ୍ତି।

ରାୟଗଡ଼ାରେ ୩ଟି ରାଉଣ୍ଡରେ ବିଜେଡି ଆଗୁଆ

ରାୟଗଡ଼ା ଅଫିସ୍‌,୨୩ା୫: ରାୟଗଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀରେ ୩ଟି ରାଉଣ୍ଡ ଗଣତିରେ ବିଜେଡି ଆଗୁଆ ରହିଛି। ବିଜେଡିର ଲାଲବିହାରୀ ହିମିରିକାଙ୍କୁ ପ୍ରଥମ ରାଉଣ୍ଡରେ ୧୫୪୬, ଦ୍ୱିତୀୟ ରାଉଣ୍ଡରେ ୧୦୪୬, ତୃତୀୟ ରାଉଣ୍ଡରେ ୧୨୭୦...

ଜୟପୁରରେ ରବି ନନ୍ଦ ଆଗୁଆ

ଜୟପୁର,୨୩ା୫(ଡି.ଏନ୍‌.ଏ./ନି.ପ୍ର.): ଜୟପୁର ବିଧାନସଭା ଆସନରେ ଦ୍ୱିତୀୟ ରାଉଣ୍ଡ ଗଣତି ସୁଦ୍ଧା ବିଜେଡିର ରବିନାରାୟଣ ନନ୍ଦ ୭୮ ଭୋଟ୍‌ରେ ଆଗୁଆ ରହିଛନ୍ତି। ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ତାରାପ୍ରସାଦ ବାହିନୀପତି ୨୨୭୩, ବିଜେଡିର ରବିନାରାୟଣ ନନ୍ଦ...

ମାଲକାନଗିରିରେ କଂଗ୍ରେସର ମାଲା ମାଢ଼ି ଆଗୁଆ

ମାଲକାନଗିରି,୨୩ା୫(ସ୍ବ.ପ୍ର.): ମାଲକାନଗିରି ବିଧାନସଭା ନିର୍ବାଚନମଣ୍ଡଳୀର ତୃତୀୟ ରାଉଣ୍ଡରେ ଭାଜପା ପ୍ରାର୍ଥୀ ଆଦିତ୍ୟ ମାଢ଼ି ଆଗୁଆ ଥିବାବେଳେ ଚତୁର୍ଥ ରାଉଣ୍ଡରେ ଆଗେଇଛନ୍ତି କଂଗ୍ରେସର ମାଲା ମାଢ଼ି। ୩ୟ ରାଉଣ୍ଡରେ ଭାଜପାକୁ ୪୧୩୬, ବିଜେଡିର ମୁକୁନ୍ଦ...

କୋଟପାଡ଼ରେ କଂଗ୍ରେସର ଚନ୍ଦ୍ରଶେଖର ମାଝି ଆଗେଇଲେ

ଜୟପୁର,୨୩ା୫(ନି.ପ୍ର.): କୋଟପାଡ଼ ବିଧାନସଭା ଆସନରେ ପ୍ରଥମ ରାଉଣ୍ଡରେ ବିଜେଡି ପ୍ରାର୍ଥୀ ଆଗରେ ଥିବାବେଳେ ଦ୍ୱିତୀୟ ରାଉଣ୍ଡରେ କଂଗ୍ରେସର ପ୍ରାର୍ଥୀ ଚନ୍ଦ୍ରଶେଖର ମାଝି ବିଜେଡିକୁ ପଛରେ ପକାଇଛନ୍ତି। ଦ୍ୱିତୀୟ ରାଉଣ୍ଡରେ ଭାଜପାକୁ ୨୫୬୨ ଭୋଟ୍‌...

ଲକ୍ଷ୍ମୀପୁରରେ ବିଜେଡିର ପ୍ରଭୁ ଜାନି ଆଗୁଆ

କୋରାପୁଟ,୨୩ା୫(ସ୍ବ.ପ୍ର.): ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀରେ ୨ଟି ରାଉଣ୍ଡ ଗଣତି ସୁଦ୍ଧା ବିଜେଡି ଆଗୁଆ ରହିଛି। ପ୍ରଥମ ରାଉଣ୍ଡରେ ବିଜେଡିର ପ୍ରଭୁ ଜାନି ୧୭୦୮ ଭୋଟ୍‌ ପାଇଥିବା ବେଳେ ଦ୍ୱିତୀୟ ରାଉଣ୍ଡରେ ୪୦୪୩...

ଆମିସଙ୍କ ନାମରେ ପ୍ରଥମ ବିଶ୍ୱକପ୍‌ ଶତକ

ନୂଆଦିଲ୍ଲୀ, ୨୩।୫- ଆଇସିସି ବିଶ୍ୱକପ୍‌ ଆସନ୍ତା ୩୦ରୁ ବ୍ରିଟେନରେ ଆରମ୍ଭ ହେବ। କ୍ରିକେଟ ବିଶ୍ୱକପ୍‌ର ଏହାହେବ ଦ୍ୱାଦଶ ସଂସ୍କରଣ। ଏହା ମଧ୍ୟରେ ବିଶ୍ୱକପ୍‌ରେ ଅନେକ ରେକର୍ଡ ଭଙ୍ଗ ହୋଇଥିବାବେଳେ ଅନେକ ନୂତନ ରେକର୍ଡ...

କାକଟପୁରରେ ବିଜେଡି ଆଗୁଆ

କାକଟପୁର, ୨୩।୫(ଡି.ଏନ୍‌.ଏ.)-ଜଗତସିଂପୁର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ କାକଟପୁର ବିଧାନସଭାରେ ତୃତୀୟ ରାଉଣ୍ଡ ସୁଦ୍ଧା ବିଜେଡି ପ୍ରାର୍ଥୀ ତୁଷାରକାନ୍ତି ବେହେରା ୯୦୫୫ ଭୋଟ ପାଇ ଆଗୁଆ ଅଛନ୍ତି। ତାଙ୍କ ପଛକୁ କଂଗ୍ରେସ ପ୍ରାର୍ଥୀ...

ମୋଦି ସୁନାମୀରେ ଭାସିଗଲା ବିପକ୍ଷ ଦୁର୍ଗ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ରେକର୍ଡ ସଂଖ୍ୟକ ଆସନରେ ବିଜୟ ଲାଭ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ସଂଖ୍ୟକ ଆସନରେ ବିଜୟ ହେବା ସୁନାମୀରେ ବିପକ୍ଷଙ୍କ ଦୁର୍ଗ ଭାସି ଯାଇଥିବା କୁହାଯାଉଛି। ଭାଜପା ୩ଶହ...

ଓଡ଼ିଶାରେ ବିଜେଡି ଆଗରେ: ବିଧାନ ସଭାରେ ୯୪, ଲୋକ ସଭାରେ ୧୪ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶାର ୧୪୬ଟି ବିଧାନ ସଭା ଏବଂ ୨୧ଟି ଲୋକ ସଭା ଆସନ ପାଇଁ ଚାଲିଛି ଭୋଟ ଗଣତି। ପ୍ରାଥମିକ ଟ୍ରେଣ୍ଟ ଅନୁଯାୟୀ ଉଭୟ ବିଧାନସଭା ଏବଂ ଲୋକ ସଭାରେ ବିଜେଡି ବିରୋଧୀ ଭାଜପା ଏବଂ କଂଗ୍ରେସଠାରୁ ଢେର୍‌...

ମୋଦିଙ୍କ ହାତରେ ପୁଣି ଶାସନ ଡୋର: ସେନସେକ୍ସ୍‌ ଛୁଇଁଲା ୪୦ ହଜାର ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଶାସନ ଡୋର ଧରିବା ନିଶ୍ଚିତ ଥିବା ଭୋଟଗଣତିରୁ ଆକଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସେନସେକ୍ସ୍‌ ୪୦ ହଜାର ଅଙ୍କ ଛୁଇଁଛି। ଏହା ୩୯,୯୦୧.୫୯ ଅଙ୍କରେ ପହଞ୍ଚିଛି।...

ଭାଜପା ଭାଙ୍ଗିଲା ନିଜ ୨୦୧୪ ରେକର୍ଡ: ଦ୍ୱିତୀୟ ଇନିଂସ୍‌ ପାଇଁ ମୋଦି ସଜବାଜ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନିଜର ୨୦୧୪ ଲୋକ ସଭା ନିର୍ବାଚନ ରେକର୍ଡକୁ ଭାଙ୍ଗିଛି। ଫଳରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱିତୀୟ ଇନିଂସ୍‌...

ଘଷିପୁରାରେ ବଦ୍ରି ପାତ୍ର ଆଗୁଆ

ଆନନ୍ଦପୁର/ ହାଟଡିହୀ(ସ୍ବ.ପ୍ର/ଡି.ଏନ.ଏ),୨୩। ୫: କେନ୍ଦୁଝର ଜିଲାର ବହୁ ଚର୍ଚ୍ଚିତ ଘଷିପୁରା ବିଧାନସଭା ନିର୍ବାଚନ ମଣ୍ଡଳୀର ପ୍ରଥମ ପର୍ଯ୍ୟାୟ ଭୋଟ ଗଣତି ସରିଛି। ବିଜେଡିର ବଦ୍ରି ନାରାୟଣ ପାତ୍ର ୧୫୨୪ , ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ୧୨୪୧ ଏବଂ ଭାଜପାର...

କିଙ୍ଗ୍‌ମେକରଙ୍କ ଗୁରୁତ୍ୱ କମିଲା: ଅନ୍ୟ ଦଳ ୯୮ରେ ଆଗୁଆ

ନୂଆଦିଲ୍ଲୀ,୨୩।୫: ଚଳିତ ଲୋକ ସଭା ନିର୍ବାଚନରେ କିଙ୍ଗ୍‌ମେକର ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ପୂର୍ବରୁ ଆକଳନ କରାଯାଇଥିଲା। ତେବେ ଭୋଟ ଗଣତିରେ ଭାଜପା ୩ଶହ ୪୦ରେ ଆଗୁଆ ଥିବା ବେଳେ କଂଗ୍ରେସ ଶହେ ୪ଟି ଲୋକ ସଭା ଆସନରେ...

ଓଡ଼ିଶା ବିଧାନସଭା ଟ୍ରେଣ୍ଡ୍‌: ବିଜେଡି ୭୫, ଭାଜପା ୨୩, କଂଗ୍ରେସ ୯ଟି ଆସନରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଓଡ଼ିଶା ବିଧାନସଭା ୧୪୬ଟି ବିଧାନସଭା ଆସନ ମଧ୍ୟରୁ ୧୦୮ଟି ଫଳାଫଳ ସାମ୍ନାକୁ ଆସୁଛି। ଏହି ସବୁ ଆସନରେ ଏବେବି ଗଣତି ଚାଲିଥିବା ବେଳେ ୭୫ଟି ଆସନରେ ବିଜେଡି ଆଗରେ ରହିଥିବାବେଳେ ଭାଜପା ୨୩ଟି, କଂଗ୍ରେସ ୯ଟି ଏବଂ...

ଦିଲ୍ଲୀରେ ଆମ୍‌ ଆଦମୀ ପାର୍ଟି ମୂଳପୋଛ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଦିଲ୍ଲୀର ୭ ଆସନ ମଧ୍ୟରୁ ଭାଜପା ୫ଟିରେ ଆଗୁଆ ରହିଥିବାବେଳେ କଂଗ୍ରେସ ୨ଟିରେ ଆଗୁଆ ରହିଛି। ତେବେ ଏଠାରେ ଆମ୍‌ ଆଦମୀ ପାର୍ଟି କୌଣସି ଆସନରେ ମଧ୍ୟ ଆଗୁଆ ନ ଥିବା ଭୋଟ ଗଣତିରୁ...

ଓଡ଼ିଶା ଲୋକ ସଭା ଟ୍ରେଣ୍ଡ୍‌: ବିଜେଡି ୯, ଭାଜପା ୬ରେ ଆଗୁଆ

ଭୁବନେଶ୍ୱର, ୨୩।୫(ବ୍ୟୁରୋ): ଗୁରୁବାର ସାରା ଦେଶରେ ଭୋଟ ଗଣତି ଚାଲିଥିବାବେଳେ ଭାଜପା ଆଗୁ ରହିଛି। ଓଡ଼ିଶାର ୨୧ଟି ଲୋକ ସଭା ଆସନରୁ ୧୫ଟିର ଫଳାଫଳ ଆସୁଛି। ଏଥିରେ ୯ଟି ଆସନରେ ବିଜେଡି ଆଗୁଆ ରହିଥିବା ବେଳେ ଭାଜପା ୬ଟିରେ ଆଗରେ...

ତ୍ରିଶଂକୁ ଫଳାଫଳ ହେଲେ ସରକାର ଗଠନ ପାଇଁ ତୁରନ୍ତ ରାଷ୍ଟ୍ରପତିଙ୍କ ନିକଟରେ ଆବେଦନ କରିବ କଂଗ୍ରେସ

ନୂଆଦିଲ୍ଲୀ,୨୩।୫: ତ୍ରିଶଂକୁ ଫଳାଫଳ ହେଲେ ସରକାର ଗଠନ ଲାଗି ପ୍ରଥମେ ରାଷ୍ଟ୍ରପତିଙ୍କ ନିକଟରେ କଂଗ୍ରେସ ଆବେଦନ କରିବ ବୋଲି ସୂଚନା ମିଳିଛି। ଏନ୍‌ଡିଏକୁ ଯଦି ବହୁମତ ନ ମିଳିଲା ତେବେ କଂଗ୍ରେସ ତୁରନ୍ତ ଏହି ପଦକ୍ଷେପ ନେବ। ସୂଚନାଯୋଗ୍ୟ, କଂଗ୍ରେସର...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ଅପରାଧ

Video News

HSC results on May 21

Slum Dwellers Gherao Puri Collectorate

All Odisha Khurda entrepreneurs protest

India men’s national hockey team arrives in Bhubaneswar

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur