ସ୍ଥିତି ଦେଖି ନିଷ୍ପତ୍ତି ନେବ ବିଜେଡି : ପ୍ରତାପଦେବ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ଦିନକ ପରେ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଅଧିକାଂଶ ଏକଜିଟ୍‌ ପୋଲ ଏନ୍‌ଡିଏ ସପକ୍ଷରେ ମତ ଦେଇଛନ୍ତି। କେତେକ ଏକ୍‌ଜିଟ୍‌ ପୋଲ ଏନ୍‌ଡିଏ ସଂଖ୍ୟା ଗରିଷ୍ଠତାରୁ ସାମନ୍ୟ କମ୍‌...

୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ, ଆଞ୍ଚଳିକ ଦଳ ମଧ୍ୟରେ ସର୍ବାଧିକ;ଦ୍ୱିତୀୟରେ ଜେଡି(ୟୁ), ୱାଇଏସ୍‌ଆର ତୃତୀୟ

ଭୁବନେଶ୍ୱର,୨୧।୫(ବ୍ୟୁରୋ)- ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଏହା ଦେଶର ଏହି ସମୟରେ ମିଳିଥିବା ସମସ୍ତ ଆଞ୍ଚଳିକ ଦଳଠାରୁ ଅଧିକ। ବିଜେଡି...

ଚିଙ୍ଗୁଡି ମାଫିଆଙ୍କ କବଳରେ ଶତାଧିକ ଏକର ସରକାରୀ ଜମି

ବାଲିଆପାଳ, ୨୧ା୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ତହସିଲ ଅନ୍ତର୍ଗତ ଜମ୍ଭୀରାଇ, ପଞ୍ଚୁପାଲି ଓ ବୋଳଂ ଆଦି ପଞ୍ଚାୟତର ଶହ ଶହ ଏକର ସରକାରୀ ଗୋଚର ଚାରଣ ଜମି, ଜଙ୍ଗଲଜମି ଏବେ ଚିଙ୍ଗୁଡି ମାଫିଆଙ୍କ କବଳରେ...

ବିଶ୍ୱକପ୍‌ରେ ଶ୍ରୀଲଙ୍କାର ନୂଆ ଅଧିନାୟକ

ଗୁଆହାଟୀ,୨୧ା୫(ପି.ଟି.)- ଦଳର ନେତୃତ୍ୱ ଭାର ବିଫଳତାଠାରୁ ଆରମ୍ଭ କରି ପ୍ରଶାସନିକ ବିବାଦ ଯୋଗୁ ପୂର୍ବତନ ଚାମ୍ପିୟନ ଶ୍ରୀଲଙ୍କା ଦଳକୁ ବିଶ୍ୱକପ୍‌ରେ କେବଳ ଚମତ୍କାର ହିଁ ବଞ୍ଚାଇପାରିବ। ଡାର୍କ ହର୍ସ ଭାବେ ବିବେଚିତ ହେଉଥିବା...

ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା : ପ୍ରତିବାଦରେ ଧାରଣା ଦେଲେ ସିହା ପଞ୍ଚାୟତବାସୀ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ବଡ଼ଚଣା ବ୍ଲକ ଅନ୍ତର୍ଗତ ସିହା ପଞ୍ଚାୟତରେ ରିଲିଫ ଚାଉଳ ବଣ୍ଟନରେ ଅନିୟମିତତା ହୋଇଥିବା ପ୍ରତିବାଦରେ ପଞ୍ଚାୟତବାସୀ ମଙ୍ଗଳବାର ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେଇଛନ୍ତି। ଦୀର୍ଘଦିନ ଧରି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଆସୁ...

ଚାନ୍ଦପୁର ଗଡ଼ା ନିକଟରେ ଦୁର୍ଘଟଣା: ଅଟୋକୁ ଧକ୍କା ଦେଲା ସଫାରି; ୨ ମୃତ, ୪ ଗୁରୁତର

ରାହାମା,୨୧ା୫(ଡି.ଏନ.ଏ.): କଟକ-ପାରାଦୀପ ରୋଡ୍‌ର କୁଜଙ୍ଗ ଥାନା ଅନ୍ତର୍ଗତ ପଙ୍କପାଳ ପଞ୍ଚାୟତ ଚାନ୍ଦପୁର ଗଡ଼ାଠାରେ ମଙ୍ଗଳବାର ଅପରାହ୍ନ ୫ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଅଟୋକୁ ପଛପଟୁ ଦ୍ରୁତଗତିରେ ଏକ...

ଏହି ହୋଟେଲରେ ଗ୍ରାହକଙ୍କୁ ମିଳେ ସୁନା ବାଥ୍‌ଟବ୍‌ର ସୁବିଧା

ଜାପାନର ଏକ ହୋଟେଲରେ ଗ୍ରାହକଙ୍କ ପାଇଁ ରହିଛି ସୁନାର ବାଥ୍‌ଟବ୍‌। ୧୩୦ ସେଣ୍ଟିମିଟର ଚଉଡା ଓ ୫୫ ସେଣ୍ଟିମିଟର ଗଭୀର ଏହି ବାଥ୍‌ଟବ୍‌ର ମଜା ନେବାକୁ ଏବେ ଏଠାରେ ଗ୍ରାହକଙ୍କ ଭିଡ ଲାଗୁଥିବା...

ସୁଦିରମାନ କପ୍‌:ପରାଜୟରୁ ଭାରତର ଅଭିଯାନ ଆରମ୍ଭ

ନାନ୍ନିଂ,୨୧ା୫(ପି.ଟି.)- ଏଠାରେ ଚାଲିଥିବା ସୁଦିରମାନ ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଭାରତୀୟ ଦଳ ପରାଜୟରୁ ଅଭିଯାନ ଆରମ୍ଭ କରିଛି। ମଙ୍ଗଳବାର ଖେଳାଯାଇଥିବା ଗ୍ରୁପ୍‌ ଡି’ର ପ୍ରଥମ ମ୍ୟାଚ୍‌ରେ ଭାରତ ୨-୩ ବ୍ୟବଧାନରେ ମାଲେସିଆଠାରୁ ପରାସ୍ତ ହୋଇଛି।...

ଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମ

ନୂଆଦିଲ୍ଲୀ,୨୧।୫: ଯେଉଁଭଳି ଭାବେ ଜର୍ମାନୀରେ ଜର୍ମାନ ସମୟ ନିର୍ଦ୍ଧାରିତ ହୋଇଛି, ସେହିଭଳି ଭାରତରେ ମଧ୍ୟ ନିର୍ଦ୍ଧାରିତ ସମୟର ବ୍ୟବହାର କରାଯିବ। ଦେଶରେ ଭାରତୀୟ ସମୟକୁ ବ୍ୟବହାର କରିବାକୁ ଏକ ଆଇନ ପ୍ରସ୍ତୃତ କରାଯିବ।...

ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍‌ ଏୟାର ହେଲା ‘ନମୋ ଟିଭି’

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଅଫ୍‌ ଏୟାର ହୋଇଯାଇଛି ‘ନମୋ ଟିଭି’। ମାର୍ଚ୍ଚ ୩୧ରୁ ଅନ୍‌ ଏୟାର ହୋଇଥିବା ଏହି ଚ୍ୟାନେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୁରୁଣା ଭାଷଣ...

ମାଟ୍ରିକ ପରୀକ୍ଷା ଫଳ: ବାଜିମାରିଲେ ଝିଅ, ଝାରସୁଗୁଡ଼ାରେ ସର୍ବାଧିକ ପାସ୍‌ ହାର ୮୫.୪୮%

କଟକ ଅଫିସ,୨୧।୫: ଚଳିତ ବର୍ଷର ମାଟ୍ରିକ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ, ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଚଳିତ ବର୍ଷ...

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ପାସହାର ୭୦.୭୮ ପ୍ରତିଶତ

କଟକ ଅଫିସ/ଭୁବନେଶ୍ୱର,୨୧।୫(ବ୍ୟୁରୋ): ଚଳିତବର୍ଷର ମାଟ୍ରିକ ରେଜଲ୍ଟ କଟକ ବୋର୍ଡ କାର୍ଯ୍ୟାଳୟରେ ମଙ୍ଗଳବାର ପ୍ରକାଶ ପାଇଛି। ଚଳିତବର୍ଷ ପାସ ହାର ୭୦.୭୮ ପ୍ରତିଶତ ରହିଥିବାବେଳେ ଏ-୧ରେ ୧,୧୮୧ଜଣ, ଏ-୨ରେ ୯,୯୩୮ ଓ ବି-୧ରେ ୨୪,୯୯୧ ଛାତ୍ରୀଛାତ୍ର ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ମଧ୍ୟମାରେ...

ସ୍ବତନ୍ତ୍ର ବୋଲିଂ ଶୈଳୀଯୋଗୁ ବୁମ୍‌ରା ଭିନ୍ନ : ଥମ୍ପସନ

ନୂଆଦିଲ୍ଲୀ, ୨୧।୫(ପି.ଟି.)-ଦ୍ରୁତ ବୋଲିଂ ମାଧ୍ୟମରେ ନିଜ ସମୟରେ ବିଶ୍ୱର ବ୍ୟାଟ୍ସମ୍ୟାନମାନଙ୍କୁ ଭୟଭୀତ କରାଇ ପାରିଥିବା ଇଂଲଣ୍ଡର ଜେଫ୍‌ ଥମ୍ପସନ ଏବେ ଭାରତର ଯଶପ୍ରୀତ ବୁମ୍‌ରାଙ୍କ ପ୍ରଦର୍ଶନରେ ବେଶ୍‌ ପ୍ରଭାବିତ। ନିଜ ପେସ୍‌ ମାଧ୍ୟମରେ ବିପକ୍ଷ ଦଳକୁ କ୍ଷତି ପହଞ୍ଚାଇବାର ଦକ୍ଷତା...

ମଙ୍ଗଳବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

କଟକ ଅଫିସ, ୨୦।୫: ମଙ୍ଗଳବାର ସକାଳ ୯ଟାରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ। ଦିନ ୧୧ଟାରେ ଓ୍ବେବ୍‌ସାଇଟ୍‌ରେ ରେଜଲ୍ଟ ଉପଲବ୍ଧ ହେବ। ଏ ନେଇ ସୂଚନା ଦେଇଛନ୍ତି ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ସଭାପତି ଜାହାନ ଆରା ବେଗମ।...

ଇଭିଏମ୍‌ରେ ଜନାଦେଶ, ୨୩କୁ ଅପେକ୍ଷା

ନୂଆଦିଲ୍ଲୀ,୨୦।୫(ପି.ଟି.): ପଶ୍ଚିମବଙ୍ଗ ଏବଂ ପଞ୍ଜାବର କେତେକ ସ୍ଥାନରେ ହିଂସାକାଣ୍ଡକୁ ବାଦ୍‌ ଦେଲେ ରବିବାର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିସହିତ ସପ୍ତଦଶ ଲୋକ ସଭା ନିମନ୍ତେ ମୋଟ ୫୪୨ ଆସନରେ ନିର୍ବାଚନ ସରିଛି।...

୪୪.୫ ଡିଗ୍ରୀରେ ଟିଟିଲାଗଡ଼ : ୮ ଜିଲାରେ ଜାରି ରହିବ ହିଟ୍‌ ଓ୍ବେଭ୍‌

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ରାଜ୍ୟରେ ଅସମ୍ଭାଳ ହୋଇପଡ଼ିଛି ତାତି। ଅଧିକାଂଶ ସହରରେ ପାରଦ ୪୦ଡିଗ୍ରୀ ଉପରେ ରହୁଛି। ତାତି ଯେତିକି କଷ୍ଟ ଦେଉଛି, ତା’ଠୁ ବଳିପଡ଼ୁଛି ଗୁଳୁଗୁଳି। ଶନିବାର ଅପେକ୍ଷା ରବିବାର ତାପମାତ୍ରା ସାମାନ୍ୟ ହ୍ରାସ ପାଇଥିବା ବେଳେ ୧୩ ସହରରେ...

ଆଜି ନିଟ୍‌ ପରୀକ୍ଷା

ଭୁବନେଶ୍ୱର,୨୦।୫(ବ୍ୟୁରୋ) : ଦି ନ୍ୟାଶନାଲ ଏଲିଜିବିଲିଟି କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ(ନିଟ୍‌) ସୋମବାର ଅନୁଷ୍ଠିତ ହେବ। ପୂର୍ବାହ୍ନ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ଅପରାହ୍ନ ୧ଟାରେ ସରିବ। ଛାତ୍ରୀଛାତ୍ର ସକାଳ ୯ଟା ସୁଦ୍ଧା ପରୀକ୍ଷା କେନ୍ଦ୍ରରେ ପହଞ୍ଚିବେ। ସୂଚନାଯୋଗ୍ୟ, ଚଳିତମାସ ୫ତାରିଖରେ...

ଓଡ଼ିଶାକୁ ନେଇ ଏକଜିଟ୍‌ ପୋଲ: ଭାଜପା କରିବ ଭଲ ପ୍ରଦର୍ଶନ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଲୋକସଭା ନିର୍ବାଚନର ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଶେଷ ହେବା ପରେ ଏକଜିଟ ପୋଲ ଅନୁମାନ ଭାଜପା ପାଇଁ ଭଲ ଖବର ଆଣିଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ଏକଜିଟ୍‌ ପୋଲ୍‌ ପୂର୍ବାନୁମାନ ଅନୁଯାୟୀ କେନ୍ଦ୍ରରେ ଭାଜପା...

ସାଧାରଣ ନିର୍ବାଚନ ୨୦୧୯ ବୁଥ ବାହୁଡା ମତ: କେନ୍ଦ୍ରରେ ପୁଣି ଫୁଟିପାରେ ପଦ୍ମ

ନୂଆଦିଲ୍ଲୀ, ୧୯।୫: ସରିଛି ୭ମ ତଥା ଅନ୍ତିମ ପର୍ଯ୍ୟାୟ ନିିର୍ବାଚନ। ସବୁଥର ପରି ଏଥର ମଧ୍ୟ ବିଭିନ୍ନ ଗଣମାଧ୍ୟମ ସଂସ୍ଥା ପକ୍ଷରୁ ଏକଜିଟ୍‌ ପୋଲ କରାଯାଇଛି। ବିଭିନ୍ନ ସଂସ୍ଥା ପକ୍ଷରୁ କରାଯାଇଥିବା ସର୍ଭେରେ ଭାଜପା ପୁଣି ଥରେ ସରକାର ଗଢିପାରେ...

ସରିଲା ନିର୍ବାଚନ: ଏବେ ମେ ୨୩କୁ ସମସ୍ତଙ୍କ ଅପେକ୍ଷା

ନୂଆଦିଲ୍ଲୀ, ୧୯।୫: ଶେଷ ହୋଇଛି ୨୦୧୯ ସାଧାରଣ ନିର୍ବାଚନ। ସପ୍ତମ ତଥା ଅନ୍ତିମ ପର୍ଯ୍ୟାୟ ଲୋକସଭା ର୍ନିବାଚନ ପାଇଁ ରବିବାର ମତଦାନ ଶେଷ ହୋଇଛି। ତେବେ ଅପରାହ୍ନ ୫ଟା ସୁଦ୍ଧା ୫୨.୯୮ ପ୍ରତିଶତ ମତଦାନ ହୋଇଥିବା ଜଣାପଡିଛି। ଏବେ ମେ...

ଫଟୋରେ ଖବର

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

View
ଏପ୍ରିଲ ୧୧ରେ ୧୭ ଆସନରେ ଭୋଟ: ଟିଆର୍‌ଏସ୍‌ର ମିଶନ ୧୬

View
ନିର୍ବାଚନ ଆଚରଣ ବିଧି: ୨୪ ଘଣ୍ଟାରେ ଇସିଙ୍କର ୪ ନୋଟିସ୍‌

View
ଭାଜପାକୁ ଫେରିଲେ ବିଜୟ

View
ଲୋକ ସଭା ନିର୍ବାଚନ: ୩ ସପ୍ତାହରେ ଇସିଙ୍କ ଦ୍ୱାରା ୬୧୩ କୋଟିରୁ ଅଧିକ ମୂଲ୍ୟର ପ୍ରତିବନ୍ଧିତ ସାମଗ୍ରୀ ଜବତ

View
selfi corner

 

Model This Week

Why Dharitri

ରାଜ୍ୟ

ଜାତୀୟ

ମେଟ୍ରୋ

ଅପରାଧ

Video News

HSC results on May 21

Slum Dwellers Gherao Puri Collectorate

All Odisha Khurda entrepreneurs protest

India men’s national hockey team arrives in Bhubaneswar

Five booths face snap polls in Baripada

Repolling continues in booth number 127 at Shahid Nagar

Buddha Jayanti celebrated in Kalinga Buddha Vihar

Forest official injured in bison attack

Bus gets stuck on bridge railings, close shave for passengers

Local Labourers protest against migrant workers in Jajpur