ଫୁଲବାଣୀ ଜେଲରେ ମାଷ୍ଟରମାଇଣ୍ଡ ପିଣ୍ଟୁ ଦାସ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଫୁଲବାଣୀ,୩୧।୧୦(ରାକେଶ କୁମାର ରାଉତ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତ ତଥା ମାଷ୍ଟରମାଇଣ୍ଡ ଶିବଶଙ୍କର ଦାସ ଓରଫ ପିଣ୍ଟୁ ଦାସଙ୍କୁ ଶୁକ୍ରବାର କଡ଼ା ସୁରକ୍ଷା ମଧ୍ୟରେ ଫୁଲବାଣୀ ସର୍କଲ ଜେଲକୁ ଅଣାଯାଇଛି।

ବ୍ରହ୍ମପୁର ଜେଲରେ ପିଣ୍ଟୁ ନିଜକୁ ଅସୁରକ୍ଷିତ ସହ ଜୀବନ ପ୍ରତି ବିପଦ ଥିବା ଦର୍ଶାଇବାରୁ ତାଙ୍କୁ ଫୁଲବାଣୀ ଜେଲକୁ ସ୍ଥାନାନ୍ତର କରାଯାଇଛି। ଅନ୍ୟପକ୍ଷେ ଫୁଲବାଣୀ ଜେଲ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗରଙ୍କ ଶେଷ ଦର୍ଶନ ପାଇଁ ଏମ୍ସରେ ପ୍ରବଳ ଭିଡ଼; ସଙ୍ଗୀତ ଜଗତ ସ୍ତବ୍ଧ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସମଗ୍ର ସଙ୍ଗୀତ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଶେଷ...

ଖୁବ୍ କମ୍ ସମୟରେ ଘରେ ଘରେ ହୋଇଥିଲେ ପରିଚିତ, ଦେଖନ୍ତୁ ଏସବୁ ଭାଇରାଲ ଗୀତ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ଏକ ସକ୍ରିୟ ସ୍ୱର ନିରବି ଯାଇଛି। ଖୁବ୍ କମ୍...

ନଭେମ୍ବର ୧୭ ଓଡ଼ିଆ ସଂଗୀତ ଜଗତ ପାଇଁ ବ୍ଲାକ୍ ଡେ, ସେଦିନ ଅକ୍ଷୟ ଆଜି ହ୍ୟୁମାନଙ୍କ ପରଲୋକ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ନଭେମ୍ବର ୧୭ ତାରିଖ ଏକ ଦୁଃଖଦ ଦିନ ଭାବେ ଇତିହାସରେ ଲେଖା ଯିବ। ନଭେମ୍ବର ୧୭ ଲୋକପ୍ରିୟ କଣ୍ଠଶିଳ୍ପୀ...

ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…

ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର...

ନବୀନଙ୍କ ପାଇଁ ହ୍ୟୁମାନ ଗାଇଥିବା ଗୀତ ଏବେ ବି ଜୀବନ୍ତ, ମୃତ୍ୟୁ ଖବର ଶୁଣି ଭାଙ୍ଗିଗଲା ନବୀନଙ୍କ ହୃଦୟ…

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଜଣାଶୁଣା ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୪ ବର୍ଷ ବୟସ...

ଦୂରେଇ ପାରିଲାନି ଛାଡ଼ପତ୍ର: ଧାଇଁଆସିଥିଲେ ସ୍ତ୍ରୀ, ହେଲେ ବଞ୍ଚିଲେନି…

ଭୁବନେଶ୍ୱର,୧୭।୧୧: ଆଉ ଶୁଭିବନି, ହ୍ୟୁମାନଙ୍କ ସ୍ବର, ସେ ରୋମାନ୍ସ, ସେ ଦୁଃଖ ସେ ଦମ୍‌ଦାର ଭଜନ। କାରଣ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଚିର...

‘ହେ ନବୀନ ବାବୁ…’ ଗୀତ ଗାଇଥିଲେ ହ୍ୟୁମାନ, ଟୁଇଟ୍‌ କରି ନବୀନ ଲେଖିଲେ ଏମିତି…

ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ...

ହୋମିଓପାଥି ଚିକିତ୍ସକଙ୍କ ପରଲୋକ

ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri