ହତ୍ୟା ନା ଆତ୍ମହତ୍ୟା:ଭବାନୀପାଟଣା ସ୍ଥାନାନ୍ତର କରାଗଲା ମୃତଦେହ

କେସିଙ୍ଗା,୧୪।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରର ୱାର୍ଡ ନମ୍ବର ୭ର ଜଣେ ୧୬ ବର୍ଷୀୟ ଯୁବକ ବାଳକୃଷ୍ଣ ଶିଖା ବେକର ଶାଢି ଲଗାଇ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଥିଲା। କିନ୍ତୁ ଏହା ଆତ୍ମହତ୍ୟ ନା ହତ୍ୟା ତାହା ପୋଲିସ ତଦନ୍ତ ପରେ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ବ୍ୟବଚ୍ଛେଦ ନ କରି ଭବାନୀପାଟଣାକୁ ସୋମବାର ପଠାଯାଇଥିବାରୁ ଲୋକଙ୍କ ମନରେ ସନ୍ଦେହ ପ୍ରକାଶ ପାଉଛି।
ଗତକାଲି ସନ୍ଧ୍ୟାରେ ଉକ୍ତ ଯୁବକ ଜଣକ ବୋରିଙ୍ଗପଦରସ୍ଥିତ ନ୍ୟୁଜ ଲାଇଫ ସ୍କୁଲ ନିକଟରେ ଥିବା ଘରେ ନିଜ ମା’ଙ୍କ ଶାଢିରେ ବେକରେ ଲଗାଇ ଆତ୍ମହତ୍ୟା କରିଥିବାର ଡାକ୍ତର ପ୍ରକାଶ କରିଥିଲେ। ପୋଲିସ ଏବଂ ଡାକ୍ତର ଆତ୍ମହତ୍ୟା ନା ହତ୍ୟା କରାଯାଇଛି ସନ୍ଦେହ ହେବାରୁ ମୃତ ଯୁବକଙ୍କ ମୃତଦେହକୁ କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ଭବାନୀପାଟଣାକୁ ମୃତଦେହ ବ୍ୟବଚ୍ଛେଦ ପାଇଁ ସ୍ଥାନାନ୍ତରିତ କରାଯାଇଛି।

କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଗତକାଲି ସନ୍ଧ୍ୟାଠାରୁ ସୋମବାର ଦିନ ୨ଟା ଯାଏ ମୃତଦେହ ବ୍ୟବଚ୍ଛେଦ କାରାଯାଇ ନ ଥିବାରୁ ପରିବାରବର୍ଗ ପକ୍ଷରୁ ଉକ୍ତ ଗୋଷ୍ଠୀ କେନ୍ଦ୍ରରେ କ୍ଷୋଭ ପ୍ରକାଶ ପାଇଥିଲା। ଡାକ୍ତରଙ୍କ କହିବା ଅନୁଯାୟୀ ମୃତ ଯୁବକଙ୍କ ଝାଡା ଦ୍ୱାରରେ ରକ୍ତ ବାହାରିଥିବାରୁ ସନ୍ଦେହରେ ଭବାନୀପାଟଣାକୁ ସ୍ଥାନାନ୍ତରିତ କରାଯାଇଛି। ଭବାନୀପାଟଣାରେ ମୃତଦେହ ବ୍ୟବଚ୍ଛେଦ ପରେ ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଥିଲା। ଏହି ଘଟଣାକୁ ପୋଲିସ ଆତ୍ମହତ୍ୟା ନା ହତ୍ୟା ସନ୍ଦେହରେ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ମହିଳା ହେବେ ସଶକ୍ତ: ମିଶନ ଶକ୍ତି କାଫେ ଉଦଘାଟିତ

ତୁମୁଡିବନ୍ଧ,୨୬।୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ପରିସରରେ ଥିବା ମିଶନ ଶକ୍ତି କାଫେକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଆଜି ଶୁକ୍ରବାର...

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ...

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ...

ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ: ଯୋଗଦେବେ ୫୦ ହଜାରରୁ ଉର୍ଦ୍ଧ୍ୱ କର୍ମକର୍ତ୍ତା

ଭଞ୍ଜନଗର,୨୬/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗୀ ଠାରେ ଶୁକ୍ରବାର ନିଖିଳ ଉତ୍କଳ କୁର୍ମିକ୍ଷତ୍ରିୟ ପ୍ରଦେଶ ମହାସଭା ଉଦଘାଟିତ ହୋଇଯାଇଛି । ଏହା ରବିବାର ପର୍ଯ୍ୟନ୍ତ...

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri