ନୂଆଖାଇ ଭେଟଘାଟ, ଏକାଠି ନବାନ୍ନ ଖାଇଲେ ୧୦୦ ପରିବାର

ରିଷିଡା,୨୮ା୮(ସୁଶାନ୍ତ ମଲ୍ଲିକ): ଉତ୍ସାହ ଉଦ୍ଦୀପନାର ସହ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଖାଇ ଗୁରୁବାର ଧୂମଧାମରେ ପାଳିତ ହୋଇଛି। ଏହି ଅବସରରେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ସ୍ଥାନରେ ଗ୍ରାମବାସୀଙ୍କ ଉଦ୍ୟମରେ ଲୋକେ ରାଗରୁଷା ଭୁଲି ଏକାଠି ବସି ସମସ୍ତେ ନବାନ୍ନ ଭକ୍ଷଣ କରିଛନ୍ତି। ଅଧିକାଂଶ ଗ୍ରାମରେ ନୂଆଖାଇ ଭେଟଘାଟ ସାଙ୍ଗକୁ ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିବା ବେଳେ ତେରେସିଂହା ତ୍ରିନାଥ ପଡ଼ା ବିଶିଷ୍ଟ ଶିକ୍ଷାବିତ ତଥା ସମାଜସେବୀ ବିଶ୍ବ ହିନ୍ଦୁ ପରିଷଦ ବ୍ଲକ ସଂଯୋଜକ ମୁରଲୀଧର ରଣାଙ୍କ ୧୦୦ ପରିବାର ଗୋଟିଏ ସ୍ଥାନରେ ନୁଆଖାଇ ପାଳନ କରିବା ସହିତ ଏହି ମହାନ ପବିତ୍ର ଦିନରେ ସୁଖସମୃଦ୍ଧି ଏବଂ ନିରୋଗ କାମନା ସହିତ ହାର୍ଦ୍ଦିିକ ଅଭିନନ୍ଦନ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ପୁତ୍ର ବିଚ୍ଛେଦରୁ ମୁକୁଳି ପାରୁନାହାନ୍ତି ହ୍ୟୁମାନଙ୍କ ମାଆ, ସ୍ତ୍ରୀ କହିଲେ ”ମୁଁ ୩୦ ବର୍ଷରେ ସ୍ବାମୀ ହରାଇଲି”

ବଲାଙ୍ଗୀର,୭ା୧୨: ଲୋକପ୍ରିୟ ଗାୟକ ହ୍ୟୁମାନ ସାଗରଙ୍କ ଶ୍ରଦ୍ଧାଞ୍ଜଳି ସଭାରେ ପୁଣି ଥରେ ପୁଅର ମୃତ୍ୟୁ ପାଇଁ ପୂର୍ବରୁ କରିଥିବା ଅଭିଯୋଗକୁ ଦୋହରାଇଛନ୍ତି ତାଙ୍କ ମାଆ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri