ରାଜ୍ୟ କ୍ୟାବିନେଟ୍‌ରେ ୧୩ଟି ପ୍ରସ୍ତାବକୁ ମଞ୍ଜୁରୀ: ଏସବୁ ଯୋଜନାରେ ସୃଷ୍ଟି ହେବ ୪,୧୯୫ ନିଯୁକ୍ତି

ଭୁବନେଶ୍ୱର,୧୬।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୧୧ଟି ବିଭାଗର ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ବୈଠକ ପରେ ମୁଖ୍ୟ ଶାସନ ସଚିବ ଏହି ସୂଚନା ପ୍ରଦାନ କରିଛନ୍ତି।

ମଞ୍ଜୁର ହୋଇଥିବା ପ୍ରସ୍ତାବ ମଧ୍ୟରେ ମୟୂରଭଞ୍ଜ ଜିଲାର ରାଇରଙ୍ଗପୁରରେ ଏକ ନୂତନ ପୋଲିସ ଜିଲା ଖୋଲିବା ନିଷ୍ପତ୍ତି ଅନ୍ୟତମ। ଏହା ସହିତ ଏମର୍ଜେନ୍ସି ରେସପନ୍ସ ସପୋର୍ଟ ସିଷ୍ଟମ (ERSS) ପାଇଁ ମଞ୍ଜୁରୀ ମିଳିଛି, ଯାହା ଅଧୀନରେ ୪,୧୯୫ଟି ନୂତନ ପୋଷ୍ଟ ସୃଷ୍ଟି ହେବ। ଏହି ସିଷ୍ଟମ ଜରୁରୀ ସେବାକୁ ଅଧିକ ସୁଦୃଢ଼ କରିବ ବୋଲି ଆଶା କରାଯାଉଛି।

ଶିକ୍ଷା କ୍ଷେତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଅନୁସାରେ, ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରେ ମାସିକ ହଷ୍ଟେଲ ଫି’ ୨,୦୦୦ ଟଙ୍କା ଛାଡ଼ କରାଯାଇଛି। ଏହା ଛାତ୍ରଛାତ୍ରୀଙ୍କ ପାଇଁ ଆର୍ଥିକ ବୋଝକୁ ହ୍ରାସ କରିବ।

ଏହା ସହିତ, ‘ସମୃଦ୍ଧ ସହର ଯୋଜନା’କୁ କ୍ୟାବିନେଟ୍‌ରେ ଅନୁମୋଦନ ମିଳିଛି। ଏହି ଯୋଜନା ପାଇଁ ୪,୮୭୯.୩୦ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି। ୨୦୩୬ ସୁଦ୍ଧା ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟରେ ଏହି ଯୋଜନା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବ ବୋଲି ରାଜ୍ୟ ସରକାର ଆଶାବାଦୀ।

ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ଏହି ନିଷ୍ପତ୍ତିଗୁଡ଼ିକ ରାଜ୍ୟର ସୁରକ୍ଷା, ଶିକ୍ଷା ଓ ନଗର ବିକାଶକୁ ଅଧିକ ସୁଦୃଢ଼ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...

ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ

ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...

ଦିଲ୍ଲୀରୁ ଯିବ ରାଜଧାନୀ

ଦିଲ୍ଲୀ ଭାରତର ରାଜଧାନୀ ହୋଇଥିବାରୁ ଦେଶର ବିଭିନ୍ନ ପ୍ରାନ୍ତର ଲୋକ ସେଠାରେ ରହିବାକୁ କିମ୍ବା ବୁଲିଯିବାକୁ ପସନ୍ଦ କରିଥାଆନ୍ତି। ସେଠି ପାର୍ଲାମେଣ୍ଟ, ଲାଲ୍‌କିଲ୍ଲା, ସୁପ୍ରିମକୋର୍ଟ, ଇଣ୍ଡିଆ...

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ବଡ଼ଦିନରୁ ଥରିବ ଓଡ଼ିଶା

ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri