ଓଡ଼ିଶାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା: ଦିଲ୍ଲୀରେ ଆଶାୟୀ ତାଲିକା ଫାଇନାଲ!

ଭୁବନେଶ୍ୱର,୧୨।୭: ଓଡ଼ିଶା ରାଜ୍ୟ ସରକାରର ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ନେଇ ଚର୍ଚ୍ଚା ଜୋର ଧରିଛି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଘୋଷଣା କରିଛନ୍ତି ଯେ, ଖୁବ ଶୀଘ୍ର ମନ୍ତ୍ରୀମଣ୍ଡଳରେ ନୂଆ ମୁହଁ ସାମିଲ ହେବେ। ଏହାରି ଭିତରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଯାହାକୁ ନେଇ ଚର୍ଚ୍ଚା ଆହୁରି ବଢିଯାଇଛି। ଓଡ଼ିଶାରେ ନୂଆ ମନ୍ତ୍ରୀମଣ୍ଡଳ ଚର୍ଚ୍ଚା ରାଜ୍ୟ ରାଜନୀତିକୁ ସରଗରମ କରିଥିବେଳେ କୁହାଯାଉଛି ତାଲିକାରେ ମୋହର ମାରିବାକୁ ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଯାଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ … Continue reading ଓଡ଼ିଶାରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ ଚର୍ଚ୍ଚା: ଦିଲ୍ଲୀରେ ଆଶାୟୀ ତାଲିକା ଫାଇନାଲ!