ପାଣି ବଦଳରେ ଯନ୍ତ୍ରୀଙ୍କୁ ପରିସ୍ରା ପିଇବାକୁ ଦେଲେ ପିଅନ, ଘଟଣା ଜଣାପଡ଼ିବା ପରେ…

ଗଜପତି,୩୧ା୭(ଗିରିଧାରୀ ପରିଚ୍ଛା): ଆର୍‌.ଉଦୟଗିରି RWSS ଯନ୍ତ୍ରୀଙ୍କୁ ବୋତଲରେ ପାଣି ବଦଳରେ ପରିସ୍ରା ଦେଇଛନ୍ତି ଜଣେ କର୍ମଚାରୀ। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲାରେ। ଗତ ୨୨ ତାରିଖରେ ଆର.ଉଦୟଗିରି RWSS କାର୍ଯ୍ୟାଳୟରେ ଯୋଗଦେଇଥିଲେ ଯନ୍ତ୍ରୀ ସଚିନ ଗୌଡ଼। ୨୩ରେ ଯନ୍ତ୍ରୀ ଜଣକ ନିଜ ସରକାରୀ ବାସଭବନରେ ଖାଇ ସାରିବା ପରେ ବୋତଲରେ ଥିବା ପାଣି ଭାବି ପିଇଥିଲେ। ତେବେ ପିଇବା ପରେ ସେ ତାହା ପରୀକ୍ଷା କରି କଣିବାକୁ ପାଇଲେ ପରିସ୍ରା ବୋଲି। ଏହା ପରେ ସେ ତାଙ୍କ ଉପରିସ୍ଥ ଅଧିକାରୀଙ୍କୁ ଜଣାଇବା ସହ ଏନେଇ ଆର୍‌.ଉଦୟଗିରି ଥାନାରେ ଅଭିଯୋଗ କରିଛନ୍ତି ଯନ୍ତ୍ରୀ ସଚିନ ଗୌଡ଼। ତେବେ ଏତଲା ପାଇବା ପରେ ପୋଲିସ ଏବେ ତଦନ୍ତ ଚଳାଇଛି । ଏବେ ଏହି ଘଟଣା ସାରା ଜିଲାରେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିହାର ନିର୍ବାଚନରେ ବିଜୟ ପୂର୍ବରୁ ପ୍ରଥମ ପ୍ରତିକ୍ରିୟା ଦେଲେ ମୋଦି, କହିଲେ ଏହା ସୁଶାସନ ସହ ବିକାଶର ହୋଇଛି ବିଜୟ

ପାଟନା,୧୪।୧୧: ପ୍ରଧାନମନ୍ତ୍ରୀ ମୋଦି ବିହାର ନିର୍ବାଚନ ଫଳାଫଳ ବିଷୟରେ ସୋସିଆଲ ମିଡିଆରେ ଲେଖିଛନ୍ତି, ‘ସୁଶାସନ ଜିତିଛି। ବିକାଶ ଜିତିଛି। ଜନ କଲ୍ୟାଣର ଆତ୍ମା ଜିତିଛି। ସାମାଜିକ...

Chirag Paswan : ଚିରାଗଙ୍କ ବିଜୟରେ ଝଲସି ଉଠିଲା NDA, କେମିତି ହେଲେ ବିହାର ପଲିଟିକ୍ସର ପାଓ୍ବାର ଷ୍ଟାର ଜାଣନ୍ତୁ…

ପାଟନା,୧୪।୧୧: ୨୦୨୫ ବିହାର ବିଧାନସଭା ନିର୍ବାଚନରେ NDAର ଭୂସ୍ଖଳନ ଏବଂ ଆଶା କରାଯାଇଥିବା ବିଜୟ ନିଶ୍ଚିତ ବୋଲି ବିବେଚନା କରାଯାଉଥିଲା, କିନ୍ତୁ ସବୁଠାରୁ ବଡ଼ ରାଜନୈତିକ...

ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଲୁକ୍କାୟିତ ପ୍ରତିଭାକୁ ଲୋକଲୋଚନକ ଆଣିବା ଲକ୍ଷ୍ୟ

ଦାରିଙ୍ଗବାଡି, ୧୪/୧୧ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ରାପଡାବାଡ଼ି ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସର ମଧ୍ୟରେ ଶୁକ୍ରବାର ବ୍ଲକ ସ୍ତରୀୟ ଦିବ୍ୟାଙ୍ଗ...

ପାକିସ୍ତାନର ସାଂଘାତିକ ଧମକ, ଭାରତକୁ ଦୁଇଆଡୁ କରିବ ଆକ୍ରମଣ!

ଇସଲାମବାଦ,୧୪।୧୧: ଇସଲାମାବାଦରେ ଆତ୍ମଘାତୀ ବିସ୍ଫୋରଣ ପରେ ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ ଖ୍ବାଜା ଆସିଫ ଏକ ପ୍ରମୁଖ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ପାକିସ୍ତାନ ପୂର୍ବ...

ଦୀର୍ଘ ବର୍ଷ ହେବ ଯାହା ହୋଇ ନ ଥିଲା, ଗୋଟିଏ ମାସରେ କରିଦେଖାଇଲେ ବିଡ଼ିଓ: ହସୁଛି କଫି ବଗିଚା

ଦାରିଙ୍ଗବାଡି, ୧୪।୧୧ (ଅରୁଣ ସାହୁ): ଓଡିଶାର କଶ୍ମୀର ଭାବେ ପରିଚିତ କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚାର ରୂପରେଖ ଗୋଟିଏ ମାସରେ ବଦଳି ଯାଇଛି ।...

ବିଜେଡି ହାତରୁ ଗଲା ନୂଆପଡ଼ା: ବିଧାୟକ ହେଲେ ଜୟ ଢୋଲକିଆ, ସନ୍ଧ୍ୟାରେ ଭେଟିବେ ମୁଖ୍ୟମନ୍ତ୍ରୀଙ୍କୁ…

ନୂଆପଡ଼ା,୧୪ା୧୧(ମକାରୁ ବେମାଲ): ପ୍ରକାଶ ପାଇଲା ବହୁ ପ୍ରତୀକ୍ଷିତ ନୂଆପଡ଼ା ଉପନିର୍ବାଚନ ଫଳାଫଳ। ବାଜି ମାରିଲେ ଜୟ ଢୋଲକିଆ। ତାଙ୍କ ପିତା ତଥା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ...

ଭାରତ ଆସିବେ ବାଂଲାଦେଶର ସୁରକ୍ଷା ପରାମର୍ଶଦାତା, କାହିଁକି NSA ଅଜିତ ଡୋଭାଲ ପଠାଇଲେ ନିମନ୍ତ୍ରଣ? ଜାଣନ୍ତୁ ଏହାର କାରଣ

ନୂଆଦିଲ୍ଲୀ/ଢାକା,୧୪।୧୧: ବାଂଲାଦେଶର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଖଲିଲ-ଉର-ରହମାନ ଖୁବ ଶୀଘ୍ର ଭାରତ ଗସ୍ତରେ ଆସିବେ। ସେ ନଭେମ୍ବର ୨୦, ୨୦୨୫ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ...

ବିହାର ଟ୍ରେଣ୍ଡକୁ ଦେଖି ନୀତିନ ଗଡକରୀ କଲେ ବଡ଼ ଘୋଷଣା, କହିଲେ ଭାଜପାରୁ ହେବ…

ପାଟନା,୧୪।୧୧: ବିହାରରେ NDA ଏକ ବଡ଼ ବିଜୟ ଆଡ଼କୁ ଗତି କରୁଛି। ବିହାରର 243 ବିଧାନସଭା ଆସନ ପାଇଁ ଏପର୍ଯ୍ୟନ୍ତ ଟ୍ରେଣ୍ଡ ଅନୁଯାୟୀ NDA 206...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri