କଂଗ୍ରେସ କାର୍ଯ୍ୟାଳୟରେ ପଶିଲା ପୋଲିସ

ନୂଆପଡ଼ା,୩୦ା୧୦ (ମକାରୁ ବେମାଲ):ନୂଆପଡ଼ା ଉପନିର୍ବାଚନକୁ ନେଇ ସ୍ଥାନୀୟ ଖୁଣ୍ଟିଆ ଭବନରେ କଂଗ୍ରେସ ପକ୍ଷରୁ କାର୍ଯ୍ୟାଳୟ ଖୋଲାଯାଇଛି। ବୁଧବାର ପୂର୍ବାହ୍ନରେ ଏହି କାର୍ଯ୍ୟାଳୟରେ ଦଳ ପକ୍ଷରୁ ଖବରଦାତା ସମ୍ମିଳନୀ ଚାଲିଥିଲା। ଏହି ସମୟରେ କଂଗ୍ରେସ ପକ୍ଷରୁ ଟଙ୍କା ବଣ୍ଟାଯାଉଛି ବୋଲି ଖବର ପାଇ ପୋଲିସ କାର୍ଯ୍ୟାଳୟ ଭିତରକୁ ପଶିଥିଲା। ସେ ସମୟରେ କଂଗ୍ରେସ ମୁଖପାତ୍ର ଓ ଅନ୍ୟ କର୍ମକର୍ତ୍ତା ପୋଲିସକୁ ପ୍ରଶ୍ନ କରିଥିଲେ। ଏଠାରେ ଖବରଦାତା ସମ୍ମିଳନୀ ଚାଲିଛି, ଆପଣ କାହିଁକି ଆସିଲେ ବୋଲି ପଚାରିଥିଲେ। ପୋଲିସ ସ୍ବୟଂ ସହାୟକ ଗୋଷ୍ଠୀ ମହିଳାମାନଙ୍କୁ ଟଙ୍କା ବଣ୍ଟାଯାଉଛି ବୋଲି ଅଭିଯୋଗ ପାଇ ତଦନ୍ତରେ ଆସିଥିଲୁ ବୋଲି କହିଥିଲା। ଏହାକୁ ନେଇ କାର୍ଯ୍ୟାଳୟ ବାହାରେ ପୋଲିସ ଓ ଦଳୀୟ କର୍ମୀଙ୍କ ମଧ୍ୟରେ କଥା କଟାକଟି ହୋଇଥିଲା। ପରେ ପୋଲିସ କାର୍ଯ୍ୟାଳୟ ଛାଡି ଚାଲିଯାଇଥିଲା।

Dharitri – Odisha’s No.1 Trusted Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ହ୍ୟୁମାନ ସାଗରଙ୍କ ଶେଷ ଦର୍ଶନ ପାଇଁ ଏମ୍ସରେ ପ୍ରବଳ ଭିଡ଼; ସଙ୍ଗୀତ ଜଗତ ସ୍ତବ୍ଧ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ସମଗ୍ର ସଙ୍ଗୀତ ମହଲରେ ଶୋକର ଛାୟା ଖେଳିଯାଇଛି। ତାଙ୍କର ଶେଷ...

ଖୁବ୍ କମ୍ ସମୟରେ ଘରେ ଘରେ ହୋଇଥିଲେ ପରିଚିତ, ଦେଖନ୍ତୁ ଏସବୁ ଭାଇରାଲ ଗୀତ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଅନ୍ୟତମ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ଅକାଳ ବିୟୋଗ ପରେ ଏକ ସକ୍ରିୟ ସ୍ୱର ନିରବି ଯାଇଛି। ଖୁବ୍ କମ୍...

ନଭେମ୍ବର ୧୭ ଓଡ଼ିଆ ସଂଗୀତ ଜଗତ ପାଇଁ ବ୍ଲାକ୍ ଡେ, ସେଦିନ ଅକ୍ଷୟ ଆଜି ହ୍ୟୁମାନଙ୍କ ପରଲୋକ

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତ ପାଇଁ ନଭେମ୍ବର ୧୭ ତାରିଖ ଏକ ଦୁଃଖଦ ଦିନ ଭାବେ ଇତିହାସରେ ଲେଖା ଯିବ। ନଭେମ୍ବର ୧୭ ଲୋକପ୍ରିୟ କଣ୍ଠଶିଳ୍ପୀ...

ଛାତ୍ରୀ ଅସଦାଚରଣ ମାମଲାର ରାୟ ପ୍ରକାଶ: ପ୍ରଧାନଶିକ୍ଷକଙ୍କୁ ମିଳିଲା…

ଭବାନୀପାଟଣା, ୧୭।୧୧: (ଉତ୍ତମ କୁମାର ଦାଶ): ପ୍ରମାଣ ଅଭାବରୁ ନିର୍ଦ୍ଦୋଶରେ ଖଲାସ ହୋଇଛନ୍ତି କଳାହାଣ୍ଡି ଜିଲା ଜୁନାଗଡ ଥାନା ବଳଦିଆମାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର...

ନବୀନଙ୍କ ପାଇଁ ହ୍ୟୁମାନ ଗାଇଥିବା ଗୀତ ଏବେ ବି ଜୀବନ୍ତ, ମୃତ୍ୟୁ ଖବର ଶୁଣି ଭାଙ୍ଗିଗଲା ନବୀନଙ୍କ ହୃଦୟ…

ଭୁବନେଶ୍ୱର,୧୭।୧୧: ଓଡ଼ିଆ ସଙ୍ଗୀତ ଜଗତର ଜଣାଶୁଣା ଓ ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୩୪ ବର୍ଷ ବୟସ...

ଦୂରେଇ ପାରିଲାନି ଛାଡ଼ପତ୍ର: ଧାଇଁଆସିଥିଲେ ସ୍ତ୍ରୀ, ହେଲେ ବଞ୍ଚିଲେନି…

ଭୁବନେଶ୍ୱର,୧୭।୧୧: ଆଉ ଶୁଭିବନି, ହ୍ୟୁମାନଙ୍କ ସ୍ବର, ସେ ରୋମାନ୍ସ, ସେ ଦୁଃଖ ସେ ଦମ୍‌ଦାର ଭଜନ। କାରଣ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଚିର...

‘ହେ ନବୀନ ବାବୁ…’ ଗୀତ ଗାଇଥିଲେ ହ୍ୟୁମାନ, ଟୁଇଟ୍‌ କରି ନବୀନ ଲେଖିଲେ ଏମିତି…

ଭୁବନେଶ୍ୱର,୧୭।୧୧: ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଲୋକପ୍ରିୟ ଓଲିଉଡ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ପରଲୋକ ଘଟିଛି। ୩୪ ବର୍ଷ ବୟସରେ ଏମ୍ସ ଭୁବନେଶ୍ୱରରେ ଦେହାନ୍ତ ହୋଇଛି। ହ୍ୟୁମାନଙ୍କ...

ହୋମିଓପାଥି ଚିକିତ୍ସକଙ୍କ ପରଲୋକ

ଦିଗପହଣ୍ଡି, ୧୭ା୧୧(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ଶାସନ ସାହି ବାସିନ୍ଦା ତଥା ସହରର ଜଣାଶୁଣା ହୋମିଓପାଥି ଚିକିତ୍ସକ ଡ଼ା. ସୂର୍ଯ୍ୟ ନାରାୟଣ ନନ୍ଦଙ୍କ ୮୪ ବର୍ଷ...

Advertisement
Dharitri Youth Conclave 2025

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri