ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା: ସରକାରଙ୍କ ବିରୋଧରେ ବଡ଼ ଦାବି କଲା ABVP

ଭୁବନଶ୍ୱେର,୧୬।୭: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ସାରା ରାଜ୍ୟକୁ ସ୍ତବ୍ଧ କରିଦେଇଛି। ଏନେଇ ଭୁବନେଶ୍ୱରରେ ବିଜେଡି ବଡ଼ ଆନ୍ଦୋଳନ କରିଛି । ଲୋକସେବା ଘେରାଉ ସହ ଲୋୟର ପିଏମଜିରେ ପୋଲିସ- ବିଜେଡି ମୁହାଁମୁହିଁ ପରିସ୍ଥିତି ଉପୁଜିଛି । ବିଜେଡିର ଲୋକସେବା ଭବନ ଘେରାଉ ଉଦ୍ୟମ ବେଳେ ଉପୁଜିଛି ଆନ୍ଦୋଳନ । ବିଜେଡି କର୍ମୀଙ୍କ ଉପରୁକୁ ପାଣି ମାଡ ସହ ଲୁହାବହା ଗ୍ୟାସ କରିଛି ପୋଲିସ । ଏହି ଲୁହାବୁହା ଗ୍ୟାସ ମାଡରେ ବବି ଦାସ ଆହତ ହୋଇଥିବା ବେଳେ ପ୍ରୀତିରଞ୍ଜନ ଘଡେଇ ଆହତ ହୋଇଥିବା ସୂଚନା ମିଳିଛି ।

ସେହପରି କଂଗ୍ରେସ ମଧ୍ୟ ଆସନ୍ତକାଲି ଓଡ଼ିଶା ବନ୍ଦ ଡାକରା ଦେଇଛି। ସାରା ଓଡ଼ିଶାରେ ଅଖଚକ ବନ୍ଦ ନେଇ ହୁଙ୍କାର କରିଛି ବିଜେଡି। ତେବେ ଏହାରି ଭିତରେ ସରକାରଙ୍କ ବିରୋଧରେଯ ରାଜରାସ୍ତାକୁ ଓହ୍ଲାଇଛି ABVP। ବାଣୀବିହାରରେ କରିଛି ବଡ଼ ବିକ୍ଷୋଭ ପ୍ରଦର୍ଶନ। ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣାରେ କାର୍ଯ୍ୟାନୁଷ୍ଠାନ ଦାବି କରି ଆନ୍ଦୋଳନ କରିଛି। ପ୍ରତ୍ୟେକ ଶିକ୍ଷାନୁଷ୍ଠାନରେ ଆଇନଯୁକ୍ତ ସ୍ଥାୟୀ ICC ଗଠନ ଦାବି କରିବା ସହ ସୌମ୍ୟାଶ୍ରୀଙ୍କୁ ଆତ୍ମଦାହବେଳେ ଉସୁକାଉଥିବା ଦୁଇ ଛାତ୍ର କଂଗ୍ରେସ ନେତାଙ୍କ ଗିରଫ ଦାବ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ଫେରିବେ Shubman Gill, T-20 ବିଶ୍ୱକପରୁ ବାହାର ହେବା ପରେ ଏହି ଦଳ ବିପକ୍ଷରେ ଖେଳିବେ…

ନୂଆଦିଲ୍ଲୀ,୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଭାରତୀୟ ଦଳ ନିକଟରେ ଘୋଷଣା କରାଯାଇଥିଲା। ଖରାପ ଫର୍ମ ଏବଂ ଆଘାତ ସହିତ ସଂଘର୍ଷ କରୁଥିବା ଶୁବମନ ଗିଲଙ୍କୁ...

ଭିନ୍ନ ଢଙ୍ଗରେ ନୂଆବର୍ଷକୁ ସ୍ବାଗତ କଲେ ବିରାଟ-ଅନୁଷ୍କା, ଫଟୋ ଶେୟାର କରି କହିଲେ ମୋ’ ଜୀବନର…

ମୁମ୍ବାଇ: କ୍ରିକେଟର ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ସହ ୨୦୨୫କୁ ବିଦାୟ ଦେବା ସମୟରେ ଏକ ବିଶେଷ ମୁହୂର୍ତ୍ତକୁ ଶେୟାର କରି ଏକ...

ବାଂଲାଦେଶରେ ଆଉ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣା, ନିଆଁ ଲଗାଇଦେଲେ ଉତ୍ତ୍ୟକ୍ତ ଲୋକେ

ଢାକା,୧।୧: ବାଂଲାଦେଶରେ ଅଶାନ୍ତି ଜାରି ରହିଛି। ବୁଧବାର, ଏକ ଜନଗହଳି ଆଉ ଜଣେ ହିନ୍ଦୁ ବ୍ୟକ୍ତି ଖୋକନ ଦାସଙ୍କୁ ଆକ୍ରମଣ କରି ଆହତ କରିଥିଲା ଏବଂ...

ଜିରୋ ନାଇଟ୍ ପାର୍ଟିରେ ବିରିୟାନି ଖାଇବା ହେଲା କାଳ, ଜଣେ ମୃତ ୧୫ ଅସୁସ୍ଥ

ନୂଆଦିଲ୍ଲୀ,୧।୧: ନୂଆବର୍ଷରେ ମଉଜ କରୁକରୁ ଚାଲିଗଲା ଜୀବନ । ଜାନୁଆରୀ ୧ ତାରିଖରେ ହାଇଦ୍ରାବାଦରେ ନୂତନ ବର୍ଷର ଉତ୍ସବ ଦୁଃଖଦ ହୋଇଗଲା । ବିରିୟାନି ପାର୍ଟି...

ବନ୍ଦେ ଭାରତ ସ୍ଲିପର ଟ୍ରେନର ଟପ୍‌ ସ୍ପିଡ ଦେବ ରାଜନୈତିକ ଲାଭ! ଭାଜପାକୁ ୧୮୦ ଆସନରେ ମିଳିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷର ପ୍ରଥମ ଦିନରେ, ମୋଦି ସରକାର ଏକ ବଡ଼ ଘୋଷଣା କରିଛନ୍ତି। ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଘୋଷଣା କରିଛନ୍ତି ଯେ ଦେଶର ପ୍ରଥମ...

ପାକ୍‌ ସଂସଦର ସ୍ପିକରଙ୍କ ସହ ହାତ ମିଳାଇଲେ ଜୟଶଙ୍କର, ନିଜ ପିଠି ଥାପୁଡାଇଲା ପାକିସ୍ତାନ, ଭାରତ ଦେଖାଇଦେଲା…

ନୂଆଦିଲ୍ଲୀ/ଇସଲାମାବାଦ,୧।୧: ବାଂଲାଦେଶର ରାଜଧାନୀ ଢାକାରେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ଅନ୍ତିମ ସଂସ୍କାର ସମୟରେ ଅନୁଷ୍ଠିତ ଏକ ଆନୁଷ୍ଠାନିକ ସାକ୍ଷାତ ଭାରତ ଏବଂ ପାକିସ୍ତାନ ମଧ୍ୟରେ...

ଏମିତି ଗାଁ: ଯେଉଁଠି ଲୋକେ ନାଁ ଧରି ନୁହେଁ, ସିଟି ବଜାଇ ପରସ୍ପରକୁ ଡାକନ୍ତି , କାରଣ ବି ଖୁବ୍‌ ଅଜବ…

ସାରା ବିଶ୍ୱରେ ଅନେକ ଗାଁ ଅନନ୍ୟ କାରଣ ପାଇଁ ଜଣାଶୁଣା। ଭାରତରେ ଏପରି ଏକ ଗାଁ ଅଛି, ଯାହା ଏହାର ଅନନ୍ୟ ଶୈଳୀ ପାଇଁ ବେଶ୍‌...

ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ ତୁଳନା କଲେ କଂଗ୍ରେସ ନେତା, ଭାଜପା କହିଲା…

ନୂଆଦିଲ୍ଲୀ,୧।୧: ମହାରାଷ୍ଟ୍ର କଂଗ୍ରେସ ସଭାପତି ନାନା ପାଟୋଲେ ଏକ ବୟାନ ଦେଇ ରାଜନୈତିକ ହଇଚଇ ସୃଷ୍ଟି କରିଛନ୍ତି। ସେ ରାହୁଲ ଗାନ୍ଧୀଙ୍କୁ ଭଗବାନ ରାମଙ୍କ ସହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri