ସୌମ୍ୟାଶ୍ରୀ ଆତ୍ମାହୁତି ମାମଲା: ଫକୀରମୋହନ ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି

ବାଲେଶ୍ୱର,୨୦ା୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମାହୁତି ମାମଲାର ତଦନ୍ତ ପାଇଁ ରବିବାର ମହାବିଦ୍ୟାଳୟରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ର। ଡିଜି ମିଶ୍ର ପ୍ରଥମେ ପୂର୍ବାଞ୍ଚଳ ଡିଆଇଜିଙ୍କ କାର୍ଯ୍ୟାଳୟରେ ପହଞ୍ଚି ଡିଆଇଜି ଡା. ସତ୍ୟଜିତ ନାୟକଙ୍କ ସହ ଆଲୋଚନା କରିଥିଲେ। ଏହା ପରେ ମହାବିଦ୍ୟାଳୟରେ ପହଞ୍ଚି ଛାତ୍ରୀଜଣକ ଆତ୍ମାହୁତି ଦେଇଥିବା ସ୍ଥାନ ବୁଲି ଦେଖିଥିଲେ। ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଭାରପ୍ରାପ୍ତ ଅଧ୍ୟକ୍ଷ ଫିରୋଜ ପାଢ଼ୀଙ୍କ ସହ କଥା ହୋଇ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ। ଡିଜିଙ୍କ ସହ ଡିଆଇଜି ଡା. ସତ୍ୟଜିତ ନାୟକ, କ୍ରାଇମବ୍ରାଞ୍ଚର ସିଏଡବ୍ଲ୍ୟୁ ଆଣ୍ଡ ସିଡବ୍ଲ୍ୟୁ ଶାଖା ଆଇଜି ଏସ୍‌ ସାଇନି, ଡିିଏସପି ଇମାନ କଲ୍ୟାଣ ନାୟକ, ଇନ୍ସପେକ୍ଟର ପାଞ୍ଚାଳୀ ରାଉତ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଷିକୂଲ୍ୟା ମୁହାଣରେ ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ ଟ୍ୟାଗିଂ: ସାଟେଲାଇଟ୍‌ ଜରିଆରେ ଜାଣିହେବ ଗତିବିଧି

ଗଞ୍ଜାମ,୨୬ା୧୨(ଅନାଥ ତରାଇ/ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଋଷିକୂଲ୍ୟା ନଦୀ ମୁହାଣର ବେଳାଭୂମିରେ ଏକ ଉଲେଖନୀୟ ପଦକ୍ଷେପ ନିଆଯାଇଛି। ଏଠାରେ ୨ଟି ଅଲିଭ ରିଡଲେ କଇଁଛଙ୍କୁ ଜିପିଏସ...

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ...

ଗୁଲୁଆ-ବର୍ଷାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ କାଳିଆ ଷଣ୍ଢ: ଦିନକୁ ୧୭ ହଜାରଥର…

ଭୁବନେଶ୍ୱର,୨୬।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂତନ ସରକାରୀ ଓକିଲ ନିଯୁକ୍ତି: ଭଞ୍ଜନଗର-ଜଗନ୍ନାଥପ୍ରସାଦ କୋର୍ଟରେ ୧୪ ଜଣ ନିଯୁକ୍ତ,ଜାଣନ୍ତୁ… 

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଭାଜପା କ୍ଷମତାକୁ ଆସିବା ପରେ ଗଞ୍ଜାମ ଜିଲାରେ ସରକାରୀ ଓକିଲ ତାଲିକା ତୁରନ୍ତ ବଦଳିବ ବୋଲି ଆଶା କରାଯାଉଥିଲା। କିନ୍ତୁ ବିଭିନ୍ନ କାରଣ ଯୋଗୁ...

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ...

ନୂଆବର୍ଷରୁ ବଦଳିଯିବ ଏହି ୧୦ନିୟମ, ଜାନୁଆରୀରୁ ବଢିଯିବ ପେଟ୍ରୋଲ-ଗ୍ୟାସ ଦର!

ନୂଆଦିଲ୍ଲୀ,୨୬।୧୨: ନୂଆବଷର୍ର୍ ୨୦୨୬ କେବଳ କ୍ୟାଲେଣ୍ଡରରେ ପରିବର୍ତ୍ତନ ପର୍ଯ୍ୟନ୍ତ ସୀମିତ ରହିବ ନାହିଁ; ଏହା ସହିତ ଅନେକ ନିୟମ ମଧ୍ୟ ଆଣିବ ଯାହା ସିଧାସଳଖ ଆପଣଙ୍କ...

ପୁରୁଷୋତ୍ତମପୁରରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ; କର୍ମୀମାନେ ଏକତ୍ରିତ ହୋଇ…

ପୁରୁଷୋତ୍ତମପୁର,୨୬।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଏବଂ ଏନ୍‌ଏସି ପକ୍ଷରୁ ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ଏଥିରେ ଖଲ୍ଲିକୋଟ ନିର୍ବାଚନ ମଣ୍ଡଳୀର...

ଦିଗପହଣ୍ଡିରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ପାଳିତ, ବାଇକ୍‌ ଶୋଭାଯାତ୍ରା ସହ…

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ବିଜେଡ଼ି ବ୍ଲକ ଓ ନଗର କମିଟି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri