ଫାଣ୍ଡି ଅଧିକାରୀ ନିଲମ୍ବିତ

ଜଳେଶ୍ୱର,୨୫ା୧୨(ନବୀନ ସାହୁ): ଲୁଗା ଦୋକାନରୁ ଚୋରି କରିବା ଅଭିଯୋଗରେ ଯୁବକଙ୍କୁ ବାଡ଼େଇ ବାଡ଼େଇ ମାରିଦେବା ଘଟଣାରେ ଦାୟିତ୍ୱରେ ଅବହେଳା ଅଭିଯୋଗରେ ବାଲେଶ୍ୱର ଜିଲା ସାର୍ଥା ଫାଣ୍ତି ଅଧିକାରୀ ଚନ୍ଦ୍ରଶେଖର ମହାନ୍ତିଙ୍କୁ ନିଲମ୍ବନ କରାଯାଇଛି।

ସୂଚନାଯୋଗ୍ୟ, ବାଲେଶ୍ୱର ଜିଲା ସିଂଲା ଥାନା ଅନ୍ତର୍ଗତ ସାର୍ଥା ଗ୍ରାମରେ ଗତ ୨୨ ତାରିଖରେ ଦିନ ଦ୍ୱିପ୍ରହରରେ ଏକ ଅଭାବନୀୟ କାଣ୍ଡ ଫାଣ୍ଡିଠୁ ମାତ୍ର ୫ଶହ ମିଟର ଦୂରରେ ଘଟିଥିଲା। ଏନେଇ ପରିବାର ଲୋକେ ଫାଣ୍ଡି ଅଧିକାରୀ ଚନ୍ଦ୍ର ଶେଖର ମହାନ୍ତିଙ୍କୁ ସୂଚନା ଦେବା ସହ ତୁରନ୍ତ ପହଞ୍ଚି ସମସ୍ତଙ୍କୁ ମୁକୁଳାଇବାକୁ ଗୁହାରି କରିଥିଲେ। ମାତ୍ର ଫାଣ୍ଡି ଅଧିକାରୀ ଏହାକୁ କର୍ଣ୍ଣପାତ କରି ନ ଥିଲେ। ଫଳରେ ଖୁଣ୍ଟରେ ବନ୍ଧା ହୋଇଥିବା ଅବସ୍ଥାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ଏହି ୪ ଜିଲାରେ ଶୀତଲହରୀ ସମ୍ଭାବନା; ଭୁବନେଶ୍ୱର ପାଇଁ ଆସନ୍ତା ୨୪ ଘଣ୍ଟା ଗୁରୁତ୍ୱପୂର୍ଣ୍ଣ

ଭୁବନେଶ୍ୱର,୭ା୧୨: ରାଜ୍ୟକୁ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ରହି ରହିକା ବିଭିନ୍ନ ଜିଲାରେ ଶୀତର ଲହରୀ ଦେଖିବାକୁ ମିଳୁଛି। ଡିସେମ୍ବର ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟର...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri