ଆଜି ଅଁଳା ନବମୀ, ରାଧା ପାଦ ଦର୍ଶନ କରି ଶ୍ରଦ୍ଧାଳୁ ହେଉଛନ୍ତି ଆନନ୍ଦିତ ସାକ୍ଷୀଗୋପାଳ,(୩୧ା୧୦): ଆଜି ପବିତ୍ର ଅଁଳା ନବମୀ। ଏହି ପରିପ୍ରେକ୍ଷୀରେ ପୁରୀ ଜିଲା ସାକ୍ଷୀଗୋପାଳରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ଆଜିର ଏହି ପବିତ୍ର ଦିନରେ ଶ୍ରଦ୍ଧାଳୁମାନେ ରାଧା ପାଦ ଦର୍ଶନ କରି ବେଶ୍ ଆନନ୍ଦିତ ହେଉଛନ୍ତି। ମା’ ରାଧାରାଣୀ...