ଭୁବନେଶ୍ୱର ସମେତ ରାଜ୍ୟର ୧୬ ସ୍ଥାନରେ ନଦୀ ଜଳ ପ୍ରଦୂଷିତ, ଜାଣନ୍ତୁ
ଭୁବନେଶ୍ୱର,୨।୧୨: ଓଡ଼ିଶାରେ ୧୬ଟି ନଦୀ ସ୍ଥାନ ପ୍ରଦୂଷିତ ହୋଇଥିବା କଥା ଜଙ୍ଗଲ, ପରିବେଶ ଓ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ମଙ୍ଗଳବାର ବିଧାନସଭାରେ ସୂଚନା ଦେଇଛନ୍ତି। ଗୃହରେ ଏକ ପ୍ରଶ୍ନର ଉତ୍ତର ଦେଇ ମନ୍ତ୍ରୀ କହିଛନ୍ତି...
ବାଲିଯାତ୍ରା ପାଇଁ କଟକରେ ଗାଡ଼ି ଚଳାଚଳ ଉପରେ କଟକଣା, ଜାଣନ୍ତୁ କେଉଁଠି ପାର୍କିଂ ଗାଡ଼ି ?
ଭୁବନେଶ୍ୱର,୪।୧୧: ଆସନ୍ତା ନଭେମ୍ବର ୫ରୁ ୧୨ ତାରିଖ ପର୍ଯ୍ୟନ୍ତ କଟକରେ ହେବାକୁ ଥିବା ଐତିହାସିକ ବାଲିଯାତ୍ରାକୁ ଦୃଷ୍ଟିରେ ରଖି କମିଶନରେଟ୍ ପୋଲିସ ପକ୍ଷରୁ ସହରରେ ଯାନବାହନ ଚଳାଚଳ ଉପରେ କଟକଣା ଲାଗୁ କରାଯାଇଛି। ସାତ ଦିନିଆ ଏହି ଉତ୍ସବରେ ପ୍ରବଳ...
କଟକରେ ୩୬ ଘଣ୍ଟାଟିଆ କର୍ଫ୍ୟୁ ଲାଗୁ, ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ
କଟକ,୬।୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରକବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା...
କଟକରେ ୩୬ ଘଣ୍ଟା କର୍ଫ୍ୟୁ: ଏସବୁ ଅଞ୍ଚଳରେ କଟକଣା
କଟକ,୫ା୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା...
କଟକରେ ସୋସିଆଲ୍ ମିଡିଆ ଉପରେ କଟକଣା, ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ
କଟକ,୫ା୧୦: କଟକ ସହରରେ ଶାନ୍ତିଶୃଙ୍ଖଳା ରକ୍ଷା ପାଇଁ ରବିବାର ସଂଧ୍ୟା ୭ଟାରୁ ସୋମବାର ସଂଧ୍ୟା ୭ଟା ପର୍ଯ୍ୟନ୍ତ ସୋସିଆଲ୍ ମିଡିଆ ପ୍ଲାଟଫର୍ମ ଯଥା ହ୍ବାଟ୍ସଆପ୍, ଫେସବୁକ୍, ଇନଷ୍ଟାଗ୍ରାମ୍ ଓ ସ୍ନାପ୍ଚାଟ୍ ଉପରେ ୨୪ ଘଣ୍ଟିଆ କଟକଣା ଲାଗୁ କରାଯାଇଛି। ଗୃହ...
କଟକରେ ଦୁର୍ଗା ମୂର୍ତ୍ତି ବିସର୍ଜନ ବେଳେ ହିଂସାକାଣ୍ଡ, ବିଶ୍ୱ ହିନ୍ଦୁ ପରିଷଦର ୧୨ ଘଣ୍ଟିଆ ବନ୍ଦ ଡାକରା
କଟକ,୫ା୧୦: ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍ପି) ଶୁକ୍ରବାର ରାତିରେ କଟକର ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ପୋଲିସ ଓ ଜିଲା ପ୍ରଶାସନର ବିଫଳତା ବିରୋଧରେ ଅକ୍ଟୋବର ୬ (ସୋମବାର) ୧୨...
ବର୍ଷାରେ ଭାଙ୍ଗିଲା ଲାଇଟ୍ ଗେଟ୍: ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ପୂର୍ବରୁ …
କଟକ,୧।୧୦(ଶିଳ୍ପା ପ୍ରିୟଦର୍ଶିନୀ): ବର୍ଷା ଯୋଗୁ କଟକରେ ଭାଙ୍ଗିଲା ତୋରଣ। କଲେଜ ଛକ ପୂଜା କମିଟିର ଲାଇଟ ଗେଟ ଓ ରାଜବଗିଚା ସର୍ବୋଦୟପୁର ପୂଜା କମିଟି ଛାତର ପାରାପିଟ୍ସ ଭାଙ୍ଗି ଯାଇଛି। ଘଟଣାସ୍ଥଳରେ ଯାନବାହାନ ଯାତାୟାତ ଠପ ହୋଇଥିବା ସୂଚନା ମିଳିଛି।...
ବଦଳିଲା ପ୍ରସିଦ୍ଧ ବାଲିଯାତ୍ରା ନାଁ
କଟକ,୧୨।୯: ବଦଳିଗଲା ୧୦୦୦ ବର୍ଷର ଐତିହାସିକ ସହରର ଭିନ୍ନ ପରିଚୟ ବାଲିଯାତ୍ରାର ନାଁ। ନଭେମ୍ବର ୫ରୁ ଆରମ୍ଭ ହେବାକୁ ଥିବା ବାଲିଯାତ୍ରାର ନାଁକୁ ଚଳିତ ବର୍ଷ ବଦଳାଇ ଦିଆଯାଇଛି। ଏଥର କଟକ ବାଲିଯାତ୍ରା ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ’।...
ବାଟରେ ଅଟକାଇ ମାଗୁଥିଲେ ଟଙ୍କା, ନଦେବାରୁ ବିଦ୍ୟାଳୟରେ ପଶି ପ୍ରଧାନଶିକ୍ଷକଙ୍କୁ ହତ୍ୟା ଧମକ; ବାଙ୍କି ଥାନାର…
ବାଙ୍କୀ , ୯।୯( ଶୁଭେନ୍ଦୁ ମହାପାତ୍ର ): ବିଦ୍ୟାଳୟ ଭିତରେ ଛାତ୍ରୀଛାତ୍ରମାନଙ୍କୁ ପ୍ରଧାନଶିକ୍ଷକ ପାଠ ପଢ଼ାଉଥିବା ସମୟରେ ଜଣେ ବ୍ୟକ୍ତି ଅଣ୍ଟାରେ ଏକ ଧାରୁଆ ଅସ୍ତ୍ର ଲୁଚାଇ ରଖି ଶ୍ରେଣୀ ଗୃହରେ ପଶି ହତ୍ୟା ଧମକ। ଏଭଳି ଏକ ଘଟଣା...
ମହାନଦୀରେ ନିଖୋଜ ନୁହେଁ, ପ୍ରେମ ପାଇଁ ସ୍ବାମୀ-ପିଲାଙ୍କୁ ଛାଡ଼ି ଫେରାର ହୋଇଥିଲେ ମହିଳା, ପୁରୀରୁ…
ବାଙ୍କି,୩।୯(ଶୁଭେନ୍ଦୁ ମହାପାତ୍ର): ମହାନଦୀରେ ଗାଧୋଉଥିବା ବେଳେ ଗୋଡ଼ ଖସି ମହିଳା ନିଖୋଜ ହେବାର ଘଟଣାରେ ରୋଚକ ମୋଡ଼। ପୁରୀରୁ ମହିଳାଙ୍କୁ ପ୍ରେମିକଙ୍କ ସହ ଧରିଛି ବାଙ୍କି ପୋଲିସ। ଏଭଳି ଏକ ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନାନୁଯାୟୀ, ସୋମବାର ଭୋର...
କଟକରେ ୨୨୧ ବିପଦଜନକ ଘର: ଭାଙ୍ଗିବାକୁ ନିର୍ଦ୍ଦେଶ ଦେଲେ ଓଡ଼ିଶା ହାଇକୋର୍ଟ
କଟକ,୨୦ା୮: କଟକ ସହରରେ ୨୨୧ଟି ଘର ବାସ ପାଇଁ ବିପଦଜନକ ଘୋଷଣା କରାଯାଇଛି। ଏହି ଅଟ୍ଟାଳିକାଗୁଡ଼ିକରେ ଅନେକର କାନ୍ଥରୁ ପ୍ଲାଷ୍ଟର ଖସୁଛି ଓ ଛାତ ଦୁର୍ବଳ ହୋଇପଡ଼ିଛି, ଯାହା ବାସିନ୍ଦାଙ୍କ ପାଇଁ ଗୁରୁତର ବିପଦ ସୃଷ୍ଟି କରୁଛି। ଜିଲା ପ୍ରଶାସନ...
କଟକ OMPରୁ କନ୍ଦରପୁର ପର୍ଯ୍ୟନ୍ତ ଏଲିଭେଟେଡ୍ କରିଡର: ଖର୍ଚ୍ଚ ହେବ ୬୪୦ କୋଟି ଟଙ୍କା
ଭୁବନେଶ୍ୱର,୨୭।୭: କଟକ ସହରରେ ଯାତାୟାତ ସମସ୍ୟା ଓ ଭିଡ଼କୁ ଦୃଷ୍ଟିରେ ରଖି OMP ଛକଠାରୁ କନ୍ଦରପୁର ପର୍ଯ୍ୟନ୍ତ ଏକ ଏଲିଭେଟେଡ୍ କରିଡର ନିର୍ମାଣ ପାଇଁ ନିଷ୍ପତି ନିଆଯାଇଛି। ଏହି ସୂଚନା ଦେଇଛନ୍ତି କଟକ ଲୋକସଭା ସାଂସଦ ଭର୍ତ୍ତୃହରି ମହତାବ। ସାଂସଦ...
Archives


