ପୁରୁଷ ଦ୍ୱିତୀୟ ବିବାହ ପୂର୍ବରୁ ପ୍ରଥମ ସ୍ତ୍ରୀଙ୍କ ସ୍ୱୀକୃତି ଜରୁରୀ: ହାଇକୋର୍ଟ କୋଚି,୪।୧୧: ମୁସଲମାନ ପୁରୁଷଙ୍କ ଦ୍ୱିତୀୟ ବିବାହକୁ କେରଳ ବିବାହ ପଞ୍ଜୀକରଣ (ସାଧାରଣ) ନିୟମ, ୨୦୦୮ ଅନୁଯାୟୀ ପଞ୍ଜୀକରଣ କରିବା ପୂର୍ବରୁ, ତାଙ୍କର ପ୍ରଥମ ସ୍ତ୍ରୀଙ୍କୁ ଶୁଣିବାର ସୁଯୋଗ ଦିଆଯିବା ଜରୁରୀ ବୋଲି କେରଳ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟରେ କହିଛନ୍ତି।...