ଅବସର ପରେ ବି ସରକାରୀ କ୍ୱାର୍ଟର୍ସ ଛାଡ଼ିନାହାନ୍ତି ପୂର୍ବତନ ବଚାରପତି ଚନ୍ଦ୍ରଚୂଡ଼, ଚିଠି ଲେଖି ସୁପ୍ରିମକୋର୍ଟ କହିଲେ… ନୂଆଦିଲ୍ଲୀ,୬ା୭: ସୁପ୍ରିମକୋର୍ଟ ପୂର୍ବତନ ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ଼ଙ୍କ ସରକାରୀ ବାସଭବନରେ ଏପର୍ଯ୍ୟନ୍ତ ରହିବା ନେଇ ସୁପ୍ରିମକୋର୍ଟ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। କୋର୍ଟ ପ୍ରଶାସନ କେନ୍ଦ୍ର ନଗର ଉନ୍ନୟନ ମନ୍ତ୍ରଣାଳୟକୁ ଚିଠି ଲେଖି ଚନ୍ଦ୍ରଚୂଡ଼ଙ୍କୁ ବାସଭବନ ଖାଲି କରିବାକୁ...