ଆର୍ଏସ୍ଏସର ପୂର୍ବତନ ସଂଘ ଚାଳକ ଯୋଗେନ୍ଦ୍ର ସାହୁଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ କେନ୍ଦୁଝର,୨୨ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଅସୁସ୍ଥ ଥିବା କେନ୍ଦୁଝର ଜିଲା ଆର୍ଏସ୍ଏସର ପୂର୍ବତନ ସଂଘ ଚାଳକ ଯୋଗେନ୍ଦ୍ରନାଥ ସାହୁଙ୍କୁ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ଗ୍ରାମର ବାସଭବନରେ ଭେଟି ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ସେ...