ପୂର୍ବତନ ସରପଞ୍ଚଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା: ଥାନାରେ ଏତଲା ଦେଲେ ଭାଇ ଦାରିଙ୍ଗବାଡ଼ି,୮ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା କିରିକୁଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ତ୍ରିଲୋଚନ ପ୍ରଧାନ ଓରଫ ଟିଟୁଙ୍କୁ ରବିବାର ବିଳମ୍ବିତ ରାତିରେ ମରଣାନ୍ତକ ଆକ୍ରମଣ ହୋଇଥିଲା। ଟିଟୁ ଏବେ ବ୍ରହ୍ମପୁର ଏମ୍କେସିଜିରେ ଚିକିତ୍ସାଧୀନ ଥିବାବେଳେ ଏପଟେ ଟିଟୁଙ୍କ ପରିବାରରେ...