ଭାରତ ତିଆରି କଲା ଏମିତି ବିନାଶକାରୀ ମିଶାଇଲ୍: ସାରା ବିଶ୍ୱ ଥରହର, ପଛରେ ରହିଗଲେ ଚାଇନା-ଆମେରିକା ନୂଆଦିଲ୍ଲୀ,୧୭।୭: ଭାରତର ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ଦ୍ୱାରା ସମ୍ପ୍ରତି ବିକଶିତ ନୂତନ ଅସ୍ତ୍ର କେବଳ ବୈଷୟିକ ଦୃଷ୍ଟିକୋଣରୁ ନୁହେଁ ବରଂ ରଣନୈତିକ ଦୃଷ୍ଟିକୋଣରୁ ମଧ୍ୟ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି ମିଶାଇଲ୍ର ନାମ ଗାଣ୍ଡିବ ରଖାଯାଇଛି, ଯାହା...