ଡକାୟତି କରି ଫେରାର ହୋଇଯାଉଥିଲେ ଡକାୟତ ଗ୍ୟାଙ୍ଗ୍, ଧରିଲା ଗ୍ରାମାଞ୍ଚଳ ପୋଲିସ ସାଲେପୁର,୩ା୮(ଅରବିନ୍ଦ ଭୂୟାଁ): କଟକ ଜିଲା ସମେତ ଓଡ଼ିଶାର ଭିଭିନ୍ନ ଜିଲାରେ ଡକାୟତି ମାମଲା ଘଟାଇ ଫେରାର ହୋଇଯାଉଥିବା ଡକାୟତି ଦଳକୁ କଟକ ଜିଲା ଗ୍ରାମାଞ୍ଚଳ ପୋଲିସ ଗିରଫ କରିବାରେ ସକ୍ଷମ ହୋଇଛି। କଟକ ଜିଲାର ସାଲେପୁର, ନିଶ୍ଚିନ୍ତକୋଇଲି, ମାହାଙ୍ଗା ଓ...