ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ: ରବି ଋତୁରେ ୨୦୦୦ ହେକ୍ଟର ଜମିକୁ ଯିବ ପାଣି ବରଗଡ଼ ,୨୩।୧: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ,ଜଳସମ୍ପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗ ଆଜି ସମ୍ବଲପୁର ଓ ବରଗଡ଼ ଜିଲା ଗସ୍ତ କରି ଜଳସେଚନ ପ୍ରକଳ୍ପ ପରିଦର୍ଶନ କରିଥିଲେ। ଏହି ପରିପ୍ରେକ୍ଷୀରେ ସେ ବରଗଡ଼...