ବୟଫ୍ରେଣ୍ଡଙ୍କ ସହ ଗୁପ୍ଚୁପ୍ ଖାଇବାକୁ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଫେରିବା ବେଳେ ଗଣବଳାତ୍କାର ଜଳେଶ୍ୱର,୧୧ା୧୦(ନବୀନ ସାହୁ): ପଶ୍ଚିମବଙ୍ଗରେ ଆରଜି କର୍ ମେଡିକାଲ କଲେଜ ଘଟଣାର ହୋଇଛି ପୁନରାବୃତ୍ତି। ଦୁର୍ଗାପୁରର ଏକ ଘରୋଇ ମେଡିକାଲ କଲେଜରେ ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ହୋଇଛି ଗଣବଳାତ୍କାର। ବାଲେଶ୍ୱର ଜିଲା ଜଳେଶ୍ୱର ଥାନା ନଚ୍ଚିମପୁର ଅଞ୍ଚଳର ବୋଲି ସୂଚନା...