ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ଦେଲେ ମୋଦି, ଏଥିରେ ରହିଛି… ନୂଆଦିଲ୍ଲୀ/ଓ୍ବାଶିଂଟନ,୨୨ା୯: ଆମେରିକା ଗସ୍ତରେ ଯାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାଇଡେନ ଦମ୍ପତିଙ୍କୁ ଦାମୀ ଉପହାର ପ୍ରଦାନ କରିଛନ୍ତି। ମୋଦି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଏବଂ ତାଙ୍କ ସ୍ତ୍ରୀ ଜିଲ୍ ବାଇଡେନଙ୍କୁ ଏହି ଉପହାର ଦେଇଛନ୍ତି। ବାଇଡେନଙ୍କୁ ମୋଦି ରୁପା...