ଅଜଣା ଗାଡ଼ି ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଲୋଇସିଂହା, ୫।୧୧(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଆଗଲପୁର ଥାନା ଅନ୍ତର୍ଗତ ଭରସୁଜା ଛେଲିଆପାଟ ମନ୍ଦିର ସମ୍ମୁଖରେ ବୁଧବାର ସନ୍ଧ୍ୟାରେ ଅଜଣା ଗାଡ଼ି ଧକ୍କାରେ ଦୁଇଜଣଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ବଡ଼ଟୀକା ପଞ୍ଚାୟତ ଅନ୍ତର୍ଗତ ସହାଜଛାପର ଗ୍ରାମର ଚେରୁ ବେହେରା...