‘ସାଣ୍ଟା କ୍ଲଜ୍’ ବେଶରେ ଆସି ଇଣ୍ଟରନେଟରେ ନିଆଁ ଲଗାଇଲେ ଧୋନୀ ଭୁବନେଶ୍ୱର,୨୫।୧୨: ଭାରତର କିମ୍ବଦନ୍ତୀ ଅଧିନାୟକ ପୁଣିଥରେ ଇଣ୍ଟରନେଟ୍ ନିଆଁ ଲଗାଇଛନ୍ତି। ଖ୍ରୀଷ୍ଟମାସରେ ଏକ ନୂତନ ଅବତାରରେ ଆଶି ସେ ସମସ୍ତଙ୍କୁ ଚମକି ଦେଇଛନ୍ତି। ଧୋନି ପାଞ୍ଚ ବର୍ଷରୁ ଅଧିକ ସମୟ ହେବ ଆନ୍ତର୍ଜାତୀୟ କ୍ରିକେଟ୍ ଛାଡିଥିବାରୁ ସେ ପ୍ରାୟତ ନିଜ...